ସୁଜାତା କାର୍ତ୍ତିକେୟନଙ୍କୁ ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୨ା୧୧: ମିଶନ ଶକ୍ତି ବିଭାଗର ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ବୁଧବାର ରାଜ୍ୟ ସରକାର ଆଉ ଏକ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରିଛନ୍ତି। ୨୦୦୦ ମସିହା ବ୍ୟାଚ୍‌ ଆଇଏଏସ୍‌ ଅଫିସର ଶ୍ରୀମତୀ କାର୍ତ୍ତିକେୟନ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର ତଥା ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ସେ ଏବେ ମିଶନ ଶକ୍ତି ବିଭାଗର କମିଶନର ଭାବେ କାର୍ଯ୍ୟ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

ସ୍ତ୍ରୀଙ୍କ ସହ ଟପ ମାଓବାଦୀ ନେତା ନିଖିଲକଲେ ଆତ୍ମସମର୍ପଣ

ରାୟଗଡ଼ା,୬।୨(ଆଶିଷ ରଞ୍ଜନ ପଣ୍ଡା): ମାଓବାଦୀ ନେତା ନିଖିଲ୍‌ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ…

ଜନଗଣନା ପାଇଁ ପ୍ରସ୍ତୁତି: ଏପ୍ରିଲ ୧୬ରୁ କେନ୍ଦୁଝରରେ ଆରମ୍ଭ ହେବ ଗୃହ ତାଲିକା

କେନ୍ଦୁଝର,୬ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଆସନ୍ତା ଜନଗଣନା-୨୦୨୭କୁ ସୂଚାରୁ ରୂପେ ପରିଚାଳନା କରିବା ପାଇଁ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ଜିଲାସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ…

ରୁଷିଆର ଶୀର୍ଷ ଗୁପ୍ତଚର ଅଧିକାରୀଙ୍କୁ ଆକ୍ରମଣ

ମସ୍କୋ,୬।୨: ମସ୍କୋରେ ଏକାଧିକ ଗୁଳି ମାଡ଼ ହେବା ପରେ ଜଣେ ବରିଷ୍ଠ ରୁଷୀୟ ସେନା ଜେନେରାଲ ଆହତ ହୋଇଛନ୍ତି। ସହରର ଉତ୍ତର-ପଶ୍ଚିମ ଉପକଣ୍ଠରେ ଏକ ଆବାସିକ କୋଠାରେ…

ରେକର୍ଡ ବୁକ ଦୋହଲାଇ ଦେଲେ Vaibhav Suryavanshi, ବିଶ୍ୱକପ ଫାଇନାଲରେ ସଭିଙ୍କୁ କଲେ ଚକିତ

ନୂଆଦିଲ୍ଲୀ,୬।୨: ବୈଭବ ସୂର୍ଯ୍ୟବଂଶୀ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ ର ଫାଇନାଲରେ ଶୁକ୍ରବାର ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହରାରେ ସ୍ପୋଟର୍‌ସ କ୍ଲବରେ ଇଂଲଣ୍ଡ ୧୯ ବର୍ଷରୁ…

ରୋଗୀଙ୍କୁ ଔଷଧ ଖୁଆଇବେ ସ୍ବାସ୍ଥ୍ୟକର୍ମୀ

ଭୁବନେଶ୍ୱର,୬୬।୨: ଫାଇଲେରିଆ ନିରାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଏଣିକି ସ୍ବାସ୍ଥ୍ୟକର୍ମୀ ଘରକୁ ଘର ଯାଇ ଫାଇଲେରିଆରେ ଆକ୍ରାନ୍ତ…

କୋରାପୁଟରେ ପରୀକ୍ଷା ପେ’ ଚର୍ଚ୍ଚା, ସିଧା ଯୋଡ଼ି ହେଲେ ଛାତ୍ରୀଛାତ୍ର

କୋରାପୁଟ,୬ା୨(ଅମିତାଭ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନବମ ପରୀକ୍ଷା ପେ’ ଚର୍ଚ୍ଚା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଶୁକ୍ରବାର ସାରା ଦେଶର ବିଭିନ୍ନ ଶିକ୍ଷା ଅନୁଷ୍ଠାନରେ ଚାଲିଥିଲା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri