ପାକିସ୍ତାନର ଉତ୍ତର ୱଜିରିସ୍ତାନରେ ଆତ୍ମଘାତି ବିସ୍ଫୋରଣ, ୩ ସୁରକ୍ଷାକର୍ମୀଙ୍କ ସମେତ ୬ ମୃତ

ଇସଲାମାବାଦ,୧୫ ।୫: ଭାରତ ବିରୋଧରେ ଆତଙ୍କବାଦର ମଞ୍ଜି ବୁଣୁଥିବା ପାକିସ୍ତାନ ଏବେ ନିଜେ ସେହି ନିଆଁରେ ଜଳି ପୋଡି ପାଉଁଶ ହେଉଛି । ଉତ୍ତର ୱଜିରିସ୍ତାନର ମିରାନଶାହ ଅଞ୍ଚଳରେ ରବିବାର ହୋଇଥିବା ଆତ୍ମଘାତି ବିସ୍ଫୋରଣରେ ୩ ସୁରକ୍ଷାକର୍ମୀଙ୍କ ସହ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ପାକିସ୍ତାନ ଆର୍ମି ପବ୍ଲିକ ରିଲେଶନ(ଆଇଏସପିଆର୍‌) ଅନୁଯାୟୀ, ମୃତ ଯବାନମାନେ ହେଲେ ଜୁବେର କାଦିର, ଉଜୈର ଅଫସର ଓ କାସିମ ମକସୁଦ । ଆଇଏସପିଆର୍ କହିଛି ମୃତକଙ୍କ ମଧ୍ୟରେ ୩ ଶିଶୁ ରହିଛନ୍ତି । ଗୁଇନ୍ଦା ସଂସ୍ଥା ଆତ୍ମଘାତି ଆକ୍ରମଣକାରୀ ଓ ଏହାର ସହଯୋଗୀଙ୍କୁ ଖୋଜୁଥିବା କହିଛି । ଏପର୍ଯ୍ୟନ୍ତ କୌଣସି ଆତଙ୍କବାଦୀ ସଙ୍ଗଠନ ଏଥିପାଇଁ ନିଜକୁ ଦାୟୀ କରିନାହାନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଜମୁଛି ଜମ୍ବୁଦ୍ୱୀପ ମହୋତ୍ସବ: ଆଦିବାସୀ ନୃତ୍ୟ-ସଙ୍ଗୀତରେ ଝୁମିଲେ ଦର୍ଶକ, ନୌବାଣିଜ୍ୟ ପରମ୍ପରାକୁ ନେଇ…

ମହାକାଳପଡ଼ା, ୧୯ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ମା’ ରାମଚଣ୍ଡୀଙ୍କ ପୀଠଠାରେ ଜମ୍ବୁଦ୍ୱୀପ ମହୋତ୍ସବର ଚତୁର୍ଥ ସନ୍ଧ୍ୟା ଶନିବାର ମୁକ୍ତାକାଶ…

ବିଦେଶୀ ଖେଳାଳିଙ୍କ ମୁଣ୍ଡରେ ଚମକିଲା ଅରେଞ୍ଜ କ୍ୟାପ, ବିରାଟ କୋହଲି ତାଲିକାରେ ସାମିଲ – ଜାଣନ୍ତୁ କିଏ ପର୍ପଲ କ୍ୟାପର ଦାବିଦାର

ନୂଆଦିଲ୍ଲୀ,୧୯।୪: IPL 2026ରେ, ଯେତେବେଳେ ଦଳଗୁଡ଼ିକ ଶୀର୍ଷ ଚାରିରେ ସ୍ଥାନ ପାଇବା ପାଇଁ ଏକ ଭୟଙ୍କର ଲଢ଼େଇରେ ଲିଡରବୋର୍ଡରେ ଅଛନ୍ତି, ବ୍ୟକ୍ତିଗତ ଖେଳାଳିମାନେ ସର୍ବାଧିକ ରନ କରି…

ଗର୍ଜିଲେ ମୋଦି, ପ୍ରତିକ୍ରିୟା ରଖିଲେ ଦିଦି, କହିଲେ ‘ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ…’

କୋଲକାତା,୧୯।୪: ସଂସଦରେ ମହିଳା ସଂରକ୍ଷଣ ବିଲ ବିଫଳ ହେବା ପରେ, ପ୍ରଧାନମନ୍ତ୍ରୀ ମୋଦି ଶନିବାର କଂଗ୍ରେସ ଏବଂ ଟିଏମସି ସମେତ ଅନେକ ଦଳ ଉପରେ କଠୋର ଆକ୍ରମଣ…

ହଜିଯାଇଥିବା ୧୧୪ ଫୋନ୍‌ ଉଦ୍ଧାର କରି ମାଲିକଙ୍କୁ ହସ୍ତାନ୍ତର କଲା ପୋଲିସ

ସମ୍ବଲପୁର,୧୯ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ପୋଲିସ ପକ୍ଷରୁ ଏକ ସ୍ବତନ୍ତ୍ର ଅଭିଯାନ ଚଳାଯାଇ ବିଭିନ୍ନ ସ୍ଥାନରୁ ହଜିଯାଇଥିବା ମୋବାଇଲଗୁଡ଼ିକୁ ଉଦ୍ଧାର କରାଯାଇଛି। ସମୁଦାୟ ୧୧୪ଟି ମୋବାଇଲ ଜବତ…

ଏବେ ବି ବଞ୍ଚିଛି ମାନବିକତା: ରାସ୍ତାରୁ ମିଳିଥିବା ଟଙ୍କା ଭର୍ତ୍ତି ମନିପର୍ସ ଫେରାଇଲେ ନାଏବ ସରପଞ୍ଚ

ଦିଗପହଣ୍ଡି,୧୯ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତର ନାଏବ ସରପଞ୍ଚ ନରସିଂହପୁର ଗ୍ରାମର ଜି.ଶେଖର ଦୋରା ରାସ୍ତାରୁ ପାଇଥିବା ଟଙ୍କା ଭର୍ତ୍ତି ମନିପର୍ସକୁ…

IPL 2026 Points Table: ଚେନ୍ନାଇ ବିପକ୍ଷରେ ବିଜୟ ପରେ ପଏଣ୍ଟ ଟେବୁଲରେ ଲମ୍ଫ ମାରିଲା ହାଇଦ୍ରାବାଦ,ବାଦ ପଡ଼ିବ କି ଏହି ଦଳ?ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୪: ଗତ ଶନିବାର, IPL 2026 ର ୨୭ତମ ଲିଗ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ଖେଳାଯାଇଥିଲା। ରାଜୀବ ଗାନ୍ଧୀ ଇଣ୍ଟରନ୍ୟାସନାଲ…

ଅଗରକରଙ୍କ ବଡ଼ ସଫଳତା, BCCI ଦେବ ବଡ଼ ପୁରସ୍କାର!

ନୂଆଦିଲ୍ଲୀ,୧୯।୪: ଭାରତୀୟ ପୁରୁଷ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଠାରୁ ଏକ ଗୁରୁତ୍ୱପୂର୍ଣ୍ଣ ପୁରସ୍କାର ମିଳିବାକୁ ଯାଉଛି।…

ଫେଲ୍‌ ମାରିଛି କୁକୁଡ଼ାଚାଷ, ସରକାରୀ ସହାୟତା ଅର୍ଥ ଆତ୍ମସାତ୍‌ ଅଭିଯୋଗ

କେସିଙ୍ଗା,୧୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ରାଜ୍ୟ ଯୋଜନା ଅଧୀନରେ ବିଭିନ୍ନ ମହିଳା ଗ୍ରୁପ୍‌କୁ ରୋଜଗାର କ୍ଷମତା ବଢାଇବା ପାଇଁ ତତ୍କାଳୀନ ରାଜ୍ୟ ସରକାର କୁକୁଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri