Posted inଜାତୀୟ

ଅଞ୍ଜଳି ହିଟ୍‌ ଆଣ୍ଡ ରନ୍‌ ମାମଲା: ଏବେ ଅଭିଯୁକ୍ତଙ୍କ ଉପରେ ଚାଲିବ ହତ୍ୟା ମାମଲା

ନୂଆଦିଲ୍ଲୀ,୧୭।୧: ଦିଲ୍ଲୀର ଅଞ୍ଜଳି ହିଟ୍‌ ଆଣ୍ଡ ରନ୍‌ ମାମଲାରେ ୧୭ ଦିନ ପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପୋଲିସ। ଏବେ ଏହି ମାମଲାରେ ପୋଲିସ ଅଭିଯୁକ୍ତଙ୍କ ବିରୋଧରେ ଦାଖଲ ହୋଇଥିବା ଏଫ୍‌ଆଇଆର୍‌ରେ ଆଇପିସିର ୩୦୨ ଅର୍ଥାତ ହତ୍ୟା ଧାରା ଯୋଡ଼ିଛି। ପୂର୍ବରୁ ଅଭିଯୁକ୍ତଙ୍କ ବିରୋଧରେ ଧାରା ୩୦୪ ଲାଗୁ କରାଯାଇଥିଲା। ହେଲେ ତଦନ୍ତ ପରେ ଏଥିରେ ପରିବର୍ତ୍ତନ କରାଯାଇଛି।

କହିରଖୁଛୁ, ନୂଆ ବର୍ଷ ରାତିରେ ସୁଲତାନପୁରୀ ଅଞ୍ଚଳରେ କାର୍‌ରେ ଆସୁଥିବା କିଛି ଯୁବକ ସ୍କୁଟିରେ ଆସୁଥିବା ଅଞ୍ଜଳିଙ୍କୁ ଧକ୍କା ଦେଇଥିଲେ। ଏହାପରେ ଯୁବତୀଙ୍କୁ ଗାଡ଼ିରେ ୧୩କିମି ଘୋଷାଡ଼ି ନେଇଥିଲେ। ଫଳରେ ଅଞ୍ଜଳିଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ଜାନୁୟାରୀ ୧ରେ ଅଭିଯୁକ୍ତଙ୍କ ବିରୋଧରେ ଆଇପିସି ଧାରା(୨୭୯,୩୦୪ଏ,୩୦୪, ୧୨୦ବି/୩୪)ରେ ମାମଲା ରୁଜୁ ହୋଇଥିଲା। ପୋଲିସ ଏବେ ଧାରା ୩୦୪ ସ୍ଥାନରେ ୩୦୨ ଯୋଡ଼ିଛି। ଏଥିସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

୮ ବର୍ଷ ପରେ କେନ୍ଦ୍ରୀୟ ବିଦ୍ୟାଳୟ ପାଳିଲା ବାର୍ଷିକ ଉତ୍ସବ : ଉପ ଜିଲାପାଳ କହିଲେ…

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଦୀର୍ଘ ୮ ବର୍ଷ ପରେ ଶନିବାର ସନ୍ଧ୍ୟାରେ ତ ବାର୍ଷିକ ଉତ୍ସବ ପାଳନ କରିଛି। ୨୦୧୭...

ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ବାହାରିଲା ୧୧ ଫୁଟ୍‌ର ଅହିରାଜ ସାପ, କରୁଥିଲା ଭୟଙ୍କର ଗର୍ଜନ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ଅଞ୍ଚଳରେ ଥିବା ପ୍ରସିଦ୍ଧ ଗୁପ୍ତେଶ୍ୱର ମନ୍ଦିରରୁ ଶନିବାର ଏକ ୧୧ ଫୁଟ୍ ଲମ୍ବର...

ଭୟଙ୍କର ଦୁର୍ଘଟଣା: ଟ୍ରକ୍‌ ଚକା ତଳେ ଗଲା ଜୀବନ 

ରାୟଗଡା,୨୦।୧୨(ଆଶିଷ ରଞ୍ଜନ ପଣ୍ଡା): ଭୟଙ୍କର ଦୁର୍ଘଟଣା। ଟ୍ରକ୍‌-ବାଇକ ମୁହାଁମୁହିଁ ଧକ୍କାରେ ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି...

ଡିଭାଇଡରରେ ପିଟି ହୋଇ ଜଳିଗଲା ଟ୍ରେଲର୍‌

ସମ୍ବଲପୁର,୨୦।୧୨: ରମ୍ପେଲା ସପ୍ନେ ବ୍ରିଜ ଉପରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବ୍ରିଜ ଉପରେ ଏକ ୧୮ ଚକିଆ ଟ୍ରେଲର୍‌ ଯାଉଥିବା ବେଳେ...

ରାସ୍ତା କଡରେ ପଡିଛି ଲକ୍ଷ ଲକ୍ଷ ଟଙ୍କାର ଔଷଧ

ମୋହନା,୨୦।୧୨( ମନ୍ମଥ ମିଶ୍ର ): ସରକାର ନିରାମୟ ଯୋଜନାରେ ସାଧାରଣ ଗରିବ ଲୋକଙ୍କ ପାଇଁ ପ୍ରତି ସ୍ବାସ୍ଥ୍ୟ କେନ୍ଦ୍ର ଓ ଉପ ସ୍ବାସ୍ଥ୍ୟ କେନ୍ଦ୍ରଗୁଡିକୁ କୋଟିକୋଟି...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଷ୍ଟାଣ୍ଡବାଏ କିମ୍ବା ରିଜର୍ଭ ଖେଳାଳିଙ୍କୁ କାହିଁକି ଚୟନ କରାଯାଇ ନ ଥିଲା? କାରଣ କହିଲେ ବିସିସିଆଇ ସଚିବ

ନୂଆଦିଲ୍ଲୀ,୨୦।୧୨: BCCI 2026 ଟି-20 ବିଶ୍ୱକପ ପାଇଁ ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରିଛି। ଶୁବମନ ଗିଲ ଏବଂ ରିଷଭ ପନ୍ତଙ୍କ ସମେତ ଅନେକ...

ଶାଢି ନଥିବାବେଳେ କ’ଣ ପିନ୍ଧୁଥିଲେ ମହିଳା? ୯୯% ଜାଣି ନ ଥିବେ ସତ

ପ୍ରତିବର୍ଷ ଡିସେମ୍ୱର 21 ତାରିଖରେ ବିଶ୍ୱ ଶାଢ଼ି ଦିବସ ପାଳନ କରାଯାଏ। ଶାଢ଼ି ହେଉଛି ଏକ ପାରମ୍ପରିକ ଭାରତୀୟ ମହିଳା ପୋଷାକ, ଯାହା ଶରୀରରେ ପୋଷାକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri