ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା ତଳେ ଚାପିହୋଇ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଗଣ୍ଡବେରେଣା ଗ୍ରାମର ସୁମନ୍ତ ଭୂତିଆ। ସେ ଡ୍ୟୁଟି ସାରି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁର୍ଘଟଣା ଓ କ୍ଷତିପୂରଣ ନେଇ ଉତ୍ତେଜନା ଲାଗି ରହିଛି।

 

Dharitri – Odisha’s No.1 Odia Daily