ସୁଜିତ୍‌ଙ୍କ ବିସ୍ଫୋରକ ବୟାନ: କହିଲେ ଦୁଇ ନେତାଙ୍କ ପାଇଁ…

ଭୁବନେଶ୍ୱର,୬ା୯: ଭାଜପାରେ ମିଶିବା ପରେ ସୁଜିତ୍‌ କୁମାର ବିସ୍ଫୋରକ ବୟାନ ଦେଇଛନ୍ତି। ସୁଜିତ୍‌ କହିଛନ୍ତି, ମୋତେ ଦୁଇ ନେତାଙ୍କ ଗୋଲାମୀ ପାଇଁ ବାଧ୍ୟ କରାଯାଉଥିଲା। ପ୍ରାୟ ଦେଢ଼ବର୍ଷ ହେଲା ଦଳରେ ମୋତେ ଅଣଦେଖା କରାଯାଉଥିଲା। କୌଣସି ଦଳୀୟ କାର୍ଯ୍ୟରେ ମୋତେ ସାମିଲ କରାଯାଉ ନ ଥିଲା। ଏପରିକି ସଂପୃକ୍ତ ନେତାଙ୍କୁ ମୁଣ୍ଡିଆ ମାରିବାକୁ କିଛି ନେତା ମୋତେ କହୁଥିଲେ। ସେମାନଙ୍କ ଚାମଚାଗିରି କରିବାକୁ କହୁଥିଲେ। ମୁଁ ବିଦେଶରେ ପଢ଼ି ଆସିଛି, ଏହା ମୋ ସ୍ବାଭିମାନକୁ ବାଧିଥିଲା। ଯେଉଁଥିପାଇଁ ମୁଁ ଦଳ ଛାଡ଼ିଛି। ନିର୍ବାଚନ ପୂର୍ବରୁ ମୋତେ ଧମକ ଦିଆଯାଇଥିଲା। ରାଜ୍ୟ ସଭାରୁ କାଢ଼ି ଦିଆଯିବ ବୋଲି ବି ଧମକ ଦେଇଥିଲେ। ମୋ’ ରାଜନୈତିକ କ୍ୟାରିୟର ଶେଷ କରିଦିଆଯିବ କହିଥିଲେ। କଳାହାଣ୍ଡି ଆସି ଜଣେ ରାଜ୍ୟସ୍ତରୀୟ ନେତା ଏକଥା କହିଥିଲେ ବୋଲି ସୁଜିତ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମୋଦି, ତୁମର କବର ଖୋଳାଯିବ’, କାହିଁକି ଏପରି ସ୍ଲୋଗାନ ଦେଉଛି କଂଗ୍ରେସ? ରାଜ୍ୟ ସଭାରେ ପ୍ରଧାନମନ୍ତ୍ରୀ ମୋଦି ଦେଲେ…

ନୂଆଦିଲ୍ଲୀ,୫।୨: ରାଜ୍ୟ ସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ବିବୃତ୍ତିରେ କଂଗ୍ରେସକୁ କଡ଼ା ଟାର୍ଗେଟ କରିଥିଲେ। ସେ କହିଥିଲେ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ଫେବୃୟାରୀ ୯ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି 

ଭୁବନେଶ୍ୱର,୫।୨: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ…

IAS ସ୍ତରରେ ବଡ଼ ଧରଣର ଅଦଳବଦଳ: ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର,୫।୨: ଓଡିଶା ସରକାର ସଚିବ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି। ଅନେକ ଅଭିଜ୍ଞ IAS ଅଧିକାରୀଙ୍କୁ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସହ ଅତିରିକ୍ତ କାର୍ଯ୍ୟଭାର ମଧ୍ୟ ଅର୍ପଣ…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri