Posted inଜାତୀୟ

ସୁକମା ମାଓବାଦୀ ଆକ୍ରମଣ: ଆଇଇଡି ବିସ୍ଫୋରଣରେ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ଶହୀଦ

ରାୟପୁର,୨୯ ।୧୧: ଛତିଶଗଡ଼ ସୁକମାରେ ବୁର୍କାପାଲ କ୍ୟାମ୍ପରୁ ପାଖାପାଖି ୬ କିଲୋମିଟର ଦୂରରେ ସର୍ଚ୍ଚ ଅପରେଶନ ପାଇଁ ବାହାରିଥିବା ଯବାନ ମାଓବାଦୀଙ୍କ ଟାର୍ଗେଟ ପାଲଟି ଯାଇଛନ୍ତି । ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି ବିସ୍ଫାରଣରେ କୋବରା ବାଟାଲିୟନର ଜଣେ ଆସିଷ୍ଟାଣ୍ଡ କାମାଣ୍ଡାଣ୍ଟ ଶହୀଦ ହୋଇଥିବା ସୂଚନା ମିଳିଛି । ଏଥିରେ ଆହୁରି ୮ ଯବାନ ଆହତ ମଧ୍ୟ ହୋଇଛନ୍ତି । ଏହିଠାରେ ହିଁ ୨୦୧୦ରେ ହୋଇଥିବା ମାଓବାଦୀ ଆକ୍ରମଣରେ ସିଆର୍‌ପିଏଫ୍‌ର ୭୬ ଯବାନ ଶହୀଦ ହୋଇଥିଲେ । ସେତେବେଳେ ପ୍ରାୟ ୧ହଜାର ମାଓବାଦୀଙ୍କ ମଧ୍ୟରେ ଦେଢଶହ ଯବାନ ଫସି ଯାଇଥିଲେ । ବସ୍ତରରେ ଏପର୍ଯ୍ୟନ୍ତ ହୋଇଥିବା ମାଓବାଦୀ ଆକ୍ରମଣ ମଧ୍ୟରୁ ଏହା ସବୁଠାରୁ ବଡ । ତେବେ ଶନିବାର ରାତିରେ ସର୍ଚ୍ଚ ଅପରେଶନ ସାରି ଫେରୁଥିବା ଯବାନ ମାଓବାଦୀଙ୍କ ଦ୍ୱାରା ଖଞ୍ଜା ଯାଇଥିବା ଆଇଇଡି ସଂସ୍ପର୍ଶରେ ଆସି ଯିବାରୁ ଏହା ବିସ୍ଫୋରଣ ହୋଇଥିଲା । ଗୁରୁତର ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ପରେ ମାଗଣା ରାଶନ ଯୋଗାଣକୁ ନେଇ ଶୀଘ୍ର ନିଆଯିବ ନିଷ୍ପତ୍ତି, ୮୦ କୋଟି ଗରିବ ପାଉଛନ୍ତି ଲାଭ

ନୂଆଦିଲ୍ଲୀ,୨୦ ।୯: ଗରିବଙ୍କୁ ମାଗଣା ରାଶନ ଯୋଗାଇବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା(ପିଏମଜିକେଏୱାଇ)କୁ ୩୦ ସେପ୍ଟେମ୍ବରରୁ ବଢାଇବା ପାଇଁ ସରକାର ଖୁବଶୀଘ୍ର ନିଷ୍ପତ୍ତି ନେଇପାରନ୍ତି...

ଅଲଓ୍ବର ପୀଡ଼ିତାଙ୍କୁ ଭେଟିଲେ ରାହୁଲ :ଅଶୋକ ଗେହଲଟ୍‌ଙ୍କୁ ଦାବୀ ପୂରଣ ପାଇଁ ଦେଲେ ନିର୍ଦ୍ଦେଶ

ଜୟପୁର,୧୬।୫: ରାଜସ୍ଥାନ ଅଲଓ୍ବର ପୀଡ଼ିତାଙ୍କୁ ଗୁରୁବାର କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭେଟିଛନ୍ତି। ପୀଡ଼ିତାଙ୍କ କଥା ଶୁଣିବା ସହିତ ତାଙ୍କ ଦାବୀ ପୂରଣ ଏବଂ...

ଜମ୍ମୁ-କଶ୍ମୀର ଛାଡ଼ ନିର୍ଦ୍ଦେଶ: ଶ୍ରୀନଗର ବିମାନ ବନ୍ଦରରେ ଟିକେଟ ପାଇଁ ପର୍ଯ୍ୟଟକଙ୍କ ଭିଡ଼

ଶ୍ରୀନଗର,୩।୮: ସୁରକ୍ଷାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅମରନାଥ ଯାତ୍ରାକୁ ସ୍ଥଗିତ ରଖିବା ସହିତ ଶୀଘ୍ର ଜମ୍ମୁ-କଶ୍ମୀର ଛାଡିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି...

ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ, ଜାଖଡଙ୍କୁ ମିଳିପାରେ ଏହି ସ୍ଥାନ

ଚଣ୍ଡିଗଡ଼,୧୮ ।୯: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ପଞ୍ଜାବ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି କ୍ୟାପଟେନ ଅମରିନ୍ଦର ସିଂ । ପ୍ରଥମେ କ୍ରିକେଟର...

୨୦୧୮-୧୯ରେ ୭୧,୫୪୩ କୋଟିର ବ୍ୟାଙ୍କ ଠକେଇ

ମୁମ୍ବାଇ,୨୯-୮: ଦେଶରେ ଗତ ଆର୍ଥିକ ବର୍ଷ ବ୍ୟାଙ୍କ ଠକେଇ ମାମଲା ବାର୍ଷିକ ଆଧାରରେ ୧୫% ବୃଦ୍ଧି ପାଇଛି। ଏହି ସମୟରେ ଠକେଇ ପରିମାଣ ୭୩.୮% ବଢ଼ି...

ଅନ୍ତର୍ଜାତୀୟ ମହିଳା ଦିବସରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୮।୩: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ସମସ୍ତ ମହିଳାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଦେଶର ନାରୀଶକ୍ତିକୁ ମୋଦି ଅଭିନନ୍ଦନ ଜଣାଇବା ସହ...

୫ ନୂଆ ବିଚାରପତି ଶପଥ ନେଲେ

ନୂଆଦିଲ୍ଲୀ,୭।୨: ସୁପ୍ରିମକୋର୍ଟର ୫ ଜଣ ନବନିଯୁକ୍ତ ବିଚାରପତିଙ୍କୁ ଭାରତର ପ୍ରଧାନ ବିଚାରପତି (ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ସୋମବାର ଶପଥ ପାଠ କରାଇଛନ୍ତି। ସୁପ୍ରିମକୋର୍ଟ ପରିସରରେ ଜଷ୍ଟିସ...

ଲୋକ ସଭାର ଅସ୍ଥାୟୀ ବାଚସ୍ପତି ନିଯୁକ୍ତ ହେଲେ ମାନେକା ଗାନ୍ଧୀ

ନୂଆଦିଲ୍ଲୀ, ୩୧।୫: ୧୭ତମ ଲୋକସଭାରେ ଅସ୍ଥାୟୀ ବାଚସ୍ପତି ଭାବେ ନିଯୁକ୍ତ ହୋଇଛନ୍ତି ଏମ୍‌ପି ମାନେକା ଗାନ୍ଧୀ। ମୋଦି ଦ୍ୱିତୀୟ ପାଳି ସରକାରରେ ମନ୍ତ୍ରୀ ପଦ ପାଇ...

Advertisement
Archives

Model This Week