ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଗଲା ଜୀବନ

କଟକ ଅଫିସ୍‌,୮।୯: ବିଧାନସଭା ଆଗରେ ବୁଧବାର ହାତ କାଟି, ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେ ହେଲେ ଜଗତସିଂହପୁର ଜିଲା କୁଜଙ୍ଗର ଦୁଷ୍ମନ୍ତ ଦାସ । ସେ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ।
ସୂଚନା ଅନୁସାରେ, ଦୁଷ୍ମନ୍ତଙ୍କ ବାମଗୋଡ଼ କଟକ ଏସ୍‌ସିବିରେ ଅସ୍ତ୍ରୋପଚାର ହୋଇଥିଲା। ହେଲେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁଁ ତାଙ୍କ ଗୋଡ଼ ଅଚଳ ହୋଇପଡ଼ିଥିଲା। ଏ ନେଇ ସେ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ପରବର୍ତ୍ତୀ ସମୟରେ ଦୁଷ୍ମନ୍ତ ୨୧ ଦିନ ମେଡିକାଲରେ ଚିକିତ୍ସା ହେବା ପରେ ମଧ୍ୟ ଭଲ ହୋଇ ନ ଥିଲେ। ଚିକିତ୍ସାରେ ଅବହେଳା କରାଯାଉଥିବା ନେଇ ବିଧାନସଭା ଆଗରେ ସେ ଆତ୍ମହତ୍ୟା ଉଦ୍ୟମ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

ଭିଆର୍‌ଏସ୍‌ ନେଲେ ଆଇପିଏସ୍‌ ସଞ୍ଜୟ ସିଂ

ଭୁବନେଶ୍ୱର,୧୮।୪: ଓଡ଼ିଶା କ୍ୟାଡର ଆଇପିଏସ୍‌ ସଞ୍ଜୟ ସିଂ ଭିଆରଏସ୍‌ ଘୋଷଣା କରିଛନ୍ତି। ୧୯୯୬ ବ୍ୟାଚ୍‌ ଆଇପିଏସ୍‌ ସଞ୍ଜୟ ସିଂଙ୍କୁ ଭିଆରଏସ୍‌ ଆବେଦନକୁ ରାଜ୍ୟ ଗୃହ ବିଭାଗ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ୍‌, କଲେ ଏଭଳି ଅପିଲ୍‌

ଭୁବନେଶ୍ୱର୧୮।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡିର ନିର୍ବାଚନୀ ଇସ୍ତାହାର ପ୍ରକାଶ ପାଇବ। ଏହା ର୍ପୂବରୁ ଲୋକଙ୍କ ମତାମତ ଲୋଡିଛି ବିଜେଡି। ୫-ଟି ଅଧ୍ୟକ୍ଷ କାର୍ତ୍ତିକ...

ଓଡ଼ିଶାରେ ୩୭ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଦେଲା ଏଏପି, ଜାଣନ୍ତୁ କେଉଁଠୁ କିଏ ପାଇଲେ…

ଭୁବନେଶ୍ୱର,୧୮।୪: ଓଡ଼ିଶାରେ ଆମ ଆଦମୀ ପାର୍ଟି(ଏଏପି) ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ପ୍ରଥମ ପର୍ଯ୍ୟାୟରେ ଦଳ ରାଜ୍ୟର ୩୭ ବିଧାନସଭା ଆସନ ଲାଗି ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri