ନବନିର୍ବାଚିତ ସଭାପତିଙ୍କୁ ଭାଜପା ପକ୍ଷରୁ ସମ୍ବର୍ଦ୍ଧନା: ସଂଗଠନକୁ ସୁଦୃଢ଼ କରିବାକୁ ସୁକଦେବଙ୍କ ଆହ୍ବାନ

ପାଟଣା,୮।୨(ବୀରକିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟଠାରେ ଶନିବାର ଜିଲା ଭାଜପା ସଭାପତି ସୁକଦେବ ମହାନ୍ତଙ୍କୁ ପାଟଣା ବ୍ଲକ ଛକରୁ ଶୋଭାଯାତ୍ରାରେ ନିଆଯାଇଥିଲା। ଏହାପରେ ଭାଜପା ପକ୍ଷରୁ ସଅଁରାପଶି ପଡିଆରେ ସମ୍ବର୍ଦ୍ଧନା ସଭାରେ ଦଳର ଚ୍ଛାମୁଆ ନେତାମାନେ ପୁଷ୍ପଗୁଚ୍ଛ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ। ଆୟୋଜିତ ସମ୍ବର୍ଦ୍ଧନା ସଭା ପାଟଣା ଭାଜପା ମଣ୍ଡଳ ସଭାପତି ବଜ୍ର ବନ୍ଧୁ ସେଠୀ ଅଧ୍ୟକ୍ଷତାରେ ନବନିର୍ବାଚିତ ଜିଲା ଭାଜପା ସଭାପତି ଶୁକଦେବ ମହାନ୍ତ ଯୋଗଦେଇ ଦଳ ପାଇଁ ସମସ୍ତେ ଏକାଠି ହୋଇ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ।
ଏଥିରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ଜିଲା ଯୁବମୋର୍ଚ୍ଚା ସଭାପତି ସବୀର ଦାଶ, ଏମପିଙ୍କ ବ୍ଲକ ପ୍ରତିନିଧି ପ୍ରହଲ୍ଲାଦ ପଲେଇ, ମହିଳା ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ ସୋମବାରି ମୁଣ୍ଡା, ଜିଲା କୃଷକ ମୋର୍ଚ୍ଚା ସମ୍ପାଦକ ଡମ୍ବରୁଧର ମହାନ୍ତ, ସଂଖ୍ୟା ଲଘୁ ଜିଲା ଉପସଭାପତି ମାନସୁର୍‌ ଆଲାମ, ପୂର୍ବତନ ମଣ୍ଡଳ ସଭାପତି ରମେଶ ମହାନ୍ତ ପ୍ରମୁଖ ସାମିଲ ହୋଇ ନବନିର୍ବାଚିତ ଜିଲା ସଭାପତି ଶ୍ରୀ ମହାନ୍ତଙ୍କୁ ସମ୍ବର୍ଦ୍ଧିତ କରିବା ସହ ଆଗାମୀ ଦିନରେ ଜିଲାରେ ସଂଗଠନକୁ ଆହୁରି ସୁଦୃଢ କରିବା ପାଇଁ ଉଦବୋଧନ ଦେଇଥିଲେ। ଭାଜପା ବରିଷ୍ଠ ନେତା ଦୁର୍ଗାଚରଣ ନାୟକ, ଲକ୍ଷ୍ମଣ କୁମାର ପତିଟ, ପରମେଶ୍ୱର ପୃଷ୍ଟି ଓ ସଞ୍ଜୟ ପଲେଇ ପ୍ରମୁଖ ଜିଲା ସଭାପତି ଶ୍ରୀ ମହାନ୍ତଙ୍କୁ ବିରାଟକାୟ ଫୁଲମାଳ ପିନ୍ଧାଇ ସମ୍ବର୍ଦ୍ଧିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂ ବେଳେ କାର୍‌ ଡିକିରୁ ଆସିଲା ଛେଳି ଗନ୍ଧ, ଧରାପଡ଼ିଲେ ୪ ଚୋର; କାର୍‌-ଖଣ୍ଡା ଜବତ…

ଦିଗପହଣ୍ଡି,୭|୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ଜଣେ ଚାଷୀଙ୍କ ଗୁହାଳରୁ ଛେଳି ଚୋରି ଘଟଣାରେ ପୋଲିସ ୪…

କଳାହାଣ୍ଡିରେ କଲେଜ ନିର୍ବାଚନ ନ ହେଉଣୁ ଉତ୍ତେଜନା: ପୋଷ୍ଟର ଚିରାକୁ ନେଇ ଜାତୀୟ ରାଜପଥରେ ଏବିଭିପିର ବିକ୍ଷୋଭ, ଥାନାରେ…

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ)-କଲେଜ ନିର୍ବାଚନ ତାରିଖ ନିକଟତର ହେଉଥିବା ବେଳେ କଳାହାଣ୍ଡି ଜିଲାରେ କ୍ୟାମ୍ପସ ରାଜନୀତି ସରଗରମ ହେବାରେ ଲାଗିଛି। ବୁଧବାର ଅପରାହ୍ନରେ ଭବାନୀପାଟଣା କଲେଜ ଛକ…

କଟକରେ ଚାଞ୍ଚଲ୍ୟ: କାଠଯୋଡ଼ି ପଠାରେ ପଡ଼ିଛି ଯୁବତୀଙ୍କ ରକ୍ତରଞ୍ଜିତ ମୃତଦେହ, ବାଦାମବାଡ଼ି ପୋଲିସର…

କଟକ,୭।୧୦: କଟକ କାଠଯୋଡ଼ି ନଦୀପଠାରୁ ଜଣେ ଅଜଣା ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ପୁରୀଘାଟ ଥାନା ନିକଟସ୍ଥ କାଠଯୋଡ଼ି ପଠାରେ ମୃତଦେହଟି ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ୟା ସଶକ୍ତୀକରଣର ବାର୍ତ୍ତା: ଦାରିଙ୍ଗବାଡ଼ିରେ ‘ୟୁଥ୍‌ କନ୍‌କ୍ଲେଭ୍‌’; ସହର ପରିକ୍ରମା କଲା ବିଶାଳ ଶୋଭାଯାତ୍ରା

ଦାରିଙ୍ଗବାଡି, ୭।୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ଡଃ ଭୀମରାଓ ଆମ୍ବେଦକର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ମଙ୍ଗଳବାର ବ୍ଲକ୍‌ ସ୍ତରୀୟ ୟୁଥ୍‌ କନ୍‌କ୍ଲେଭ୍‌ ତଥା…

ବିଇଓ ଅଫିସ ଆଗରେ ଶିକ୍ଷକଙ୍କ ଗଣଧାରଣା: କାରଣ ଦର୍ଶାଅ ନୋଟିସ ପ୍ରତ୍ୟାହାର ପରେ…

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭୋପେନ କୁମାର ମହାନ୍ତ ଶିକ୍ଷକ ସଂଘର କାର୍ଯ୍ୟକର୍ତ୍ତାଙ୍କୁ ଜାରି କରିଥିବା କାରଣ ଦର୍ଶାଅ ନୋଟିସ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?