ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୁତି ଉଦ୍ୟମ: ଲକ୍ଷାଧିକ ଟଙ୍କାର ଠକେଇର ଶିକାର ହୋଇଛନ୍ତି ଅଭିଯୋଗକାରୀ

ଖୋର୍ଦ୍ଧା ଅଫିସ, ୪।୧: ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାରୀ ସକାଳେ ଜଣେ ଯୁବକ ଆତ୍ମାହୁତି ଉଦ୍ୟମ କହିଛନ୍ତି। ପୋଲିସର ଉପସ୍ଥିତରେ ଯୁବକ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି । ସେ ହେଲେ ଖୋର୍ଦ୍ଧା ବୋଲଗଡ ବାଙ୍କୋଇ ଗ୍ରାମର ବ୍ରଜବନ୍ଧୁ ସାହୁ।
ସାଇବର ଠକେଇ ଘଟଣାରେ ୧୬ ଲକ୍ଷ ଟଙ୍କା ହରାଇଛନ୍ତି ବ୍ରଜବନ୍ଧୁ ଏ ନେଇ ସେ ବାରମ୍ବାର କ୍ରାଇମବ୍ରାଞ୍ଚ ଠାରୁ ଆରମ୍ଭ କରି ଜିଲା ପ୍ରଶାସନ ନିକଟରେ ଅଭିଯୋଗ କରିଥିଲେ। ନ୍ୟାୟ ନ ମିଳିବାରୁ ଶେଷରେ ସେ ଦେହରେ କିରୋସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଘଟଣା ସ୍ଥଳରେ ଉପସ୍ଥିତ ଥିବା ପୋଲିସ ବ୍ରଜନ୍ଧୁଙ୍କୁ ଉଦ୍ଧାରକରି ଥାନାକୁ ନେଇଥିବା ଜଣାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ମରାମତି ନ ହେଲେ ଆନ୍ଦୋଳନ : ଚେତାବନୀ ଦେଲା ଯୁବ କଂଗ୍ରେସ

ଜଳେଶ୍ୱର, ୬।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆର ୧୪ଟି ପଞ୍ଚାୟତର ଲାଇଫ ଲାଇନ୍‌ କୁହାଯାଉଥିବା ଜଳେଶ୍ୱର-ଓଲମରା ଶାନ୍ତିପୁର ରୋଡ଼ର ଦୁରବସ୍ଥା ବଦଳୁ ନାହିଁ। ୩ମାସ ପୂର୍ବରୁ ଜିଲାପାଳ ଦେଇଥିବା...

ବ୍ରାଉନସୁଗାର ଜବତ: ଯୁବକ ଗିରଫ

ପୁରୀ ଅଫିସ, ୫।୧: ବ୍ରହ୍ମଗିରି ଅଞ୍ଚଳରେ ଜଣେ ଯୁବକଙ୍କଠାରୁ ୫.୩ ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୋଲିସ। ବ୍ରାଉନସୁଗାର କାରବାର ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି।...

ଜିଲାରେ ହେବ ବରିଷ୍ଠ ନାଗରିକ ପୁର୍ନବାସ କେନ୍ଦ୍ର

ଯାଜପୁର ଅଫିସ,୨୮।୮- ଯାଜପୁର ଜିଲାରେ ପ୍ରାୟ ୨୫ଏକର ପରିମିତ ଜାଗାରେ ବରିଷ୍ଠ ନାଗରିକ ପୁନର୍ବାସ କେନ୍ଦ୍ର କରାଯିବ ା ଏଥିରେ ବିବିଧ ସୁବିଧା ଓ ବରିଷ୍ଠ...

ଦୀପାବଳି ଖୁସି ବଦଳରେ ଚାଷୀଙ୍କୁ ଚିନ୍ତା, ୨୫୦ ଏକର ଜମି ଜଳମଗ୍ନ

କାଶୀନଗର,୨୭ା୧୦(ଡି.ଏନ୍‌.ଏ.): ଲଘୁଚାପ ପ୍ରଭାବରେ ଗତ ୩ ଦିନର ଲଗାଣ ବର୍ଷା ଚାଷୀଙ୍କ ବର୍ଷକର ଶ୍ରମ ଉପରେ ଦାଉ ସାଧିଛି। ଉଜାଡ଼ିଦେଇଛି ଏକର ଏକର ଫସଲ। ଅମଳ...

ପ୍ରସୂତିଙ୍କୁ ମିଳିଲା ବିରଳ ବମ୍ବେ ଗ୍ରୁପ୍‌ ରକ୍ତ

ଅନୁଗୋଳ ଅଫିସ, ୨୨।୧- ଅନୁଗୋଳ ବଇଣ୍ଡା ଅଞ୍ଚଳର ଜଣେ ପ୍ରସୂତି ମହିଳାଙ୍କୁ ମିଳିଛି ବିରଳ ବମ୍ବେ ଗ୍ରୁପ୍‌ ବା ‘ଓଏଚ୍‌ ପଜେଟିଭ’ (ବମ୍ବେ ଫେନୋଟାଇପ) ରକ୍ତ।...

କେପିଙ୍କୁ କରୋନା

ଢେଙ୍କାନାଳ ଅଫିସ, ୯।୧: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଢେଙ୍କାନାଳ ରାଜା କାମାକ୍ଷା ପ୍ରସାଦ ସିଂହଦେଓ (କେପି), ରାଣୀ ସାବିତ୍ରୀ ଦେବୀ ଏବଂ ଯୁବରାଜ ଅମରଜ୍ୟୋତି ସିଂହଦେଓ...

ବିଦ୍ୟୁତ୍‌ ଫାଶରେ କୁଟୁରା, ଗୟଳ ଶିକାର

ବନ୍ତଳା, ୫ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ପମ୍ପାସର ରେଞ୍ଜ ଅଧୀନରେ ସୋମବାର ଓ ମଙ୍ଗଳବାର ୧୧ କେଭି ତାରରେ ହୁକ ପକାଇ ଏକ କୁଟୁରା...

କପିଳାସରେ ୫୦ ହଜାର ଶ୍ରଦ୍ଧାଳୁ

ଢେଙ୍କାନାଳ ଅଫିସ,୧୩ା୧୧- ଢେଙ୍କାନାଳର ପ୍ରସିଦ୍ଧ ଶୈବପୀଠ କପିଳାସଠାରେ କାର୍ତ୍ତିକ ପୂର୍ଣ୍ଣିମା ଉପଲକ୍ଷେ ମଙ୍ଗଳବାର ପ୍ରବଳ ଜନ ସମାଗମ ଲାଗିରହିଥିଲା। ସକାଳୁ ଅପରାହ୍ନ ପର୍ଯ୍ୟନ୍ତ ପ୍ରାୟ ୫୦...

Advertisement
Archives

Model This Week