ଭୋଟ ଦେଲେ ସୁଲୋଚନା-ସୁନୀତି

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ଗୁରୁବାର ମତଦାନ ପ୍ରକ୍ରିୟା ଜାରି ରହିଛି। ଏଥିରେ ବିଏମ୍‌ସି ମେୟର ପଦ ଲାଗି ପ୍ରତିନ୍ଦ୍ୱନ୍ଦ୍ୱିତା କରୁଥିବା ଭାଜପା ପ୍ରାର୍ଥିନୀ ଡା. ସୁନୀତି ମୁଣ୍ଡ, ବିଜେଡି ପ୍ରାର୍ଥିନୀ ସୁଲୋଚନା ଦାଶ ପ୍ରମୁଖ ଭୋଟ ଦେଇଛନ୍ତି।

ପ୍ରକାଶ ଯେ, ଏହି ନିର୍ବାଚନରେ ମେୟର ଓ ଅଧ୍ୟକ୍ଷ ପଦବୀ ପାଇଁ ୫୬୯, କର୍ପୋରେଟର ଓ କାଉନସିଲର ପଦବୀ ପାଇଁ ୫୮୪୨ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଭୋଟ ଗ୍ରହଣ ପାଇଁ ମୋଟ ୨୨ ହଜାର ପୋଲିଂ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ନିର୍ବାଚନକୁ ଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ୧୯୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆ ଜଳ ଭଣ୍ଡାର: ଜଳ ନିଷ୍କାସନ ପାଇଁ ସତର୍କ ସୂଚନା ଜାରି

ବୁଗୁଡ଼ା,୨୫ା୯(ଡି.ଏନ.ଏ.): ବୁଗୁଡ଼ା ବ୍ଲକ ବାଘୁଆ ଜଳ ଭଣ୍ଡାରରୁ ନଦୀରେ ଜଳ ନିଷ୍କାସନ ପାଇଁ ମଙ୍ଗଳବାର ସନ୍ଧ୍ୟାରେ ଜଳ ସମ୍ପଦ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି...

ବାର୍‌ରେ ଚଢ଼ାଉ, ୧୦ ଯୁବତୀ ଉଦ୍ଧାର: ମାଲିକଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୩ (ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜିନଗରସ୍ଥିତ ରଙ୍ଗିଲା ବାର୍‌ରେ ବୁଧବାର ବିଳମ୍ବିତ ରାତିରେ ପୋଲିସ ଚଢାଉ କରି ୧୦ଜଣ ଯୁବତୀଙ୍କୁ ଉଦ୍ଧାର କରିଛି। କରୋନା...

ପଡିଆରେ ପଢ଼ୁଛନ୍ତି ଛାତ୍ରୀଛାତ୍ର

ଆନନ୍ଦପୁର/କଣ୍ଟିପାଳ,୨୦।୫ (ସ୍ବ.ପ୍ର./ଡି.ଏନ୍‌.ଏ.) ୫ଟି ଯୋଜନାରେ ବିଦ୍ୟାଳୟର ନୂତନ ରୂପରେଖ ଦିଆଯାଉଛି। ସରକାରୀ ବିଦ୍ୟାଳୟ ପ୍ରତି ଛାତ୍ରଛାତ୍ରୀମାନଙ୍କୁ ଆକୃଷ୍ଟ କରିବାକୁ ବିଦ୍ୟାଳୟକୁ ଏକ ଶୈକ୍ଷିକ ବାତାବରଣ ଦେବାକୁ...

ଶୁଣିଲେନି ନେତା, ପ୍ରଶାସକ: ରାସ୍ତା ମରାମତି କଲେ ଗ୍ରାମବାସୀ

ଖଇରା, ୨୪।୮(ଡି.ଏନ.ଏ.)-ରାସ୍ତା ମରାମତି ପାଇଁ ବାରମ୍ବାର ସ୍ଥାନୀୟ ନେତାଠାରୁ ଆରମ୍ଭ କରି ପ୍ରଶାସନ ପର୍ଯ୍ୟନ୍ତ ନିବେଦନ କଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଶେଷରେ ସରକାରଙ୍କ...

ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ...

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟ୍‌: ପୋଲିସ-ଅପରାଧୀ ମୁହାଁମୁହିଁ; ବିସ୍ଫୋରଣରେ ଡକାୟତ ମୃତ

ଭଞ୍ଜନଗର/ଆସିକା,୧୬।୭(ଡି.ଏନ.ଏ.)-ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କଣ୍ଟେଇପଲ୍ଲୀ ଜଙ୍ଗଲ ରାସ୍ତାରେ ସୋମବାର ସକାଳେ ଜଣେ ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ୧ଲକ୍ଷ ୧୦ ହଜାର ଟଙ୍କା...

ଆଜି ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ

ପୁରୀ, ୨୭ା୬(ଅଜିତ୍‌ ମହାନ୍ତି): ଘୋଷଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଏବଂ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ କର୍ମବେଦି ଶ୍ରୀମନ୍ଦିର...

କନ୍ୟାଶକ୍ତିକୁ ଚିତ୍ରଣ କଲେ ୨୫ ଚିତ୍ରଶିଳ୍ପୀ

ପୁରୁଣା ଭୁବନେଶ୍ୱର, ୨୨।୧ (ଡି.ଏନ.ଏ.):ଶାନ୍ତିସ୍ତୂପ ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟଠାରେ ଜାତୀୟ କନ୍ୟା ସନ୍ତାନ ଦିବସ-୨୦୨୦ ଉପଲକ୍ଷେ ରାଜ୍ୟ ସ୍ବାସ୍ଥ୍ୟ ଓ ପବିବାର...

Advertisement
Archives

Model This Week