Posted inଜାତୀୟ

ଜେଲ୍‌ରେ ଅବସରପ୍ରାପ୍ତ ସେନା ଅଧିକାରୀଙ୍କ ଆତ୍ମହତ୍ୟା

ଗୁରୁଗ୍ରାମ, ୫ା୧୦: ନିଜ ବୋହୁ ଏବଂ ଜଣେ ଶିଶୁଙ୍କ ସମେତ ଭଡ଼ା ଘରେ ରହୁଥିବା ୩ ଜଣଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ଅବସରପ୍ରାପ୍ତ ସେନା ଅଧିକାରୀ ରାଓ ରାଏ ସିଂ(୬୭) ମଙ୍ଗଳବାର ସକାଳେ ଜେଲରେ ଆତ୍ମହତ୍ୟା କରିଛନ୍ତି। ଗତ ୨୫ରେ ଏହି ହତ୍ୟାକାଣ୍ଡ ଘଟିଥିବାବେଳେ ତାଙ୍କୁ ଗୁରୁଗ୍ରାମର ଭୋନ୍ଦ୍‌ସି ଜେଲରେ ରଖାଯାଇଥିଲା। ସକାଳେ ଦୈନନ୍ଦିନ ଉପସ୍ଥାନବେଳେ ସେ ହାଜର ହୋଇ ନ ଥିବାରୁ ତାଙ୍କୁ ଖୋଜା ଯାଇଥିଲା। ବାଥରୁମ୍‌ରେ ସିଂଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଭଡ଼ାଟିଆଙ୍କ ସହ ତାଙ୍କ ବୋହୂଙ୍କ ଅନୈତିକ ସମ୍ପର୍କ ଥିବା ସନ୍ଦେହରେ ସିଂ ଏହି ଅପରାଧ କରିଥିବା ପୋଲିସ ତଦନ୍ତରୁ ଜାଣିବାକୁ ପାଇଥିଲା। ଘଟଣାରେ ସମ୍ପୃକ୍ତ ଅଭିଯୋଗରେ ତାଙ୍କ ସ୍ତ୍ରୀଙ୍କୁ ମଧ୍ୟ ଗିରଫ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଆକ୍ରାନ୍ତଙ୍କ ମୃତଦେହକୁ ଗୋଟିଏ ସ୍ଥାନରେ ଏଭଳି ପୋତାଯାଉଛି: ଭିଡିଓ ଭାଇରାଲ

ବେଲାରୀ,୧।୭: କର୍ନାଟକର ବେଲାରୀରେ କରୋନା ଯୁଦ୍ଧରେ ହାରିଯାଇଥିବା ଲୋକଙ୍କ ମୃତଦେହ ସହିତ ଦୁର୍ବ୍ୟବହାର ହେଉଥିବା ଏକ ଭିଡିଓ ସାମ୍ନାକୁ ଆସିଛି। ମୃତଦେହକୁ ପୋତିବା ପାଇଁ କିଛି...

ଲକ୍‌ଡାଉନ୍‌କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର...

ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ: ଅପରାହ୍ନ ୩ଟା ପର୍ଯ୍ୟନ୍ତ ୫୯.୨୭ ପ୍ରତିଶତ ମତଦାନ

ଜାମସେଦପୁର,୭।୧୨: ଝାଡ଼ଖଣ୍ଡ ବିଧାନସଭା ପାଇଁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହୋଇଛି। ଅପରାହ୍ନ ୩ଟା ପର୍ଯ୍ୟନ୍ତ ଏହି ପର୍ଯ୍ୟାୟରେ ୫୯.୨୭ ପ୍ରତିଶତ ମତଦାନ ହୋଇଥିବା ସୂଚନା...

୭୩ ଲକ୍ଷ ଟଙ୍କାର ଚାକିରି ଛାଡ଼ି ଭାରତ ଫେରିଲେ ଏହି ସଫ୍ଟଓ୍ବେୟାର ଇଞ୍ଜିନିୟର, ଏବେ ମକା ଚାଷ କରି ରୋଜଗାର କରୁଛନ୍ତି…

ବେଙ୍ଗାଲୁରୁ,୭ା୯: ଅଧିକାଂଶ ଭାରତୀୟ ଗାଁ ଛାଡ଼ି ସହର ତଥା ବିଦେଶରେ କାମ କରିବା ପାଇଁ ସ୍ବପ୍ନ ଦେଖିଥାନ୍ତି। ମାତ୍ର ବିଦେଶରେ ମୋଟା ଅଙ୍କର ଦରମା ପାଉଥିବା...

ସେଓ ଖାଇବା ପରେ ଏହି ସବୁ ଖାଦ୍ୟ ଖାଉଛନ୍ତି କି…

ସାଧାରଣତଃ ପ୍ରତ୍ୟେକ ଦିନ ଗୋଟିଏ ସେଓ ଖାଇବା ପାଇଁ ଡାକ୍ତରମାନେ ପରାମର୍ଶ ଦିଅନ୍ତି। କାରଣ ଏଥିରେ ଭିଟାମିନ ସି, ଭିଟାମିନ ବି୬ ସହିତ ପୋଟାସିୟମ, ଫସ୍‌ଫରସ...

ମୁମ୍ବାଇ ମେରାଇନ୍‌ ଡ୍ରାଇଭରେ ଉଚ୍ଚ ଜୁଆରର ମଜା ନେଲେ ପର୍ଯ୍ୟଟକ

ମୁମ୍ବାଇ,୪।୮: ମୁମ୍ବାଇ ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ହୋଇ ଯାଇଥିବା ବେଳେ ରବିବାର ମେରାଇନ ଡ୍ରାଇଭରେ ଆସିଥିବା ଉଚ୍ଚ ଜୁଆର ପର୍ଯ୍ୟଟକଙ୍କୁ ଆନନ୍ଦ ଦେଇଛି। ହେଲେ ଅନ୍ୟପଟେ...

ବାତ୍ୟା ଚିହ୍ନଟ ପ୍ରଯୁକ୍ତି ବିକଶିତ କଲେ ଓଡ଼ିଆ ବୈଜ୍ଞାନିକ

ନୂଆଦିଲ୍ଲୀ, ୧୦।୬: ଜଣେ ଓଡ଼ିଆଙ୍କ ସମେତ ୩ ଭାରତୀୟ ବୈଜ୍ଞାନିକ ଏକ ନୂଆ ପ୍ରଯୁକ୍ତି ବିକଶିତ କରିଛନ୍ତି, ଯାହା ଭାରତ ମହାସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼କୁ...

କରୋନାଜନିତ ଭାରତରେ ତୃତୀୟ ମୃତ୍ୟୁ

ମୁମ୍ବାଇ,୧୭।୩: କରୋନା ଭାଇରସ୍‌ର ପ୍ରକୋପ ଥମିବାର ନା ନେଉ ନ ଥିବା ବେଳେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେର ଲାଗିଛି। ଗତ ୨୪ଘଣ୍ଟାରେ ୧୨ କରୋନା...

Advertisement


Archives

Model This Week