ହାଇକୋର୍ଟ ଗଲେ ସୁମିତ୍‌ଙ୍କ ବାପା

ବ୍ରହ୍ମପୁର ଅଫିସ,୧୦।୧: ବ୍ରହ୍ମପୁର ବ୍ରହ୍ମାନଗରର ବହୁଚର୍ଚ୍ଚିତ ତପସ୍ବିନୀ ଦାଶ ଓ ସୁମିତ ସାହୁଙ୍କ ପାରିବାରିକ ବିବାଦ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୁମିତଙ୍କ ପରିବାର ଉପରେ ତପସ୍ବିନୀ ଦେଇଥିବା ପିଟିଶନର ଆଜି ଶୁଣାଣି ଏସଡିଜେଏମ୍‌ କୋର୍ଟରେ ହେବାର ଥିଲା। ତେବେ ଆଜି ସୁମିତ୍‌ଙ୍କ ବାପା ପ୍ରମୋଦ ସାହୁ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ୨୦ରେ ଘଟିଥିବା ଘଟଣାରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନ ନେବାରୁ ସେ ହାଇକୋର୍ଟ ଯାଇଛନ୍ତି। ଗତ ୨୦ରେ ତପସ୍ବିନୀଙ୍କୁ ଶାଶୁ ଘରେ ପ୍ରବେଶ ପାଇଁ କିଛି ମହିଳା ପ୍ରମୋଦଙ୍କ ଘର ଗେଟ୍‌ ଭାଙ୍ଗିଥିଲେ । ଭଙ୍ଗାରୁଜା ହେବା ନେଇ ସୁମିତ୍‌ଙ୍କ ବାପା ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେଜିବିଭି ହଷ୍ଟେଲରେ ପାଣି ସମସ୍ୟା, ଛାତ୍ରୀଙ୍କୁ ଧମକଚମକ: ରାସ୍ତାକୁ ଓହ୍ଲାଇଲେ ଅନ୍ତେବାସିନୀ

ଲୋଇସିଂହା,୬।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା କସ୍ତୁରବା ଗାନ୍ଧୀ ଆବାସିକ ବାଳିକା ବିଦ୍ୟାଳୟ(କେଜିବିଭି)ର ଅନ୍ତେବାସିନୀମାନେ ନାନା ସମସ୍ୟା ଦେଇ ଗତି କରୁଛନ୍ତି। ଏହାର ପ୍ରତିବାଦ କଲେ ସେମାନଙ୍କୁ...

ଦୁଗ୍ଧ ଚାଷୀଙ୍କୁ ମିଳିବ ୬୦୦୦ ଟଙ୍କା

ଭୁବନେଶ୍ୱର,୨୪।୬: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ଗୁରୁବାର କୋଭିଡ୍‌ ସହାୟତା ଘୋଷଣା କରିଛନ୍ତି । ଦୁଗ୍ଧ ଚାଷୀଙ୍କୁ ଗୋଖାଦ୍ୟ ବାବଦକୁ ସର୍ବାଧିକ...

ଗଡ଼ୁନି ଗାଡ଼ି, ପୂରୁନି ପେଟ-ଦୁଃଖରେ ଦିନ କାଟୁଛନ୍ତି ଚାଳକ, ହେଲ୍‌ପର ଓ କଣ୍ଡକ୍ଟର

ପୁରୀ ଅଫିସ,୩୧ା୩ : ପର୍ଯ୍ୟଟନ ସହର ପୁରୀ। ଦେଶ, ବିଦେଶର ପର୍ଯ୍ୟଟକଙ୍କ ଆଗମନ ଉପରେ ଅନେକ ପରିବାରର ଭାତହାଣ୍ଡି ନିର୍ଭର କରେ। ପର୍ଯ୍ୟଟକ ଆସିଲେ ଦି’...

ବିଦ୍ୟୁତ୍‌ ଅଫିସ ଘେରିଲେ ଅଞ୍ଚଳବାସୀ

ମୋରଡା,୧।୬(ଡି.ଏନ୍‌.ଏ.): ଅସହ୍ୟ ତାତିରେ ସାରା ରାଜ୍ୟ ସିଝୁଥିବା ବେଳେ ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଞ୍ଚଳରେ ଅଘୋଷିତ ବିଦ୍ୟୁତ୍‌ କାଟ ଯୋଗୁ ଅଞ୍ଚଳବାସୀ ନାହିଁ ନ...

୨୦୩୦ ମଧ୍ୟରେ ୩୦୦ ବିଲିୟନ ଟନ୍‌ ଉତ୍ପାଦନ ଲକ୍ଷ୍ୟ

କୋଣାର୍କ,୨୬ା୨(ଡି.ଏନ୍‌.ଏ.): କୋଣାର୍କ ଇକୋ ରିଟ୍ରିଟ୍‌ ପରିସରରେ ଗୁରୁବାର ଓ ଶୁକ୍ରବାର ଦୁଇଦିନ ବ୍ୟାପୀ ବିଭିନ୍ନ ରାଜ୍ୟର ଖଣି ଓ ଶିଳ୍ପ ମନ୍ତ୍ରୀମାନଙ୍କ ଖଣି ସମ୍ବନ୍ଧୀୟ ସମ୍ମିଳନୀ...

ବରିଷ୍ଠ ନାଗରିକଙ୍କୁ ପରିଚୟପତ୍ର ବଣ୍ଟନ କଲେ କେନ୍ଦ୍ରମନ୍ତ୍ରୀ

ସଜନାଗଡ଼,୧୮।୧୨(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି କଚେରି ପରିସରରେ ଥିବା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ପେନ୍‌ସନ ଦିବସ ପାଳିତ ହୋଇଛି। ସଂଘର ସଭାପତି କୃଷ୍ଣଚନ୍ଦ୍ର...

ଆପୋଲୋରେ ପହଞ୍ଚିଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ରବିବାର ଗୁଳିମାଡ଼ ହୋଇଛି। ତେବେ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଝାରସୁଗୁଡ଼ାରୁ ଭୁବନେଶ୍ୱର ଏୟାରଲିଫ୍ଟ କରାଯାଇଥିଲା। ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ କଡ଼ା ସୁରକ୍ଷା ବଳୟ...

୭ ବଛର ହେଲା ସପନ୍‌ ହେଇ ରହିଛେ

କଣ୍ଟାମାଳ, ୮।୧୧ (ଡି.ଏନ୍‌.ଏ.)-ବୌଦ୍ଧ ଜିଲା କଣ୍ଟାମାଳ-ବଲାଙ୍ଗୀର ତେଲନଦୀ ପୁଲିଆ ତିଆରି ମୂଲ ହେବାର ୭ ବଛର ଉତାରୁ ବି ଅଂଚଲବାସୀକର ସପନ୍‌ ପୂରା ନାଇଁ ହେଇପାରି।...

Advertisement
Archives

Model This Week