ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା।

ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍‌ପିଏଫ୍‌ ବାହିନୀର ଏକ ଟିମ୍‌ ଉକ୍ତ ଅଞ୍ଚଳ ଅଭିମୁଖେ ଯାଇଥିଲେ। କୁନ୍ଦେଡ ଗ୍ରାମ ନିକଟ ଜଙ୍ଗଲରେ ସୋଡି ମୁକା ଓ ୧ ଲକ୍ଷ ପୁରସ୍କାର ଘୋଷିତ ସୋଡି ଭୀମାଙ୍କୁ ଦେଖି ଗିରଫ କରିଥିଲେ । ୨୦୧୬ରେ ରାଜପେଣ୍ଟା ନିକଟରେ ଆଇଇଡି ବିସ୍ଫୋରଣ ଘଟଣାରେ ଏହି ୨ ଜଣ ସାମିଲ ଥିଲେ। ଏମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳିରେ କୁଡୁମି ସମାଜର ଗୋଠ ପୂଜା, ଧିଙ୍ଗୁଆନ ପର୍ବ

କାଳିଆପାଣି,୮।୧୧: ଦୀପାବଳି ଅବସରରେ କୁଡୁମି ସମାଜର ଗୋଠପୂଜା ଏବଂ ଧିଙ୍ଗୁଆନ ପର୍ବ ରବିବାର ଅନୁଷ୍ଠିତ ହୋଇଯାଇଛି । କୁଡୁମି ସମାଜ ନିଜ ପାରମ୍ପରିକ ରୀତି ନୀତିକୁ ବିଶ୍ୱାସ…

ମର୍ମନ୍ତୁଦ ଦୁର୍ଘଟଣା: ଦୀପାବଳିରେ ଲିଭିଗଲା ୩ ଜୀବନ

ନୟାଗଡ଼/ଦଶପଲ୍ଲା,୮।୧୧(ଲୋକନାଥ ମିଶ୍ର/ପ୍ରକାଶ ପାଣି): ଆଲୋକର ପର୍ବ ‘ଦୀପାବଳି’ ପାଇଁ ଗାଁରୁ ସହର ସବୁଠି ଉତ୍ସବମୁଖର। ଏହି ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନୟାଗଡ଼…

ଜିଲାସ୍ତରୀୟ ପିଏମ୍‌ଶ୍ରୀ କୁଇଜ୍‌ ପ୍ରତିଯୋଗିତା, ପୁରସ୍କୃତ ହେଲେ କୃତୀ ପ୍ରତିଯୋଗୀ

ବଲାଙ୍ଗୀର: ୮।୧୧(ସୁନିଲ କୁମାର ମହାନ୍ତି): ଛାତ୍ରୀଛାତ୍ରଙ୍କ ଜ୍ଞାନ, ମେଧା, ଉପସ୍ଥିତ ବୁଦ୍ଧି ଓ ପ୍ରତିଯୋଗିତାମୂଳକ ମନୋଭାବର ବିକାଶ ଲକ୍ଷ୍ୟରେ ଜିଲାସ୍ତରୀୟ ପିଏମ୍‌ଶୀ କୁଇଜ ପ୍ରତିଯୋଗିତା ୨୦୨୬ ବଲାଙ୍ଗୀରସ୍ଥିତ…

ଗୁଣିଗାରେଡ଼ି ସନ୍ଦେହରେ ୮୦ ବର୍ଷୀୟ ବୃଦ୍ଧଙ୍କୁ ନିର୍ମମ ହତ୍ୟା ମାମଲା, ଦୁଇ ଭାଇ ଗିରଫ

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ଅନ୍ଧବିଶ୍ୱାସର କରୁଣ ପରିଣତି । ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ ବୃଦ୍ଧଙ୍କୁ ଅତି ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ ତାରସିଂ ଥାନା…

ବିହାରୀ ଯୁବକଙ୍କ ସହ ଫେରାର ହେଉଥିବା ଆଦିବାସୀ ୱାର୍ଡସଭ୍ୟାଙ୍କୁ ଅଟକ

ମହାକାଳପଡ଼ା, ୮।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ପେଟଛେଲା ପଞ୍ଚାୟତର ଜଙ୍ଗଲଘେରି ଶବରପଡ଼ାର ଆଦିବାସୀ ମହିଳା ୱାର୍ଡ ସଭ୍ୟାଙ୍କୁ ବିହାର ରାଜ୍ୟର…

ବାପାଙ୍କ ମୃତଦେହ ସହ ୫ ଦିନ ଧରି ଗୋଟିଏ ଘରେ ରହିଲେ ପୁଅ, ଧନତେରସ୍‌ରେ ଝିଅ ପହଞ୍ଚିବା ପରେ….

ଲକ୍ଷ୍ନୌ,୮ା୧୧: ଉତ୍ତରପ୍ରଦେଶର କାନପୁରର ପନକି ଅଞ୍ଚଳରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଅବସରପ୍ରାପ୍ତ ଡାକ୍ତରଙ୍କ ମୃତଦେହ ତାଙ୍କ ଫ୍ଲାଟ୍‌ରେ ପ୍ରାୟ ୫ ଦିନ ଧରି…

ପୋଖରୀରେ ବୁଡ଼ି ୨ ଜଣଙ୍କ ମୃତ୍ୟୁ: ଗାଁ ଶ୍ମଶାନରେ ଜଳିଲା ଜୁଇ, ବିଧାୟକ ପହଞ୍ଚି…

ଅତାବିରା,୮ା୧୧(ଯୁଧିଷ୍ଠିତ ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଞ୍ଚାୟତ ଅନ୍ତର୍ଗତ ଗମ୍ଭାଟିକ୍ରା ଗ୍ରାମରେ ଶନିବାର ପୋଖରୀରେ ମାଛ ମାରିବାକୁ ଯାଇଥିବାବେଳେ ଗ୍ରାମର ରମେଶ ମହାକୁର (୫୫)…

ନକଲି ସୁନା ଦେଇ ୪ ଲକ୍ଷ ଟଙ୍କା ଲୁଟ୍‌, ୪ ଅଭିଯୁକ୍ତଙ୍କୁ ଗିରଫ କରି…

ଭବାନୀପାଟଣା,୮ା୧୧(ଉତ୍ତମ କୁମାର ଦାଶ): ବିକ୍ରି କରିବା ବାହାନାରେ ନକଲି ସୁନା ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଲୁଟି ନେବା ଅଭିଯୋଗରେ ରବିବାର ଭବାନୀପାଟଣା ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?