Posted inଜାତୀୟ

ଆମ ଆଦମୀ ପାର୍ଟିକୁ ମୁଁ ଦେଇଛି ୬୦ କୋଟି ଟଙ୍କା: ସୁକେଶ ଚନ୍ଦ୍ରଶେଖର

ନୂଆଦିଲ୍ଲୀ,୨୦ ।୧୨: ଠକ ସୁକେଶ ଚନ୍ଦ୍ରଶେଖରଙ୍କୁ ୨୦୦ କୋଟି ଠକେଇ ଅଭିଯୋଗରେ ମଙ୍ଗଳବାର ପଟିଆଲା ହାଉସ କୋର୍ଟରେ ହାଜର କରାଯାଇଥିଲା । ସେଠାରେ ସେ ଆମ ଆଦମୀ ପାର୍ଟି(ଏଏପି)କୁ ୬୦ କୋଟି ଟଙ୍କା ଦେଇଥିବା ଦାବି କରିଛନ୍ତି । ଏହି ସମୟରେ କୋର୍ଟରେ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ବି ଉପସ୍ଥିତ ଥିଲେ ।

ସୁକେଶ ଚନ୍ଦ୍ରଶେଖରଙ୍କ ଓକିଲ ଅନନ୍ତ ମଲିକଙ୍କ ସୂଚନା ଅନୁଯାୟୀ, ମଙ୍ଗଳବାର ସୁକେଶ ଚନ୍ଦ୍ରଶେଖର ଅଭିଯୋଗ କରିଛନ୍ତି କି ସେ ଏଏପିକୁ ୬୦ କୋଟି ଟଙ୍କା ଦେଇଛନ୍ତି । ଏକ ଉଚ୍ଚ ସ୍ତରୀୟ ସମିତି ତାଙ୍କ ବୟାନ ନେଇଛନ୍ତି ଏବଂ ସମିତି ତାଙ୍କ ସୁପାରିସରେ କହିଛନ୍ତି ଅଭିଯୋଗ ଗୁରୁତର ତେଣୁ ଏହାର ଯାଞ୍ଚ କରାଯିବା ଦରକାର ।
କୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)କୁ ୨୦୦ କୋଟି ଟଙ୍କା ମନି ଲଣ୍ଡରିଂ ମାମଲାରେ ସୁକେଶଙ୍କ ପତ୍ନି ଲିନା ମାରିୟା ପଲଙ୍କ ସହ ଜଡିତ ୨୬ଟି କାରକୁ କବଜା କରିବାକୁ ଅନୁମତି ଦେଇଛନ୍ତି । ଅନ୍ୟପଟେ ଏହି ମାମଲା ସହ ଜଡିତ ବଲିଉଡ ଅଭିନେତ୍ରୀ ଜ୍ୟାକଲିନ ଫର୍ନାଡିଜ ୨୩ ଡିସେମ୍ବରରୁ ବାହାରିନ ଯାତ୍ରା କରିବାକୁ ଅନୁମତି ପ୍ରଦାନ ପାଇଁ ଏକ ଆବେଦନ କରିଛନ୍ତି । କୋର୍ଟ ଇଡିକୁ ୨୨ ଡିସେମ୍ବର ସୁଦ୍ଧା ଜବାବ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?