ବାଲୁଚିସ୍ତାନରେ ପୋଲିସ ଟିମ୍‌ ଉପରେ ଆତ୍ମଘାତୀ ଆକ୍ରମଣ…

ଇସଲାମାବାଦ,୬।୩ : ପାକିସ୍ତାନରେ ଆତଙ୍କବାଦୀମାନେ ଏକ ଆତ୍ମଘାତୀ ଆକ୍ରମଣ କରିଛନ୍ତି। ବାଲୁଚିସ୍ତାନରେ ପୋଲିସ ଟିମ୍‌ ଉପରେ ଏହି ଆକ୍ରମଣ ହୋଇଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଥିବାବେଳେ ବହୁ ଲୋକ ଆହତ ହୋଇଥିବା କୁହାଯାଉଛି। ମୃତାହତଙ୍କ ସଂଖ୍ୟା ବଢ଼ିବାର ଆଶଙ୍କା ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

ଇତିମଧ୍ୟରେ ୧୫ ଜଣ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବା କୁହାଯାଉଛି।

ପୋଲିସ ଟିମ୍‌ ଡ୍ୟୁଟି ସାରି କ୍ୱେଟା ଫେରୁଥିବା ସମୟରେ ଆତ୍ମଘାତୀ ଆକ୍ରମଣ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri