୧୩ ବର୍ଷ ପରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କ ହତ୍ୟାକାଣ୍ଡର ୫ମ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧୪।୩(ବ୍ୟୁରୋ): ୨୦୦୮ରେ ସଙ୍ଗୀତ ନିର୍ଦ୍ଦେଶକ ସୁମନ୍ତ ମହାନ୍ତିଙ୍କୁ ହତ୍ୟା କରାଯାଇଥିଲା। ତେବେ ଦୀର୍ଘ ୧୩ ବର୍ଷ ପରେ ଏହି ଘଟଣାରେ ସମ୍ପୃକ୍ତ ବିକ୍ରମ ଆଦିତ୍ୟ ଜେନାଙ୍କୁ ଗିରଫ କରିବାରେ ପୋଲିସ ସଫଳ ହୋଇଛି ବୋଲି ଏକ ଖବରଦାତା ସମ୍ମିଳନୀରେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୦୮ ମସିହାରେ ସଙ୍ଗୀତକାର ସୁମନ୍ତ ମହାନ୍ତିଙ୍କୁ ପୂର୍ବ ଶତ୍ରୁତାରୁ ହତ୍ୟା କରାଯାଇଥିଲା। ପୋଲିସ ସେତେବେଳେ ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଥିଲା। ମାତ୍ର ବିକ୍ରମ ଆଦିତ୍ୟ ଜେନା ଫେରାର ହୋଇଯାଇଥିଲେ। ୧୩ ବର୍ଷ ହେଲା ସେ ପୁଣେରେ ରହିବା ସହ ଜିମ୍‌ ଟ୍ରେନର ଭାବେ କାମ କରୁଥିଲେ। ପୋଲିସ ଏହାର ଛାନଭିନ୍‌ କରି ତାଙ୍କୁ ଗିରଫ କରିଥିବା ସୌମେନ୍ଦ୍ର ପ୍ରିୟଦର୍ଶୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟ ପାରିଲେନି, ଅଫିସର କରିବେ

ଭୁବନେଶ୍ୱର,୧୦ା୧୧(ବ୍ୟୁରୋ):କୋଟିଆ ଗ୍ରାମପୁଞ୍ଜ, ନେରେଡି ବ୍ୟାରେଜ, ଝଞ୍ଜାବତୀ ଜଳପ୍ରପାତ, ପୋଲାଭରମ, ବାହୁଦା ନଦୀ ଜଳ ଛାଡ଼ିବା, ବାଲିମେଳା ଓ ଅପର ସିଲେରୁ ଜଳବିଦ୍ୟୁତ୍‌ କ୍ଷେତ୍ର ଆଦି ୬ଟି...

ଯାତ୍ରୀଙ୍କ କାମରେ ଲାଗୁନି ନୂତନ ବସ୍‌ଷ୍ଟାଣ୍ଡ

ନିମାପଡ଼ା,୩ା୩ (ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଏନ୍‌ଏସି ପକ୍ଷରୁ ୨କୋଟି ୫୦ଲକ୍ଷ ୩୨ହଜାର ଟଙ୍କା ବ୍ୟୟରେ ନିମାପଡ଼ାରେ ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମିତ ହୋଇଛି। ୨୮ସେପ୍ଟେମ୍ବର ୨୦୧୮ରେ...

ବୌଦ୍ଧ,ଯାଜପୁରରେ ଏନ୍‌ଏସି ଅଧ୍ୟକ୍ଷ ପଦ ହାତେଇଲା ବିଜେଡି

ବୌଦ୍ଧ/ଯାଜପୁର ଅଫିସ,୨୬।୩: ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ...

ବଡ଼ଦାଣ୍ଡରେ ଗର୍ଜିଲେ ସାଧୁସନ୍ଥ:ବଡ଼ଆଖଡା ମଠ ଉଚ୍ଛେଦ ସାମୟିକ ସ୍ଥଗିତ

ପୁରୀ ଅଫିସ,୪-୯:ଶ୍ରୀମନ୍ଦିର ସୁରକ୍ଷା ଏବଂ ପୁରୀର ବିକାଶ ପାଇଁ ପ୍ରଶାସନ ପକ୍ଷରୁ ଚାଲିଥିବା ଉଚ୍ଛେଦ ପ୍ରକ୍ରିୟାରେ ଲାଗିଛି ବ୍ରେକ୍‌। କ୍ଷତିଗ୍ରସ୍ତଙ୍କ ଲାଗି ସରକାର ଆକର୍ଷଣୀୟ ପ୍ୟାକେଜ...

୩ ଦିନ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୨୩।୫(ବ୍ୟୁରୋ): ରାଜ୍ୟରେ ୩ ଦିନ ଯାଏ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବା ବେଳେ ୧୨ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି।...

ଭିଜିଲାନ୍ସ ଜାଲରେ ନିର୍ବାହୀ ଯନ୍ତ୍ରୀ

କଟକ ଅଫିସ,୧୬।୩: ଭିଜିଲାନ୍ସ ଜାଲରେ କଟକ ଡ୍ରେନେଜ୍‌ ଡିଭିଜନ ନିର୍ବାହୀ ଯନ୍ତ୍ରୀ ମନୋଜ ବେହେରା। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ବାସଭବନ ସହ...

୪ ମାସ ପାଇଁ ୧.୦୪ ଲକ୍ଷ କୋଟିର ବଜେଟ

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୨ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ବଜେଟ ପ୍ରସ୍ତୁତ କରିଛନ୍ତି। ତେବେ ଆସନ୍ତା ୪...

ଆଜି ଶପଥ ନେବେ ହାଇକୋର୍ଟର ନୂତନ ବିଚାରପତି

କଟକ ଅଫିସ,୧୦।୨: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ନିଯୁକ୍ତି ପାଇଥିବା ଆଇନଜୀବୀ ସଞ୍ଜୀବ କୁମାର ପାଣିଗ୍ରାହୀ ସୋମବାର ଶପଥ ଗ୍ରହଣ କରିବେ। ଅପରାହ୍ନ ୨ଟାରେ...

Advertisement
Archives

Model This Week