Posted inଫୁରସତ

ଆଗକୁ ଅସହ୍ୟ ହେବ ଗ୍ରୀଷ୍ମ ପ୍ରବାହ

ଲଣ୍ଡନ: ଆଗକୁ ବିଶ୍ୱରେ ଗ୍ରୀଷ୍ମ ପ୍ରବାହର ମାତ୍ରା ବଢ଼ିବା ଫଳରେ ତାପମାତ୍ରା ମଧ୍ୟ ବୃଦ୍ଧି ପାଇବ। ଲୋକେ ଧରାପୃଷ୍ଠରେ ବାସ କରିବା ଏକପ୍ରକାର କଷ୍ଟକର ହୋଇପଡ଼ିବ ବୋଲି ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ରିପୋର୍ଟରୁ ଜାଣିବାକୁ ମିଳିଛି। ଆଫ୍ରିକାର ସହେଲ, ଏସିଆର ଦକ୍ଷିଣାଞ୍ଚଳ ଏବଂ ଦକ୍ଷିଣ-ପଶ୍ଚିମାଞ୍ଚଳ ଓ ୟୁନାଇଟେଡ୍‌ ନେଶନ୍‌ରେ ଆଗକୁ ଅସହ୍ୟ ତାତି ଅନୁଭୂତ ହେବ, ଯାହା ରେଡ୍‌କ୍ରସ୍‌ ପକ୍ଷରୁ ପ୍ରକାଶିତ ରିପୋର୍ଟରେ କୁହାଯାଇଛି। ଚଳିତବର୍ଷ ସୋମାଲିଆ ଏବଂ ପାକିସ୍ତାନରେ ତାପମାତ୍ରା ସର୍ବାଧିକ ରହିଥିବାବେଳେ ଏହା ଆଗାମୀ ଦିନରେ ହେବାକୁ ଥିବା ଅସହ୍ୟ ଗରମର ଆଭାସ ବୋଲି କୁହାଯାଇ ପାରିବ।
ତେବେ ବିଶ୍ୱରେ ଅନୁଭୂତ ଅସହ୍ୟ ଗ୍ରୀଷ୍ମ ପ୍ରବାହକୁ ରୋକିବା ଲାଗି ତୁରନ୍ତ ଏକ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେବା ଜରୁରୀ। କାରଣ ଆଗାମୀ ଦିନରେ ତାପମାତ୍ରା ବୃଦ୍ଧି ସକାଶେ ଧରାରେ ବସବାସ କରିବା ଲୋକଙ୍କ ପକ୍ଷେ ବହୁ କଷ୍ଟକର ହୋଇ ପଡ଼ିବ। କ୍ୟାନ୍‌ସର ଓ ଅନ୍ୟ ଇନ୍‌ଫେକ୍ସନରେ ଲୋକଙ୍କର ହେଉଥିବା ମୃତ୍ୟୁ ତୁଳନାରେ ଅସହ୍ୟ ଗରମ ପାଇଁ ଅଧିକମାତ୍ରାରେ ଲୋକଙ୍କ ପ୍ରାଣ ଚାଲିଯିବାର ଆଶଙ୍କା ରହିଛି। ନବଜାତ ଶିଶୁ, ଗର୍ଭବତୀଙ୍କ ମୃତ୍ୟୁ ସଂଖ୍ୟା ବୃଦ୍ଧିକୁ ଏଡ଼ାଇ ଦିଆଯାଇ ନ ପାରେ। ଫସଲ କାମ ଅସହଜ ହେବା କାରଣରୁ ବିଶ୍ୱରେ ଖାଦ୍ୟ ସଙ୍କଟ ଭଳି ପରିସ୍ଥିତି ଉପୁଜିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ସରକାରୀ ବିଦ୍ୟାଳୟରୁ ହେଉଥିଲା ଚାଉଳ ଚୋରି: ମାଡ଼ିବସିଲେ ଗାଁ ଲୋକେ, ଆଉ ତା’ପରେ…

ଲାଞ୍ଜିଗଡ଼,୯।୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ସ୍ଥିତ ସରକାରୀ ଏସଏସଡି ଉଚ୍ଚ ବିଦ୍ୟାଳୟଠାରେ ସ୍କୁଲ ପାଚେରି ଭିତରେ ପ୍ରାୟ ୭ କୁଇଣ୍ଟାଲ ଚାଉଳ ଚୋରି…

ଘରେ କେହି ନ ଥିବାବେଳେ ତିଦ୍ଦଦୀୟ ନାବାଳିକାଙ୍କୁ ବଳାତ୍କାର କଲେ ନାବାଳକ, ଡାକ୍ତରୀ ପରୀକ୍ଷା ପରେ…

ଗଜପତି,୯ା୨(ଗିରିଧାରୀ ପରିଛା): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ଫାଣ୍ଡି ଅଞ୍ଚଳରେ ଜଣେ ୭ ବର୍ଷର ତିବ୍ଦତୀୟ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ପରିବାର ଲୋକେ…

ବିପଦପୂର୍ଣ୍ଣ ଭାବେ ଓହଳିଛି: ଯାତାୟାତରେ ସମସ୍ୟା

ଦାରିଙ୍ଗବାଡି,୯।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ପଞ୍ଚାୟତ ଡାବୁଲୁମାହା ଗ୍ରାମଠାରୁ ତେରବାଡି ଗ୍ରାମକୁ ସଂଯୋଗ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗ ରାସ୍ତାର ଆରପାରରେ ବିଦ୍ୟୁତ…

‘World Cupରୁ ପଛଘୁଞ୍ଚା ଦେଉଛ, ହେଲେ କାହିଁକି…,’ ପାକିସ୍ତାନକୁ କାହିଁକି ଏମିତି ପ୍ରଶ୍ନ କଲେ Sourav Ganguly? ଜାଣନ୍ତୁ…

ନୂଆଦିଲ୍ଲୀ,୯।୨: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ପାକିସ୍ତାନର T20 ବିଶ୍ୱକପରେ ଭାରତର ମ୍ୟାଚ ବର୍ଜନ ନିଷ୍ପତ୍ତି ଉପରେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି।…

ପରୀକ୍ଷା ପେ ଚର୍ଚ୍ଚାରେ ଛାତ୍ରୀଛାତ୍ରଙ୍କୁ ମୋଦି ଦେଲେ ବଡ଼ ଟିପ୍ସ, ଷ୍ଟାର୍ଟଅପ୍ କିପରି…

ନୂଆଦିଲ୍ଲୀ,୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର “ପରୀକ୍ଷା ପେ ଚର୍ଚ୍ଚା”ର ଦ୍ୱିତୀୟ ଅଧିବେଶନରେ ଛାତ୍ରଛାତ୍ରୀମାନଙ୍କ ସହିତ ଆଲୋଚନା କରିଥିଲେ। ସେ ଦେଶର ବିଭିନ୍ନ ରାଜ୍ୟର ଛାତ୍ରଛାତ୍ରୀମାନଙ୍କ ସହିତ…

ମୋଦିଙ୍କ ମାଲେସିଆ ଗସ୍ତ ଶେଷ ପରେ ଚିନ୍ତାରେ ପଡିଲାଣି ପାକିସ୍ତାନ!

ନୂଆଦିଲ୍ଲୀ/ଇସଲାମାବାଦ,୯।୨: ପାକିସ୍ତାନ ନୌସେନା ମୁଖ୍ୟ ଆଡମିରାଲ ନାଭିଦ ଆଶ୍ରଫ ମାଲେସିଆ ଗସ୍ତ କରିଥିଲେ। ରୟାଲ ମାଲେସିଆନ ନୌସେନା ମୁଖ୍ୟାଳୟରେ ପହଞ୍ଚିବା ପରେ, ଆଡମିରାଲ ନାଭିଦ ଆଶ୍ରଫଙ୍କୁ ରୟାଲ…

ରାଜଧାନୀର ୯ ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ,୯।୨: ସୋମବାର ସକାଳେ ରାଜଧାନୀ ଦିଲ୍ଲୀରେ ଆତଙ୍କ ଖେଳିଗଲା ଯେତେବେଳେ ସହରର ବିଭିନ୍ନ ଅଞ୍ଚଳର ନଅଟି ପ୍ରମୁଖ ସ୍କୁଲକୁ ବୋମା ଧମକ ଆସିଲା। ଏହି ଧମକପୂର୍ଣ୍ଣ କଲଗୁଡ଼ିକ…

ଡଙ୍କାରୀରେ ହେବ ତୈଳ ପ୍ରକଳ୍ପ, ବିଧାୟକଙ୍କୁ ଚିଠି

ଧର୍ମଶାଳା,୯ା୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଡଙ୍କାରୀଠାରେ ହେବାକୁ ଥିବା ତୈଳ ପ୍ରକଳ୍ପକାର୍ଯ୍ୟ ତ୍ୱରାନ୍ବିତ ପାଇଁ ଭାରତୀୟ ଷ୍ଟାଟଜୀ ପେଟ୍ରୋଲିୟମ ରିଜର୍ଭ ଲିମିଟେଡ଼ ଆଇଏସ୍‌ପିଆର୍‌ଏଲ ପକ୍ଷରୁ ଚିଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri