ସୁମିତ୍‌-ତପସ୍ବିନୀ ମାମଲା: ଆବେଦନ ଖାରଜ କଲେ ଏସ୍‌ଡିଜେଏମ କୋର୍ଟ

ବ୍ରହ୍ମପୁର ଅଫିସ, ୧୭।୦୧: ବହୁ ଚର୍ଚ୍ଚିତ ସୁମିତ୍‌ ସାହୁ ଏବଂ ତପସ୍ବିନୀ ଦାଶ ମାମଲା ଦିନକୁ ଦିନ ନୂଆ ନୂଆ ମୋଡ ନେଉଛି। ତପସ୍ବିନୀଙ୍କୁ ନ ରଖିବା କେସ୍‌ରେ ପ୍ରଥମେ ଏସ୍‌ଡିଜେଏମ ଏବଂ ପରେ ଜିଲା କୋର୍ଟରୁ ନିରାଶ ହୋଇଛନ୍ତି ସୁମିତ୍‌ । ତପସ୍ବିନୀ କୋର୍ଟଙ୍କ ନିଷ୍ପତ୍ତି କ୍ରମେ ସୁମିତ୍‌ଙ୍କ ଘରେ ରହିଛନ୍ତି। ତେବେ ତପସ୍ବିନୀ ଘରେ ରହିଲେ ତାଙ୍କ ପରିବାର ଅସୁରକ୍ଷିତ ରହିବା ନେଇ ସୁମିତ୍‌ ଏସ୍‌ଡିଜେଏମ କୋର୍ଟରେ ଆବେଦନ କରିଥିଲେ। ତେବେ ଏସ୍‌ଡିଜେଏମ କୋର୍ଟ ସୋମବାର ଏହାର ଶୁଣାଣି କରି ପିଟିସନକୁ ଖାରଜ କରିଥିବା କହିଛନ୍ତି ତପସ୍ବିନୀଙ୍କ ଓକିଲ ଦୀପକ ପଟ୍ଟନାୟକ। ସେପଟେ ଏସଡିଜେଏମ କୋର୍ଟଙ୍କ ଏଭଳି ରାୟକୁ ଚ୍ୟାଲେଞ୍ଜ କରି ଉପର କୋର୍ଟ ଯିବୁ ବୋଲି ସୁମିତ୍‌ଙ୍କ ଓକିଲ ସୁରେନ୍ଦ୍ର ବେହେରା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ୧୨୬ ପଜିଟିଭ୍‌: ମୋଟ୍‌ ଆକାନ୍ତଙ୍କ ସଂଖ୍ୟା ୨୮୬୧କୁ ବୃଦ୍ଧି

ଭୁବନେଶ୍ୱର,୧ା୮(ବ୍ୟୁରୋ): ଶନିବାର ରାଜଧାନୀ ଭୁବନେଶ୍ୱରରୁ ଆଉ ୧୨୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୨୮୬୧ରେ ପହଞ୍ଚିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।...

ଚର୍ଚ୍ଚାରେ ସୌମ୍ୟବ୍ରତଙ୍କ ପେନ୍‌ସିଲ୍‌ ଆର୍ଟ

ଢେଙ୍କାନାଳ ଅଫିସ, ୧୪।୧୦ – କେଉଁଠି ରାମାୟଣର ଚରିତ୍ର ତ ଆଉ କେଉଁଠି ଦେବଦେବୀଙ୍କ ପ୍ରତିକୃତି। ବଲିଉଡ୍‌ଠାରୁ ଆରମ୍ଭ କରି ଟଲିଉଡ୍‌। ମେଗାଷ୍ଟାର ଅମିତାଭ ବଚ୍ଚନଙ୍କଠୁ...

ଗାଁ ଗାଁରେ ସାମାଜିକ ଦୂରତ୍ୱକୁ ଦିଆଯାଉଛି ଗୁରୁତ୍ୱ: ବଲାଙ୍ଗୀର-ବୌଦ୍ଧ ପ୍ରବେଶ ପଥକୁ ସିଲ୍‌ କଲେ ଗ୍ରାମବାସୀ

ଗୁଡଭେଲା, ୧୦ା୪(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ରାଜ୍ୟବାସୀ ଭୟଭୀତ ହୋଇ ପଡିଛନ୍ତି। ସଂଗରୋଧ ସହ ସାମାଜିକ ଦୂରତ୍ୱ ରକ୍ଷା କରିବା...

କୋଣାର୍କ ଏକ୍ସପ୍ରେସରେ ଲାଗିଲା ନିଆଁ

ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଭୁବନେଶ୍ବରରୁ ମୁମ୍ବାଇ ଯାଉଥିବା କୋଣାର୍କ ଏକ୍ସପ୍ରେସରେ ନିଆଁ ଲାଗିଯାଇଥିଲା। ଫଳରେ ଯାତ୍ରୀମାନେ ଆତଙ୍କିତ ହୋଇପଡ଼ିଥିଲେ। ସୂଚନାନୁଯାୟୀ, ଭୁବନେଶ୍ୱର ଷ୍ଟେଶନରୁ ଅପରାହ୍ନ ୩ଟା ୨୦ରେ କୋଣାର୍କ...

ରାସ୍ତା ଉପରେ ଚିପ୍ସ,ବାଲି

ଖଇରା,୨୫।୪(ଡି.ଏନ.ଏ.): ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲାକୁ ସଂଯୋଗ କରୁଥିବା କୁପାରୀ-ଆଗରପଡ଼ା ପୂର୍ତ୍ତ ବିଭାଗ ରାସ୍ତାରେ ଡ୍ରେନ୍‌ ଓ ରାସ୍ତା ତିଆରି ନାମରେ ବର୍ଷ ବର୍ଷ ଧରି...

ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା, ଭଣଜା ଅଟକ

ଆନନ୍ଦପୁର,୩୦।୧୦(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ହରିପୁରା ଗ୍ରାମରେ ସ୍ବାମୀଙ୍କ ଦଶାହରେ ସ୍ତ୍ରୀଙ୍କ ଆତ୍ମହତ୍ୟା କରିଛନ୍ତି। ସେହିଭଳି ଉକ୍ତ ବ୍ୟକ୍ତିଙ୍କ ହତ୍ୟାକାଣ୍ଡରେ ସମ୍ପୃକ୍ତ ଥିବା...

କୋଇଲା ଟ୍ରକ ଜବତ, ଡ୍ରାଇଭର ଗିରଫ

ଭୁବନ, ୧୪।୯(ଡି.ଏନ.ଏ.)-କୋଇଲା ଚୋରା ଚାଲାଣ ବେଳେ ଭୁବନ ପୋଲିସ ଏକ ଟ୍ରକ୍‌କୁ ଜବତ କରିଛି। ପ୍ରାଥମିକ ତଦନ୍ତରୁ ଉକ୍ତ ଟ୍ରକ୍‌ର ନମ୍ବର ନକଲି ବୋଲି ଜଣାପଡ଼ିଛି।...

କ୍ରାଫ୍ଟ ଟୁରିଜିମ କେନ୍ଦ୍ର ପ୍ରତିଷ୍ଠା ପାଇଁ ପ୍ରସ୍ତୁତି

କେନ୍ଦୁଝର, ୭ା୧୧ (ସ୍ବ.ପ୍ର.)-ଘଟଗାଁ ବ୍ଲକ ଟେରାକୋଟା ଗ୍ରାମ ହଳଧରପୁରକୁ କ୍ରାଫ୍ଟ ଗ୍ରାମ ଭାବରେ ଅଭିବୃଦ୍ଧି କରିବା ପାଇଁ ସରକାର ଘୋଷଣା କରିଛନ୍ତି। ଏହି ଗ୍ରାମକୁ ଯିବା...

Advertisement
Archives

Model This Week