ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ସୁଜିତ କୁମାର ନାମାଙ୍କନ ଭରିଛନ୍ତି ।

ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟ ସଭା ସଦସ୍ୟ ପଦରୁ ଇସ୍ତଫା ଦେବା ସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ଭାଜପାରେ ମିଶିଥିଲେ।

ନାମାଙ୍କନ ଭରିବା ପୂର୍ବରୁ ସୁଜିତ କହିଥିଲେ, ପଶ୍ଚିମ ଏଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ଭାଜପା ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଧନ୍ୟବାଦ ଜଣାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri