ସୁଟ୍‌କେଶ୍‌ କାର୍‌

ବାହାରକୁ ବୁଲିବାକୁ ଗଲାବେଳେ ବସ୍‌, ଟ୍ରେନ ଅବା ଫ୍ଲାଇଟ୍‌ରେ ଯାଇଥାଉ। ଗନ୍ତବ୍ୟସ୍ଥଳରେ ପହଞ୍ଚତ୍ବା ପରେ ସେଠାରେ କ୍ୟାବ କରି ବିଭିନ୍ନ ସ୍ଥାନ ବୁଲିବାକୁ ହୁଏ। ଯେଉଁଥିପାଇଁ ମୋଟା ଅଙ୍କର ଖର୍ଚ୍ଚ ବି କରିବାକୁ ହୁଏ। ହେଲେ ଏବେ ଆଉ ଏମିତି କରିବାକୁ ପଡ଼ିବ ନାହିଁ। କାରଣ ଆସି ଯାଇଛି ସୁଟ୍‌କେଶ୍‌ କାର୍‌। ଭାବୁଥିବେ ଇଏ ପୁଣି କ’ଣ। ପ୍ରକୃତ କଥା ହେଲା ଏହା ଦେଖିବାକୁ ପୂରାପୂରି ଏକ ସୁଟ୍‌କେଶ୍‌ ପରି, ଯାହାକୁ ସହଜରେ ସାଙ୍ଗରେ ନେଇ ହେବ। ଆଉ ଯେଉଁଠି ଦରକାର ତାକୁ ଖୋଲିଦେଲେ ତାହା ଏକ ପୋର୍ଟେବଲ ମିନିଏଚର୍‌ କାର୍‌ରେ ପରିଣତ ହୋଇଯିବ, ଯାହାକୁ ଚଲାଇ ଯେଉଁଆଡ଼େ ଚାହିଁବେ ଯାଇପାରିବେ। ମାଜ୍‌ଦା ଦ୍ୱାରା ଡିଜାଇନ୍‌ ହୋଇଥିବା ଏହି କାର୍‌ ଜେମ୍ସ ବଣ୍ଡ ଫିଲ୍ମର ଏକ ଅଜବ ଗ୍ୟାଜେଟ୍‌ ପରି। ୫୭ ସେ.ମି. ପ୍ରସ୍ଥ, ୭୫ ସେ.ମି. ଦୈର୍ଘ୍ୟବିଶିଷ୍ଟ ଏହି ସୁଟ୍‌କେଶ୍‌ର ଓଜନ ୩୨ କି.ଗ୍ରା.। ଏଥିରେ ୧.୭ ଏଚପି, ୩୩.୬ ସିସି ଇଞ୍ଜିନ ଅଛି, ଯାହା ଏହି କାର୍‌କୁ ଘଣ୍ଟା ପ୍ରତି ୩୦ କି.ମି. ବେଗରେ ଗତି କରିବାରେ ସାହାଯ୍ୟ କରିଥାଏ। ଏଥିରେ ହ୍ୟାଣ୍ଡେଲ ବାର,ଡିସ୍କ ବ୍ରେକ୍‌, ହେଡ ଲାଇଟ୍ସ ବି ଅଛି। ତେବେ ଏହାକୁ କେବଳ ମଜା ପାଇଁ ତିଆରି ହୋଇଥିବା ମାଜ୍‌ଦା କାମ୍ପାନୀ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

ରେଳବାଇରେ ସରକାରୀ ଚାକିରି ସୁଯୋଗ: ୩୯୯୩ JE ପଦବୀ ପାଇଁ ଆବେଦନ ଆରମ୍ଭ

ନୂଆଦିଲ୍ଲୀ,୧୬।୮: ରେଳବାଇରେ ସରକାରୀ ଚାକିରି ପାଇବାର ସ୍ୱପ୍ନ ଦେଖୁଥିବା ପରୀକ୍ଷାର୍ଥୀଙ୍କ ପାଇଁ ଖୁସିଖବର। ଆରଆରବି (RRB)ର ଜୁନିୟର ଇଞ୍ଜିନିୟର (JE) ନିଯୁକ୍ତି ପାଇଁ ଅନଲାଇନ୍ ଆବେଦନ ପ୍ରକ୍ରିୟା…

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri