ସୋମାଲିଆରେ ଆତ୍ମଘାତୀ କାର ବୋମା ବିସ୍ଫୋରଣ: ୨୦ ମୃତ…

ମୋଗାଦିଶୁ,୨୪।୯ : ସୋମାଲିଆରେ ଆତ୍ମଘାତୀ ଆକ୍ରମଣର ବନ୍ଦ ହେବାର ନା ଧରୁନି। ପୁଣି ଥରେ ବିସ୍ଫୋରଣରେ ସୋମାଲିଆରେ ଆତଙ୍କ ସୃଷ୍ଟି କରିଛି। ରବିବାର ବେଲେଡୱେନ ସହରରେ ଆତ୍ମଘାତୀ କାର୍‌ ବିସ୍ଫୋରଣରେ ୨୦ ଜଣଙ୍କର ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରୁ ଅଧିକାଂଶ ସାଧାରଣ ନାଗରିକ ଥିଲେ।
ବେଲେଡୱେନ ଜିଲା କମିଶନର ଓମାର ଅଲାସେଙ୍କ ଅନୁଯାୟୀ ଏହି ଆକ୍ରମଣ ଦ୍ୱାରା ଏକ ବଜାର ଏବଂ ଦୁଇଟି ପେଟ୍ରୋଲ ଷ୍ଟେଶନକୁ ଟାର୍ଗେଟ କରାଯାଇଥିଲା।

ଏହା ଦ୍ୱାରା ବହୁ କ୍ଷୟକ୍ଷତି ଘଟିଛି। ଆତ୍ମଘାତୀ ବିସ୍ଫୋରଣରେ ପୀଡିତମାନଙ୍କୁ ସାହାଯ୍ୟ କରିବା ପାଇଁ ସୁରକ୍ଷା ବାହିନୀ ଏବଂ ଡାକ୍ତରୀ ଦଳ କାର୍ଯ୍ୟ କରୁଛନ୍ତି।

ଗଣମାଧ୍ୟମ ସହ କଥାବାର୍ତ୍ତା କରି ଆଲସୋକ କହିଛନ୍ତି, ଆମେ ଆତଙ୍କବାଦୀ ଆକ୍ରମଣ ସହ ଜଡିତ ତଥ୍ୟ ସଂଗ୍ରହ କରୁଛୁ। ସେଠାରେ ଅନେକ ଲୋକ ଆହତ ହୋଇଛନ୍ତି ଏବଂ ଆମେ ପୀଡିତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାକୁ ନେଉଛୁ। ଯଦି ସେଠାରେ ଗୁରୁତର ଆହତଙ୍କ ଚିକିତ୍ସା କରିହେବ ନାହିଁ, ତେବେ ଆମେ ଅଧିକ ଚିକିତ୍ସା ପାଇଁ ସେମାନଙ୍କୁ ମୋଗାଦିଶୁକୁ ଏୟାର ଲିଫ୍ଟ କରିବାକୁ ଚେଷ୍ଟା କରିବୁ ।

 


Enter your email to get our daily news in your inbox.

All Right Reserved By Dharitri.Com

CJP ଅଲ୍ଟିମେଟମ୍‌ରେ ସରକାର ଛାନିଆ: ନେଲେ ବଡ଼ ଆକ୍ସନ

ନୂଆଦିଲ୍ଲୀ,୨୭।୭: ନିଟ୍‌ ପ୍ରତିବାଦକାରୀଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ସମ୍ପର୍କରେ କକ୍ରୋଚ ଜନତା ପାର୍ଟି (CJP) ଦ୍ୱାରା ଦାଖଲ କରାଯାଇଥିବା ଅଭିଯୋଗର ସରକାର ବିଚାର କରିଛନ୍ତି। ସରକାର ସେହି…

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ କିଣିଲେ ବିରୁଷ୍କା: ଦାମ୍‌ ଜାଣିଲେ ଉଡ଼ିଯିବ ହୋଶ୍‌

ମୁମ୍ବାଇ,୨୭।୭:ଭାରତୀୟ କ୍ରିକେଟ କିମ୍ବଦନ୍ତୀ ବିରାଟ କୋହଲି ଏବଂ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଏହି ଦମ୍ପତି ମୁମ୍ବାଇର ଭର୍ସୋଭା ଅଞ୍ଚଳରେ ୧୯.୨୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri