ରାଜ୍ୟ ସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍‌, କହିଲେ ଆଗାମୀ ଦିନରେ ଅନେକ ନେତା…

ଭୁବନେଶ୍ୱର,୧୩ା୧୨: ରାଜ୍ୟ ସଭା ଉପନିର୍ବାଚନରେ ସୁଜିତ କୁମାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏକମାତ୍ର ପ୍ରାର୍ଥୀ ଭାବେ ଭାଜପାରୁ ନାମାଙ୍କନପତ୍ର ଦାଖଲ କରିଥିଲେ ସୁଜିତ୍‌। ଜିତିବା ପରେ ସୁଜିତ୍‌ ତାଙ୍କର ପ୍ରତିକ୍ରିୟାରେ କହିଛନ୍ତି, ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। ଏପରିକି କେବଳ କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ଭାଜପାରେ ମିଶି ସାରିଲେଣି। ଆଗାମୀ ଦିନରେ ଅନେକ ନେତା ଭାଜପାରେ ମିଶିବେ। କେଉଁ ବିଜେଡି ରାଜ୍ୟ ସଭା ଏମ୍‌ପି ଭାବେ ଯୋଗାଯୋଗରେ ଅଛନ୍ତି ଜାଣିନି ବୋଲି ସୁଜିତ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି। ସେମାନେ ପାର୍ଟି ସହ ଯୋଗାଯୋଗରେ ଥାଇପାରନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ପାର୍ଲାମେଣ୍ଟରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ବଙ୍ଗୋପସାଗରରେ ପୁଣି ଲଘୁଚାପ: ରାଜ୍ୟରେ ପ୍ରବଳ ବର୍ଷା, ୩୦ରୁ ୪୦ କିମି ବେଗରେ…

ଭୁବନେଶ୍ୱର,୧୬।୮: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ସମ୍ବଲପୁର ଯୁଯୁମୁରା ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ମହିଳା ଓଏଏସ୍ ଟ୍ରେନିଙ୍କ ସମେତ ୨ ମୃତ, ୧୨ ଆହତ

ସମ୍ବଲପୁର,୧୫|୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ କଂସର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଜାତୀୟ ରାଜପଥ-୫୫ରେ ସମ୍ବଲପୁର ପଟକୁ ଯାଉଥିବା ଓଡ଼ିଶା…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ସ୍ବାଧିନତା ଦିବସରେ ପୁରୁଷୋତ୍ତମପୁର NAC ଆଗରେ କାଉନସିଲର-ଜନସାଧାରଣଙ୍କ ଧାରଣା, ଆତ୍ମାହୁତି ଚେତାବନୀ

ପୁରୁଷୋତ୍ତମପୁର,୧୫।୮(ସବିତା ମିଶ୍ର): ସାରାଦେଶ ସ୍ବାଧିନତା ଦିବସକୁ ମହାଆଡ଼ମ୍ବରରେ ପାଳନ କରୁଥିବାବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିର ଜନସାଧାରଣ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ପରାଧୀନ ଅବସ୍ଥାରେ ରହିଥିବା…

୪୯ ନମ୍ବର ଜାତୀୟ ରାଜପଥରେ ଭୂସ୍ଖଳନ, ଯାତାୟାତ ବାଧାପ୍ରାପ୍ତ

କେନ୍ଦୁଝର,୧୫।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ୪୯ ନମ୍ବର ଜାତୀୟ ରାଜପଥ କାଞ୍ଜିପାଣି ଥାନା ଅନ୍ତର୍ଗତ କାଞ୍ଜିପାଣି ଘାଟି ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri