ବଡ଼ ଭାଇ ମାଂସ ତରକାରୀ ଖାଇଦେବାରୁ ସାନ ଭଉଣୀର ଆତ୍ମହତ୍ୟା

ପାଟଣା,୨୨।୧(ସ୍ବ.ପ୍ର.) : କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବଡ଼ ଭାଇ ମାଂସ ତରକାରୀ ଖାଇଦେବାରୁ ସାନ ଭଉଣୀ ଆତ୍ମହତ୍ୟା କରିଛନ୍ତି। ମୃତ ଯୁବତୀ ଜଣକ ହେଲେ କୁନି ନାଏକ। ଖବର ପାଇ ଶୁକ୍ରବାର ସକାଳୁ ପାଟଣା ପୋଲିସ ପକ୍ଷରୁ ଏସ୍‌ଆଇ ରଣଜିତ ପଟ୍ଟନାୟକ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ୨/୨୧ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିବା ବେଳେ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି।
ପୋଲିସ ସୂଚନାନୁଯାୟୀ, ଗୁରୁବାର ରାତିରେ ଚିକେନ ତରକାରୀ ହୋଇଥିଲା। କୁନିଙ୍କ ପାଇଁ ଥିବା ମାଂସ ଭାଗ ତାଙ୍କ ବଡ଼ ଭାଇ ଖାଇଦେବାରୁ କୁନି ରାଗି ଶୋଇବା ଘରକୁ ଚାଲି ଯାଇଥିଲେ। ଏହି ସାମାନ୍ୟ କଥାରେ ସେ ମାନସିକ ଭାରସାମ୍ୟ ହରାଇ ଭିତର ପଟୁ କବାଟ ବନ୍ଦ କରି ଘର ସଙ୍ଗାରେ ଫାଶୀ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ...

ଅମର ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଚୌଦ୍ୱାର,୧୮ା୬(ଡି.ଏନ୍‌.ଏ.) : ଭାରତ-ଚାଇନା ସୀମାରେ ଶହୀଦ ହୋଇଥିବା ଓଡ଼ିଶା ମାଟିର ଦୁଇ ବୀରପୁତ୍ର ଯଥା କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯବାନ ଚନ୍ଦ୍ରକାନ୍ତ ପ୍ରଧାନ ଓ...

ଟ୍ରକ ଡ୍ରାଇଭରଙ୍କୁ ଲହୁଲୁହାଣ କରି ପୋଲିସ କର୍ମଚାରୀ ନିଲମ୍ବିତ

ରାଜନଗର,୩ା୫(ଡି.ଏନ୍‌.ଏ.) : ଭଦ୍ରକର ଏକ ରାଇସ୍‌ମିଲକୁ ଧାନ ବୋଝେଇ କରି ଯାଉଥିବା ଟ୍ରକ ଡ୍ରାଇଭର ସାଣ୍ଟୁ ଜେନାଙ୍କୁ ପୋଲିସ ଅମାନୁଷିକ ଭାବରେ ମାଡ଼ ମାରି ଲହୁଲୁହାଣ...

ରଥଯାତ୍ରା: ୯୬ ଅଚେତ, ନଡ଼ିଆ ମାଡ଼ରେ ମହିଳା ପୋଲିସ ରକ୍ତାକ୍ତ

ପୁରୀ ଅଫିସ,୧।୭: ପୁରୀ ବଡ଼ଦାଣ୍ଡ ଜନସମୁଦ୍ର ପାଲଟିଛି। ସଭିଙ୍କ ମନରେ ୩ ଠକୁରଙ୍କୁ ଟିକିଏ ଦେଖିବାକୁ ଓ ରଥ ଦଉଡ଼ି ଭିଡିବାକୁ ଶ୍ରଦ୍ଧାଳୁଙ୍କ ଭିତରେ ଠେଲାପେଲା।...

କରୋନାଠାରୁ ଗ୍ୟାସ୍‌ ନିର୍ଗତ ଥିଲା ବେଶି ଭୟଙ୍କର

ଜୟପୁର,୧୦ା୫(ଡି.ଏନ୍‌.ଏ.)- କାରୋନା ଭୂତାଣୁ ଯେତେ ଭୟ ସୃଷ୍ଟି କରି ନ ଥିଲା ନିର୍ଗତ ବିଷାକ୍ତ ଗ୍ୟାସ୍‌ ତା’ଠାରୁ ଅଧିକ ଭୟଙ୍କର ଥିଲା। ଚାରିଆଡ଼େ ଲୋକଙ୍କ ମୃତ୍ୟୁ...

ଜନମତ ସ୍ଥିର ଥିବା ସଙ୍କେତ

ଯାଜପୁର ଅଫିସ,୨୩ା୧: ତ୍ରିସ୍ତରୀୟ ଶାସନ ବ୍ୟବସ୍ଥା ଅନୁଯାୟୀ ତୃଣମୂଳ ଶାସନକୁ ଦୃଢୀକରଣ କରାଯାଇ ଜିଲାସ୍ତର ପର୍ଯ୍ୟନ୍ତ ପ୍ରତିନିଧି ବାଛିବାର ବ୍ୟବସ୍ଥା ହୋଇଛି । ଏହି ବ୍ୟବସ୍ଥା...

ରଜ ପାଇଁ ଉତ୍ସବମୁଖର କେନ୍ଦୁଝର

କେନ୍ଦୁଝର,୧୪।୬ କେନ୍ଦୁଝରର ଗଣପର୍ବ ହେଉଛି ରଜ। ଏହାକୁ ଲୋକେ ଅତ୍ୟନ୍ତ ଆନନ୍ଦ ଉଲ୍ଲାସର ସହିତ ପାଳନ କରିଥାନ୍ତି। ଝିଅବୋହୂମାନେ ବିଭିନ୍ନ ପ୍ରକାର ରଙ୍ଗ ବେରଙ୍ଗର ବସ୍ତ୍ର...

ବଣ୍ଡାଘାଟିରେ ଖୋଲାଆକାଶ ତଳେ ସ୍କୁଲ

ମାଲକାନଗିରି,୨୮।୬(ଡି.ଏନ୍‌.ଏ.):ଶିକ୍ଷା ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ୫-ଟି ଅଧୀନରେ ହାଇସ୍କୁଲଗୁଡ଼ିକର ବିକାଶ ମଧ୍ୟ କରୁଛନ୍ତି। ହେଲେ ଉପାନ୍ତ ଆଦିବାସୀ ଅଞ୍ଚଳରେ...

Advertisement
Archives

Model This Week