ସରିଲା ଖରା ଛୁଟି, ଖୋଲିଲା କଲେଜ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଖରା ଛୁଟି ସରିବା ପରେ ମଙ୍ଗଳବାର ଖୋଲିଛି କଲେଜ। ଏଣିକି ଆରମ୍ଭ ହେବ ଛାତ୍ରୀଛାତ୍ରଙ୍କ ପାଠପଢ଼ା। ଏନେଇ କଲେଜ ପରିସର ଚଳଚଞ୍ଚଳ ହୋଇପଡିଛି।

ଅପରପକ୍ଷେ ମଙ୍ଗଳବାର ଯୁକ୍ତ ୩ କଳା, ବାଣିଜ୍ୟ ଏବଂ ବିଜ୍ଞାନ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପ୍ରଥମ ପର୍ଯ୍ୟାୟ ନାମ ଲେଖାର ଶେଷ ଦିବସ। ପ୍ରଥମ ପର୍ଯ୍ୟାୟ ନାମ ଲେଖା ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚାଲିବ। ତେଣୁ ଛାତ୍ରୀଛାତ୍ରମାନେ ମନୋନୀତ କଲେଜଗୁଡିକରେ ନାମ ଲେଖାଇବା ପାଇଁ ଭିଡ଼ ଜମାଇଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ନାମ ଲେଖା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବ। ତୃତୀୟ ପର୍ଯ୍ୟାୟ ନାମଲେଖା ଜୁଲାଇ ୩ରୁ ୪ ତାରିଖ ପର୍ଯ୍ୟନ୍ତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଚେର୍ନୋବିଲରେ ପରମାଣୁ ଲିକେଜର ବିପଦ ଅଛି କି? ଚମକାଇବା ଭଳି ରିପୋର୍ଟ ଦେଲା UN

କ୍ୱିଭ,୭।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ୟୁକ୍ରେନର ଚେର୍ନୋବିଲ ପରମାଣୁ ପ୍ଲାଣ୍ଟର ସୁରକ୍ଷା କବଚ...

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri