ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା

ରାଇଘର, ୨।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଫୁଟାନଡ଼ା ସିଆର୍‌ପିଏଫ୍‌ କ୍ୟାମ୍ପର ଜଣେ ଯବାନ ଶନିବାର ରାତିରେ ସର୍ଭିସ ବନ୍ଧୁକରୁ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ସେ ହେଲେ ତେଲଙ୍ଗାନାର ଡି. ଗୋବର୍ଦ୍ଧନ। ଖବରପାଇ ରାଇଘର ଥାନା ଅଧିକାରୀ ଟଙ୍କଗିରି ଭୋଇ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ଅତ୍ୟଧିକ ଋଣ ଭାର ଯୋଗୁ ସେ ମାନସିକ ଚାପରେ ଥିଲେ ବୋଲି ପୋଲିସର ପ୍ରାଥମିକ ତଦନ୍ତରୁ ଜଣିବାକୁ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ପାରାଗୁଏକୁ ହରାଇ କ୍ୱାର୍ଟର ଫାଇନାଲରେ ପହଞ୍ଚିଲା ଫ୍ରାନ୍ସ

ଫିଲାଡେଲଫିଆ, ୫ା୭: ପେନାଲ୍ଟି କିକ୍‌ରୁ କିଲିଆନ ଏମ୍‌ବାପେଙ୍କ ଗୋଲ ବଳରେ ରବିବାର ଖେଳାଯାଇଥିବା ରାଉଣ୍ଡ ଅଫ୍‌-୧୬ ମ୍ୟାଚ୍‌ରେ ଫ୍ରାନ୍ସ ୧-୦ ଗୋଲରେ ପାରାଗୁଏକୁ ପରାସ୍ତ କରି କ୍ୱାର୍ଟର…

ବର୍ଷାରେ ବେହାଲ କେସିଙ୍ଗା, ରେଳ ଷ୍ଟେଶନରେ ପାଣି ଗଳୁଥିବାରୁ ଯାତ୍ରୀ ହନ୍ତସନ୍ତ

କେସିଙ୍ଗା,୫।୭(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା ରେଲୱେ ଷ୍ଟେଶନକୁ ଗତ ମାସ ୨୬ ତାରିଖରେ ଜେନେରାଲ ମେନେଜର ପରମେଶ୍ବର ଫୁଙ୍କାୱାଲଙ୍କ ସମେତ ଡି ଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri