Posted inଖେଳ

ସୁଲିଭାନ୍‌ଙ୍କୁ ୬ଷ୍ଠ ବିଶ୍ୱ ସ୍ନୁକର ଟାଇଟଲ

ଓ୍ବାଶିଂଟନ, ୧୮ା୮ (ଏପି)-ରୋନି ଓ’ ସୁଲିଭାନ୍‌ ୪୪ ବର୍ଷ ବୟସରେ ୬ଷ୍ଠ ଥର ପାଇଁ ବିଶ୍ୱ ସ୍ନୁକର ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ସେ ଇଂଲଣ୍ଡର କିରେନ୍‌ ଓ୍ବିଲସନଙ୍କୁ ୧୮-୮ରେ ପରାସ୍ତ କରିଛନ୍ତି। ଏହାଦ୍ୱାରା ସର୍ବକାଳୀନ ବିଶ୍ୱ ଟାଇଟଲ ଅଧିକାରୀ ଷ୍ଟିଫେନ୍‌ଙ୍କଠାରୁ ଗୋଟିଏ ବିଜୟ ପଛରେ ରହିଛନ୍ତି। ଷ୍ଟିଭ୍‌ ଡାଭିସ ଓ ରେ ରିଅଡନ୍‌ଙ୍କ ସହିତ ସମକକ୍ଷ ହୋଇ ପାରିଛନ୍ତି। ଫାଇନାଲରେ ପହଞ୍ଚତ୍ବା ପାଇଁ ସୁଲିଭାନଙ୍କୁ ବହୁ କଷ୍ଟ କରିବାକୁ ପଡ଼ିଛି। ଦ୍ୱିତୀୟ ରାଉଣ୍ଡରେ ତାଙ୍କୁ ଚାଇନିଜ ଷ୍ଟାର ଡିଙ୍ଗ୍‌ ଜୁନ୍‌ହି, କ୍ୱାର୍ଟରଫାଇନାଲରେ ପୂର୍ବତନ ବିଶ୍ୱ ଚାମ୍ପିୟନ ମାର୍କ ଓ୍ବିଲିୟମ୍ସଙ୍କୁ ହରାଇବାକୁ ପଡ଼ିଥିଲା। ସେମିଫାଇନାଲରେ ୩ଥର ବିଜେତା ମାର୍କ ସେଲ୍‌ବିଙ୍କୁ ପରାସ୍ତ କରିବାକୁ ହୋଇଥିଲା। ଏହି ମ୍ୟାଚ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚତ୍ୟାଇଥିଲା। ବାମହାତୀ ସୁଲିଭାନ ପୂର୍ବରୁ ୨୦୦୨, ୨୦୦୪, ୨୦୦୮, ୨୦୧୨ ଏବଂ ୨୦୧୩ରେ ବିଶ୍ୱ ଟାଇଟଲ ଜିତିଥିଲେ। ତାଙ୍କ କ୍ୟାରିୟର ର଼୍ୟାଙ୍କିଙ୍ଗ ଟାଇଟଲ ସଂଖ୍ୟା ୩୭ରେ ପହଞ୍ଚତ୍ଛି, ଯାହାକୁ ଏକ ରେକର୍ଡ। ପୁନଶ୍ଚ ସେ ଏକମାତ୍ର ଖେଳାଳି ଭାବେ ୧,୦୦୦ରୁ ଅଧିକ କମ୍ପିଟେଟିଭ୍‌ ସେଞ୍ଚୁରି କରିଛନ୍ତି। ସେ ଆହୁରି ମଧ୍ୟ ୧୫ କମ୍ପିଟେଟିଭ୍‌ ପ୍ଲେରେ ସର୍ବାଧିକ ୧୪୭ ବ୍ରେକ୍‌ କରିଛନ୍ତି। ତନ୍ମଧ୍ୟରେ ୧୯୯୭ ବିଶ୍ୱ ଚାମ୍ପିୟନଶିପ୍‌ରେ ଏକ ଅଫିସିଆଲ ଟାଇମିଂ ମାତ୍ର ୫ ମିନିଟ୍‌ ଓ ୨୦ ସେକେଣ୍ଡ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜିମ୍ବାୱେ ବିପକ୍ଷରେ ଟିମ୍‌ ଇଣ୍ଡିଆର ବିଶ୍ୱ ରେକର୍ଡ, ଜାଣନ୍ତୁ କ’ଣ

ନୂଆଦିଲ୍ଲୀ,୨୭।୨: ଜିମ୍ବାୱେ ବିପକ୍ଷ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଏକ ଚମତ୍କାର ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଟିମ୍‌ ଇଣ୍ଡିଆ ICC T20 ବିଶ୍ୱକପ 2026ର ଦ୍ୱିତୀୟ ସୁପର-୮ମ୍ୟାଚରେ…

ପିତାଙ୍କ ଅସମୟରେ ଦେହାନ୍ତ, ଘୁଞ୍ଚିଯିବକି ରିଙ୍କୁ-ପ୍ରିୟାଙ୍କ ବିବାହ? ଜାଣନ୍ତୁ କେବେ ହାତକୁ ଦି ହାତ ହୋଇଥାଆନ୍ତେ କ୍ରିକେଟର

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ରିଙ୍କୁ ସିଂହ ଏବଂ ତାଙ୍କ ଭାବି ପତ୍ନୀ ପ୍ରିୟା ସରୋଜଙ୍କ ପରିବାର ବର୍ତ୍ତମାନ ଏକ ଦୁଃଖଦ ଘଟଣା ପାଇଁ ଦୁଃଖରେ ଅଛନ୍ତି। ୨୭…

ଭାରତ-ୱେଷ୍ଟଇଣ୍ଡିଜ ମ୍ୟାଚ ଯଦି ବର୍ଷା ଯୋଗୁ ହୁଏ ବାତିଲ: ସେମିଫାଇନାଲକୁ ଯିବ କିଏ, ଜାଣନ୍ତୁ ସମ୍ପୂର୍ଣ୍ଣ ନିୟମ

ନୂଆଦିଲ୍ଲୀ,୨୭।୨: ୨୦୨୬ ଟି୨୦ ବିଶ୍ୱକପ ସୁପର ୮ ପର୍ଯ୍ୟାୟରେ ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ମ୍ୟାଚ ଏବେ କର ବା ମର ପ୍ରତିଯୋଗିତାରେ ପରିଣତ ହୋଇଛି। ୧…

ବିଜୟ ସତ୍ତ୍ୱେ ଭାରତକୁ ମିଳିଲାନି ଫାଇଦା: ଏବେ ବି ଟେନ୍‌ସନ୍‌ରେ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୨୭।୨: ଭାରତ ୨୦୨୬ ଟି-୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟରେ ଜିମ୍ବାୱେକୁ ପରାସ୍ତ କରି ସେମିଫାଇନାଲ ସ୍ଥାନ ପାଇଁ ଆଶା ଉଜ୍ଜୀବିତ ରଖିଛି। ଚେନ୍ନାଇର ଏମଏ ଚିଦାମ୍ବରମ…

୬,୬,୬,୬,୬….ମାତ୍ର ୧୪ ବଲ୍‌ରେ କମାଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୬।୨: IPL 2026 ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀ ପୁଣି ଥରେ ଚମତ୍କାର ଫର୍ମରେ ଅଛନ୍ତି। ସେ ଚଳିତ DY ପାଟିଲ T20 ଟୁର୍ନାମେଣ୍ଟରେ ଏହି ସଫଳତା ହାସଲ…

କ୍ରିକେଟର ରିଙ୍କୁ ସିଂଙ୍କ ବାପାଙ୍କ ଦେହାନ୍ତ, ଲିଭର କ୍ୟାନସରରେ ପୀଡ଼ିତ….

ନୂଆଦିଲ୍ଲୀ,୨୭ା୨: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କ ପିତାଙ୍କ ଦେହାନ୍ତ ହୋଇଛି । ସେ ଗ୍ରେଟର ନୋଏଡାର ଯଥାର୍ଥ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ରିଙ୍କୁ…

ସମ୍ବଲପୁର କପ୍‌ ଫୁଟବଲ: ସମଲେଶ୍ୱରୀ ସ୍ପୋର୍ଟିଂକୁ ହରାଇ ଫାଇନାଲରେ କେରଳ

ସମ୍ବଲପୁର,୨୬ା୨(ବି.ଶଙ୍କର): ସମଲେଶ୍ୱରୀ ସ୍ପୋର୍ଟିଂ ପକ୍ଷରୁ ଆୟୋଜିତ ୧୪ତମ ସର୍ବଭାରତୀୟ ସମ୍ବଲପୁର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ କେରଳ ଷ୍ଟେଟ୍‌ ଇଲେଷ୍ଟ୍ରିସିଟି ବୋର୍ଡ ବିଜୟୀ…

ପ୍ରଥମ ଥର ପାଇଁ ଏଭଳି କାରନାମା  କଲେ ଅଭିଷେକ ଶର୍ମା, ହତବାକ୍‌ ହୋଇଗଲା ଜିମ୍ବାଓ୍ବେ! 

ଚେନ୍ନାଇ,୨୬।୨: ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଷେକ ଶର୍ମା ଶେଷରେ ଜିମ୍ବାୱେ ବିପକ୍ଷରେ ନିଜର ରୌଦ୍ର ରୂପ ଦେଖାଇଛନ୍ତି। ସିକନ୍ଦର ରଜାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri