ବିଜେଡିରୁ ବହିଷ୍କାର ପରେ ଭାଜପା ଅଫିସରେ ପହଞ୍ଚିଲେ ସୁଜିତ: ଆଜି ଧରିବେ କି ପଦ୍ମ ?

ଭୁବନେଶ୍ୱର,୬।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମ୍‌ପି ଥିବା ସୁଜିତ୍‌ ଶୁକ୍ରବାର ଏମ୍‌ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ ସାମିଲ ହେବେ ବୋଲି ସୂଚନା ମିଳିଛି । ତେବେ ଏମ୍‌ପି ପଦରୁ ଇସ୍ତଫା ଦେବା ପରେ ତୁରନ୍ତ ବିଜେଡି ସୁପ୍ରିମୋ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି । ବିଜେଡିରୁ ବହିଷ୍କାର ପରେ ଭାଜପା ଅଫିସରେ ଯାଇ ପହଞ୍ଚି ଯାଇଛନ୍ତି ସୁଜିତ କୁମାର। ନୂଆଦିଲ୍ଲୀ ଭାଜପା ମୁଖ୍ୟାଳୟରେ ପହଞ୍ଚିଛନ୍ତି ସୁଜିତ । ଅଳ୍ପ କେଇଟା ସମୟ ପରେ ସୁଜିତ ଭାଜପାରେ ଯୋଗଦେଇପାରନ୍ତି। ରାଜ୍ୟ ସଭା ଚେୟାରମ୍ୟାନଙ୍କୁ ଇସ୍ତଫା ପତ୍ର ପଠାଇବାର କିଛି ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କରିଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କାର ହୋଇଥିବା ସୂଚନା ମିଳିଛି। ବିଜେଡିରୁ ରାଜ୍ୟ ସଭା ଏମ୍‌ପି ଥିଲେ ସୁଜିତ।
ତାଙ୍କ କାର୍ଯ୍ୟକାଳ ୨୦୨୬ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ରହିଥିଲା। ହେଲେ ଏହା ପୂର୍ବରୁ ସେ ଇସ୍ତଫା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri