Posted inଜାତୀୟ

ଦୁଇ ସ୍କୁଲ ଛାତ୍ରୀଙ୍କ ଆତ୍ମହତ୍ୟା

ଇନ୍ଦୋର,୩୦।୧୦: ମଧ୍ୟପ୍ରଦେଶ ଇନ୍ଦୋରରେ ଦୁଇଜଣ ନାବାଳିକା ଆତ୍ମହତ୍ୟା କରିଥିବା ବେଳେ ସେମାନଙ୍କ ଜଣେ ସାଙ୍ଗ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତିନି ଜଣ ଦ୍ୱାଦଶ ଶ୍ରେଣୀ ଛାତ୍ରୀ । ଶୁକ୍ରବାର ସକାଳେ ତିନି ଛାତ୍ରୀ ଘର ଲୋକଙ୍କୁ ନ ଜଣାଇ ଆସ୍ଥାରୁ ଇନ୍ଦୋର ଚାଲିଆସିଥିଲେ। ଚିକିତ୍ସାଧୀନ ଥିବା ଛାତ୍ରୀଙ୍କ ବୟାନରୁ ଜଣାପଡିଛି, ସମ୍ପୃକ୍ତ ଛାତ୍ରୀମାନଙ୍କ ମଧ୍ୟରୁ ଜଣେ ତାଙ୍କ ବଏଫ୍ରେଣ୍ଡଙ୍କୁ ଭେଟିବା ପାଇଁ ଇନ୍ଦୋର ଆସିଥିଲେ। ଛାତ୍ରୀ ଜଣଙ୍କ ପୁରୁଷ ବନ୍ଧୁ ଇନ୍ଦୋରରେ ରହୁଥିବାବେଳେ କିଛିଦିନ ହେବ ସେ ତାଙ୍କ ଫୋନ୍‌ କଲ୍‌ର ଉତ୍ତର ଦେଉ ନ ଥିଲେ। ଏହାକୁ କେନ୍ଦ୍ର କରି ସେ ତାଙ୍କ ଅନ୍ୟ ଦୁଇ ସାଙ୍ଗଙ୍କୁ ନେଇ ଇନ୍ଦୋର ଚାଲିଯାଇଥିଲେ। ଏକ ପାର୍କରେ ବସି ଛାତ୍ରୀ ଜଣକ ତାଙ୍କ ବଏଫ୍ରେଣ୍ଡଙ୍କୁ କଲ୍‌ କରିଥିଲେ ହେଁ ସେ ତା’ର ଜବାବ୍‌ ଦେଇ ନ ଥିଲେ। ଏହାପରେ ଛାତ୍ରୀ ଜଣକ ବିଷ ପିଇଦେଇଥିଲେ। ତାଙ୍କୁ ଦେଖି ଆଉ ଜଣେ ତାଙ୍କ ଘନିଷ୍ଠ ବାନ୍ଧବୀ ଘରେ ଅସୁବିଧା କଥା କହି ବିଷ ପିଇଦେଇଥିଲେ। ଦୁହିଁଙ୍କୁ ବିଷ ପିଇବାର ଦେଖି ଅନ୍ୟ ଜଣକ ମଧ୍ୟ ବିଷ ପିଇଥିବା ପୋଲିସ କହିଛି। ଚିକିତ୍ସାଧୀନ ଅବସ୍ଥାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି’: ସଂସଦରେ ହଟ୍ଟଗୋଳ ମଧ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଡାକିଲେ କ୍ୟାବିନେଟ ବୈଠକ

ନୂଆଦିଲ୍ଲୀ,୩୧।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟର ଏକ ବୈଠକ ଶୁକ୍ରବାର (ଜୁଲାଇ 31, 2026) ସଂସଦ ଭବନରେ ଅନୁଷ୍ଠିତ ହୋଇଥିଲା। ଲୋକ ସଭା ଏବଂ…

ଭାରତ ଆସୁଛନ୍ତି ଜିନ୍‌ପିଙ୍ଗ୍, ନୂଆଦିଲ୍ଲୀରୁ ବେଜିଂ ହଲଚଲ

ନୂଆଦିଲ୍ଲୀ,୩୧।୭: ଚାଇନା ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍ ସେପ୍ଟେମ୍ବର ମାସରେ ହେବାକୁ ଥିବା ବ୍ରିକ୍ସ (BRICS) ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଭାରତ ଆସିବାର ସମ୍ଭାବନା ରହିଛି। ୨୦୨୦ରେ…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri