ଆଇଡି ବିସ୍ଫୋରଣ ଘଟଣାରେ ସମ୍ପୃକ୍ତ ୨ ମାଓବାଦୀଙ୍କୁ ବାନ୍ଧିଲା ସୁକ୍‌ମା ପୋଲିସ

ମାଲକାନଗିରି,୧ା୧(ଦୁର୍ଯ୍ୟୋଧନ ପାତ୍ର)-ଛତିଶଗଡ ସୁକ୍‌ମା ଜିଲା ପୋଲିସ ୨ ମାଓବାଦୀଙ୍କୁ ବୁଧବାର ଗିରଫ କରିଛି। ସେମାନେ ହେଲେ ସୋଡି ମୁକା ଓ ସୋଡି ଭୀମା।

ସୂଚନାଯୋଗ୍ୟ, କୁନ୍ଦେଡ ଗ୍ରାମ ନିକଟରେ ମାଓବାଦୀମାନେ ଥିବା ଖବର ପାଇ ଜଗରଗୁଣ୍ଡା ଥାନା ୧୬୫ ସିଆର୍‌ପିଏଫ୍‌ ବାହିନୀର ଏକ ଟିମ୍‌ ଉକ୍ତ ଅଞ୍ଚଳ ଅଭିମୁଖେ ଯାଇଥିଲେ। କୁନ୍ଦେଡ ଗ୍ରାମ ନିକଟ ଜଙ୍ଗଲରେ ସୋଡି ମୁକା ଓ ୧ ଲକ୍ଷ ପୁରସ୍କାର ଘୋଷିତ ସୋଡି ଭୀମାଙ୍କୁ ଦେଖି ଗିରଫ କରିଥିଲେ । ୨୦୧୬ରେ ରାଜପେଣ୍ଟା ନିକଟରେ ଆଇଇଡି ବିସ୍ଫୋରଣ ଘଟଣାରେ ଏହି ୨ ଜଣ ସାମିଲ ଥିଲେ। ଏମାନଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଗର୍ଜିଲା ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୨।୧(ସନ୍ତୋଷ ପାଢ଼ୀ): ଅଲ ଇଣ୍ଡିଆ ଫରୱାର୍ଡ ବ୍ଲକ ଗଞ୍ଜାମ ଜିଲା କମିଟି ପକ୍ଷରୁ ବିଭିନ୍ନ ଦାବି ଗୁଡିକର ସମାଧାନ ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ...

ଦୁଇ ହାତୀଦାନ୍ତ ଜବତ, ୪ ଅଭିଯୁକ୍ତ ଅଟକ

ବାରିପଦା,୨୨ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଜଙ୍ଗଲରେ ହାତୀମାନେ ଅସୁରକ୍ଷିତ ହୋଇପଡ଼ିଲେଣି। ଶିକାରୀମାନେ ଜଙ୍ଗଲ ଭିତରେ ପଶି ହାତୀଙ୍କୁ ମାରି ସେମାନଙ୍କ ଦାନ୍ତ ଚୋରାଚାଲାଣ କରୁଛନ୍ତି। ବୁଧବାର ଧରାପଡ଼ିଛନ୍ତି...

ବିଦ୍ୟାଳୟରେ ତାଲା ପକାଇଲେ ଅଭିଭାବକ

ବଣାଇଁ,୨୨ା୧(ପ୍ରଦୀପ ତ୍ରିପାଠୀ): ବିଗତ ୧୯୧୩ ଅର୍ଥାତ୍‌ ସ୍ବାଧୀନତାର ୩୫ ବର୍ଷ ପୂର୍ବରୁ ସ୍ଥାପିତ ଝିର୍ଡ଼ାପାଲୀ ପ୍ରାଥମିକ ବିଦ୍ୟାଳୟରେ ଅଚଳାବସ୍ଥା ନେଇ ବୁଧବାର ଗ୍ରାମବାସୀ ଓ ଅଭିଭାବକ...

ଡିଜିଟାଲ ସ୍କିଲିଂ ଉପରେ ସଚେତନତା କାର୍ଯ୍ୟକ୍ରମ: ଯୋଗଦେଲେ ୪୫୦ ଛାତ୍ରୀଛାତ୍ର

ଅନୁଗୋଳ,୨୨।୧(ମାନସ ବିଶ୍ୱାଳ): ଅନୁଗୋଳର ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟରେ ଡିଜିଟାଲ ସ୍କିଲିଂ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। କାର୍ଯ୍ୟକ୍ରମରେ ୪୫୦ରୁ ଅଧିକ ୟୁଜି ଓ...

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ,...

ଶିଶୁଙ୍କୁ ଅପହରଣ ପରେ ହତ୍ୟା ମାମଲା: ଅଭିଯୁକ୍ତ ମହିଳାଙ୍କୁ ବାନ୍ଧିଲା ପୋଲିସ

ବଣାଇଁ,୨୨।୧(ପ୍ରଦୀପ ତ୍ରିପାଠୀ): ୭ ଦିନ ତଳେ ଗୁରୁଣ୍ଡିଆ ଥାନା ଅନ୍ତର୍ଗତ ଜଡା ଗ୍ରାମର ଚାରିବର୍ଷ ଶିଶୁକୁ ଅପହରଣ ଓ ହତ୍ୟା ମାମଲାରେ ନୂଆ ମେଡ ଆସିଛି।...

୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ:ଗାଡ଼ି ଚଳାଚଳ ପ୍ରଭାବିତ

ସୁନ୍ଦରଗଡ଼,୨୨।୧ (ଜୟନାରାୟଣ ମେଣ୍ଡୁଳି):ତାଲିମ ନାଁରେ ତାମିଲନାଡୁ ପଠା ଯାଇଥିବା ସୁନ୍ଦରଗଡର ଝିଅମାନଙ୍କୁ ଫେରାଇ ଆଣିବାରେ ପ୍ରଶାସନର ବିଫଳତା ଓ ସୁନ୍ଦରଗଡ ଝିଅଙ୍କ ସୁରକ୍ଷା, ସ୍ବାଭିମାନ ରକ୍ଷା...

ପାଇପ୍‌ଲାଇନ ପାଇଁ ପକ୍କାରାସ୍ତା ଖୋଳିଦେଲା ଠିକା କମ୍ପାନୀ

ଦାରିଙ୍ଗବାଡି,୨୨/୧(ଅରୁଣ ସାହୁ):ଦାରିଙ୍ଗବାଡି ବ୍ଲକ ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଠାରୁ ପର୍ତ୍ତମାହା ପଞ୍ଚାୟତକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର ପକ୍କା ରାସ୍ତାକୁ ପାଇପ ବିଛାଇବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri