୭ ବର୍ଷ ବାଳକଙ୍କ ଆତ୍ମହତ୍ୟା

ପଦ୍ମପୁର, ୭ା୧(ଡି.ଏନ.ଏ.): ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ସାହାଡ଼ା ଅଞ୍ଚଳରେ ପାଠ ପଢ଼ିବା ପାଇଁ ଘରେ ତାଗିଦ୍‌ କରିବାରୁ ଜଣେ ୭ ବର୍ଷର ନାବାଳକ ଗୁରୁବାର ରାତିରେ ଆତ୍ମହତ୍ୟା କରିଛନ୍ତି। ପରିବାର ଲୋକଙ୍କ କହିବା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ପାଠପଢ଼ାକୁ ନେଇ ତାଙ୍କ ମା’ ତାଗିଦ୍‌ କରିଥିଲେ। ରାତିରେ ପଢ଼ାଘରେ ସେ ବେକରେ ରଶି ଲଗାଇ ଦେଇଥିବା ଶୁକ୍ରବାର ସକାଳେ ସେମାନେ ଦେଖିବାକୁ ପାଇଥିଲେ। ଖବର ପାଇ ସାବରଙ୍ଗ ଥାନା ଏଏସ୍‌ଆଇ ଯତୀନ୍ଦ୍ର ନାଥ ସିଙ୍କୁ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ଏନେଇ ଥାନାରେ ଏକ ଅପମୃତ୍ୟୁ ମାମଲା(ନଂ. ୧/୨୩) ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ପ୍ରଭାବ: ଉଡ଼ିଗଲା କଲେଜ ଶ୍ରେଣୀଗୃହ ଆଜବେଷ୍ଟସ୍‌

ଗଣିଆ,୯।୬(ଡି.ଏନ.ଏ.)-ଗଣିଆ ଅଞ୍ଚଳରେ ଶନିବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଗଣିଆସ୍ଥିତ ଶ୍ରୀ ଶ୍ରୀ ରଘୁନାଥଜୀଉ ଡିଗ୍ରୀ ମହାବିଦ୍ୟାଳୟର ୨ଟି ଶ୍ରେଣୀଗୃହର ଆଜବେଷ୍ଟସ୍‌ ଛପର...

କରୋନା ଟିକା ନେଲେ ୫୦୨ ବରିଷ୍ଠ ନାଗରିକ

ବୁଗୁଡ଼ା,୭।୩ : ବରିଷ୍ଠ ନାଗରିକ ଓ ୪୫ ରୁ ୫୯ ବର୍ଷ ବୟସ ମଧ୍ୟରେ ଗୁରୁତର ରୋଗୀଙ୍କ ପାଇଁ ମାର୍ଚ୍ଚ ୧ ତାରିଖରୁ ଚାଲିଥିବା ଟିକାକରଣ...

ମୋବାଇଲ ପାଇଁ ଭାଇ ସାଜିଲା ହତ୍ୟାକାରୀ

ବାରିପଦା ଅଫିସ,୧୨ା୭: ମୟୂରଭଞ୍ଜ ଜିଲା ବେତନଟୀ ଥାନା ଭାଲୁକଚୁଆ ଖଡିଆସାହିରେ ମୋବାଇଲ ଫୋନକୁ ନେଇ ବଡ଼ଭାଇ ମାଡ଼ରେ ସାନଭାଇଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଶମ୍ଭୁ...

ମତସାବ୍ୟସ୍ତ କଲେ ପାରଳାଖେମୁଣ୍ଡି ବିଧାୟକ

ପାରଳାଖେମୁଣ୍ଡି,୨୨।୨(ଡି.ଏନ୍‌.ଏ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଚତୁର୍ଥ ପର୍ଯ୍ୟାୟ ମତଦାନ ମଙ୍ଗଳବାର ଜାରି ରହିଛି। ଗଜପତି ଜିଲାର କାଶୀନଗର ଓ ଗୁମ୍ମା ବ୍ଲକରେ ଶାନ୍ତିପୂର୍ଣ୍ଣ ଭାବରେ ଲୋକ...

କେନାଲକୁ ପଶିଗଲା କାର: ପୂର୍ବତନ ମନ୍ତ୍ରୀଙ୍କ ପୁଅ ସମେତ ୩ ମୃତ

କଟକ ସଦର, ୧୭।୧୦: କଟକ ସଦର ଥାନା ଅନ୍ତର୍ଗତ ଜାତୀୟ ରାଜପଥର ତେଲେଙ୍ଗାପେଣ୍ଠ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଭାରସାମ୍ୟ...

ଅନୁଗୋଳରେ ସୁସ୍ଥ ହେଲେ ୧୫ କରୋନା ଆକ୍ରାନ୍ତ

ଅନୁଗୋଳ ଅଫିସ,୨୨।୫-ଅନୁଗୋଳ ଜିଲାରେ ଗତକାଲି ସୁଦ୍ଧା ୧୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।...

ଯାଞ୍ଚରେ ସମସ୍ତ ପ୍ରାର୍ଥିପତ୍ର କାଏମ

ଗଞ୍ଜାମ,୨୨ା୧(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶନିବାର ଯାଞ୍ଚ ପ୍ରକ୍ରିୟାରେ ସମସ୍ତ ପ୍ରାର୍ଥିପତ୍ର କାଏମ ରହିଥିବା ଗଞ୍ଜାମ ବ୍ଲକ ପ୍ରଶାସନ ପକ୍ଷରୁ ସୂଚନା ମିଳିଛି।...

ଲକ୍ଷ୍ମୀଧରଙ୍କ ନିଷ୍ଠା ଆଣିଛି ସଫଳତା: ଶୋଷ ମେଣ୍ଟାଉଛି କାଠ ନଳକୂଅ ପାଣି

ରାଇସୁଆଁ, ୧।୧ (ଡି.ଏନ.ଏ.)-କଥାରେ ଅଛି ନିଷ୍ଠା ଏବଂ ଅକ୍ଳାନ୍ତ ପରିଶ୍ରମ ଆଗରେ ସବୁ ବାଧାବିଘ୍ନ ହାର ମାନିଥାଏ। ଏହି ଘଟଣାକୁ ସତ୍ୟରେ ପରିଣତ କରି ଦେଖାଇଛନ୍ତି...

Advertisement
Archives

Model This Week