ପ୍ରେମରୁ ଆତ୍ମହତ୍ୟା

ପାଟଣା,୨୬।୭(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ଗ୍ରାମର ନାଏକ ସାହିରେ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ମୃତକ ହେଲେ ଅନୀଲ କୁମାର ନାଏକ। ପ୍ରାଥମିକ ତଦନ୍ତରୁ ଏହା ପ୍ରେମ ଜନିତ ଆତ୍ମହତ୍ୟା ବୋଲି ତୁରୁମୁଙ୍ଗା ଥାନା ଅଧିକାରୀ ବୈଦ୍ୟନାଥ ସାହୁ କହିଛନ୍ତି। ଏନେଇ ତୁରୁମୁଙ୍ଗା ଥାନାରେ ଏକ ମାମଲା (ନଂ.୨୪/୨୧) ରୁଜୁ ହୋଇଛି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲିଲା

ତେନ୍ତୁଳିଖୁଣ୍ଟି,୮।୮(ଡି.ଏନ୍‌.ଏ.) : ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ଇନ୍ଦ୍ରାବତୀସ୍ଥିତ ଦେଓପାଲି ବନ୍ଧର ୨ଟି ଗେଟ୍‌ ଗୁରୁବାର ଅପରାହ୍ନରେ ଖୋଲାଯାଇଛି। ଉଭୟ...

ଶକ୍ତିମନ୍ତ୍ରୀଙ୍କ ତାଗିଦ୍‌ ପରେ ମଣ୍ଡିରୁ ଉଠିଲା ଧାନ

ଜୁନାଗଡ,୧୮।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକର ବିଭିନ୍ନ ମଣ୍ଡିକୁ ଜୁନାଗଡ ବିଧାୟକ ତଥା ଶକ୍ତିମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ପରିଦର୍ଶନ କରିଛନ୍ତି। ମନ୍ତ୍ରୀ ଦିବ୍ୟଶଙ୍କର ପ୍ରଥମେ ବ୍ଲକର...

ପୋଲିସ ଅବହେଳା ଜୀବନ ନେଲା

ଭୁବନେଶ୍ୱର,(ବ୍ୟୁରୋ)/କଟକ ସଦର,୨୫ା୬(ଡି.ଏନ.ଏ.): ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ଘଟଣାରେ କମିଶନ ଶୁକ୍ରବାର ନିଜ ଆଡୁ ଏକ ମାମଲା...

ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ...

ଚମ୍ପୁଆରେ ମହାପ୍ରଭୁଙ୍କ ଦେବସ୍ନାନ

ଚମ୍ପୁଆ, ୫ା୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଶ୍ରୀଜୀଉଙ୍କ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଯାଇଛି। ଉପଜିଲାପାଳ ତଥା ଚମ୍ପୁଆ ପ୍ରଶାସନ ମୁଖ୍ୟ ପ୍ରତାପ ପ୍ରତିମୟଙ୍କ...

ଗୋପନୀୟତା କ୍ଷୁଣ୍ଣ ଦର୍ଶାଇ ଆବେଦନ ରଦ୍ଦ କଲେ ହାଇକୋର୍ଟ

କଟକ ଅଫିସ, ୧୫।୬: କରୋନାରେ ସଂକ୍ରମିତ ରୋଗୀଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ କୋଭିଡ୍‌ ହସ୍ପିଟାଲରେ ସିସିଟିଭି କ୍ୟାମେରା ସହ ହସ୍ପିଟାଲ ପରିସରରେ ଡିସ୍‌ପ୍ଲେ...

ନିଖୋଜ ନାବାଳିକା ଛତିଶଗଡ଼ରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ଏମ୍‌ଭି ୭୯,୯ା୩(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ୍‌ ଶିମିଳିବାଞ୍ଛା ପଞ୍ଚାୟତ ଏମ୍‌ପିଭି ୬୮ ଗ୍ରାମରୁ ନିଖୋଜ ନାବାଳିକାଙ୍କୁ ପୋଲିସ ସୋମବାର ଛତିଶଗଡ଼ରୁ ଉଦ୍ଧାର କରିଛି। ଝିଅ...

ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ ଜେଲ୍‌

ବ୍ରହ୍ମପୁର ଅଫିସ,୧୭।୮ : ଏକ ବଳାତ୍କାର ମାମଲାର ଶୁଣାଣି କରି ଅତିରିକ୍ତ ଜିଲା ଦୌରା ଜଜ୍‌ ଜଗଦୀଶ ପ୍ରସାଦ ମହାନ୍ତି ବଳାତ୍କାରୀ ବାପାଙ୍କୁ ୧୦ ବର୍ଷ...

Advertisement
Archives

Model This Week