ଶ୍ରଦ୍ଧାଞ୍ଜଳିଙ୍କୁ ସମନ

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ଲେଡି ବ୍ଲାକ୍‌ ମେଲର ଅର୍ଚ୍ଚନା ନାଗ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ହାଜର ହେବା ପାଇଁ କୋର୍ଟ ସମନ ଜାରି କରିଛନ୍ତି। ଆସନ୍ତା ୨୪ ତାରିଖରେ ଶ୍ରଦ୍ଧାଞ୍ଜଳି ବ୍ୟକ୍ତିଗତ ଭାବେ ହାଜର ହେବାକୁ ଜିଲା ଓ ଦୌରାଜଜ୍‌ କୋର୍ଟଙ୍କ ପକ୍ଷରୁ ସମନ ଜାରି କରାଯାଇଛି।

ସୂଚନାଯୋଗ୍ୟ, ଅର୍ଚ୍ଚନା, ତାଙ୍କ ସ୍ବାମୀ ଜଗବନ୍ଧୁ ଏବଂ ତାଙ୍କ ସହଯୋଗୀ ଖଗେଶ୍ୱର ଗିରଫ ହୋଇ ଜେଲ୍‌ରେ ଥିବା ବେଳେ ଇଡି ୩ ଜଣଙ୍କୁ ରିମାଣ୍ଡରେ ନେଇ ଜେରା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ତେବେ ୨୪ରେ ତିନି ଜଣ ପୁଣିଥରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜ ଛାତ୍ର ସଂସଦ ନିର୍ବାଚନ: ବିଜୁ ଛାତ୍ର ଜନତା ଦଳ ସମର୍ଥିତ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

ଗଞ୍ଜାମ, ୯।୧୦ (ବିଦ୍ୟାଧର ସାହୁ): ଆସନ୍ତା ୧୫ ତାରିଖରେ ଗଞ୍ଜାମ କଲେଜରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ କଲେଜ ପରିସର ଚଳଚଞ୍ଚଳ ହୋଇଉଠିଛି।…

ଘରେ ପଶି ନଗଦ ଟଙ୍କା ଓ ସୁନା ଅଳଙ୍କାର ଚୋରି ମାମଲା: ଆସିଲା ବଡ଼ ରାୟ

ଦିଗପହଣ୍ଡି, ୯।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ପଦ୍ମନାଭପୁର ପଞ୍ଚାୟତର ଚୈତନ୍ୟପୁର ଗ୍ରାମର ଏନ୍‌. ରାଜିୟା ରେଡ୍ଡୀଙ୍କ ଘରୁ ନଗଦ ଟଙ୍କା,…

ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର

ଭୁବନେଶ୍ୱର,୧୦।୯: ଓଡ଼ିଶାରୁ ବ୍ରିଟେନ୍‌ର ବ୍ୟବସାୟିକ ମଞ୍ଚରେ ଅରୁଣ କରଙ୍କ ଉଲ୍ଲେଖନୀୟ ସଫଳତା। ସେନା ଜୀବନରୁ ଉଦ୍ୟୋଗ ଜଗତକୁ ପ୍ରବେଶ କରି ସଫଳତା ହାସଲ କରିଥିବା ଅରୁଣଙ୍କୁ ଏଲ୍‌ଡିସି…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ବଙ୍ଗୋପସାଗରରେ ୧୩ ତାରିଖ ବେଳକୁ ଲଘୁଚାପ!

ଭୁବନେଶ୍ୱର,୧୦।୯ ବଙ୍ଗୋପସାଗରରେ ଆସନ୍ତା ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?