ୟୁରୋପର ସାଇଲେଣ୍ଟ କିଲର୍‌! ନେଲାଣି ୬୨ହଜାର ଜଣଙ୍କ ଜୀବନ

ମ୍ୟାଡ୍ରିଡ୍‌,୧୧।୭: ୟୁରୋପର ସାଇଲେଣ୍ଟ କିଲର୍‌। ଏକ ଅଧ୍ୟୟନରେ ପ୍ରକାଶ ପାଇଛି ଯେ, ଏହି ସାଇଲେଣ୍ଟ କିଲର୍‌ ନେଲାଣି ୬୨ହଜାର ଜଣଙ୍କ ଜୀବନ। ଆମେ କହୁଛୁ ୟୁରୋପର ସାଇଲେଣ୍ଟ କିଲର୍‌ ଅର୍ଥାତ୍‌ ଗ୍ରୀଷ୍ମତାପ।

ଗତ ବର୍ଷ ୟୁରୋପର ପ୍ରବଳ ଗରମ ଯୋଗୁ ୬୨ହଜାର ଲୋକ ପ୍ରାଣ ହରାଇଛନ୍ତି। ନେଚର ମେଡିସିନ ଜର୍ଣ୍ଣାଲର ଏକ ରିପୋର୍ଟ ଅନୁଯାୟୀ, ଗତ ବର୍ଷ ମେ ୩୦ ରୁ ସେପ୍ଟେମ୍ବର ୪ ମଧ୍ୟରେ ୟୁରୋପରେ ପ୍ରବଳ ଗରମ ସମ୍ବନ୍ଧିତ ରୋଗ ଯୋଗୁ ୬୧,୬୭୨ ଲୋକ ପ୍ରାଣ ହରାଇଛନ୍ତି।

ଇଟାଲୀରେ ସର୍ବାଧିକ ୧୮ହଜାର ସ୍ପେନରେ ୧୧ହଜାରରୁ ଅଧିକ ଏବଂ ଜର୍ମାନୀରେ ପ୍ରାୟ ୮ହଜାର ଲୋକ ମୃତ୍ୟୁ ବରଣ କରିଛନ୍ତି। ରିପୋର୍ଟରୁ ଏହା ବି ଜଣାପଡିଛି କି, ତାପମାତ୍ରା ବୃଦ୍ଧିରେ ବୃଦ୍ଧ ଓ ମହିଳା ଅଧିକ ଶିକାର ହେଉଛନ୍ତି। ଏହି ୬୨ହଜାର ମୃତକଙ୍କ ମଧ୍ୟରୁ ୬୩ଶତକଡା ମହିଳା ଗରମ ଯୋଗୁ ପ୍ରାଣ ହରାଇଛନ୍ତି। ପ୍ରାୟ ୨୦ବର୍ଷ ପୂର୍ବେ, ୨୦୦୩ରେ ପ୍ରବଳ ଗ୍ରୀଷ୍ମ ଲହରୀ ଯୋଗୁ ୭୦ହଜାର ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri