କୋବ୍ରା କମାଣ୍ଡୋଙ୍କ ଆତ୍ମହତ୍ୟା

ବିଜାପୁର,୧୯।୮: ଛତିଶଗଡ଼ର ବିଜାପୁରରେ ମାଓବାଦୀ ଦମନ ଲାଗି ମୁତୟନ ଥିବା ସିଆର୍‌ପିଏଫ୍‌ (କୋବ୍ରା) କମାଣ୍ଡୋ ବାଟାଲିୟନର ଜଣେ ଇନ୍ସପେକ୍ଟର ଶୁକ୍ରବାର ପୂର୍ବାହ୍ନରେ ନିଜ ସର୍ଭିସ ରାଇଫଲରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି।
କୋବ୍ରା ୨୧୦ ବାଟାଲିୟନର ଇନ୍ସପେକ୍ଟର ଶଫି ଅଖତର ତାଙ୍କ ଏକେ-୪୭ ରାଇଫଲରୁ ଗୁଳି ଫୁଟାଇ ଟଳି ପଡ଼ିଥିଲେ। ଗୁଳିଶଦ୍ଦ ଶୁଣି ତାଙ୍କ ସହକର୍ମୀମାନେ ସେଠାରେ ପହଞ୍ଚି ତାଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

ରଙ୍ଗାରଙ୍ଗ ଉଦ୍‌ଘାଟନୀରେ ଟି୨୦ ବିଶ୍ୱକପ୍‌ ଆରମ୍ଭ

ମୁମ୍ବାଇ, ୭ା୨: ଆଇସିସି ପୁରୁଷ ଟି୨୦ ବିଶ୍ୱକପ୍‌ ଶନିବାର ସନ୍ଧ୍ୟାରେ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ଏକ ରଙ୍ଗାରଙ୍ଗ ଉଦ୍‌ଘାଟନୀ ଉତ୍ସବ ସହ ଆରମ୍ଭ ହୋଇଛି। ଭାରତ ଓ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri