Posted inଜାତୀୟ

କେଜରିଓ୍ବାଲଙ୍କୁ ସମନ, ୨୯ ନଭେମ୍ବରରେ କୋର୍ଟରେ ତାଙ୍କ ପାଇଁ କିଏ ହେବେ ହାଜର ?…

ନୂଆଦିଲ୍ଲୀ,୨୮।୧୧ : ମଙ୍ଗଳବାର ଗୋଆ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ର ଜାତୀୟ ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ନଭେମ୍ବର ୨୯ ରେ ହାଜର ହେବାକୁ ସମନ ଜାରି କରିଛନ୍ତି। ଆମ ଆଦମୀ ପାର୍ଟିର ସ୍ଥାନୀୟ ୟୁନିଟ ଏହି ସମନ ଗ୍ରହଣ କରିଥିବା ସ୍ବୀକାର କରିଛି ।

କୋର୍ଟ ସୂତ୍ର ଅନୁଯାୟୀ, ଲାଞ୍ଚ କାରବାର କରୁଥିବା ଭାରତୀୟ ଦଣ୍ଡ ସଂହିତା (ଆଇପିସି) ର ଲୋକ ପ୍ରତିନିଧୀ ଅଧିନିୟମ ଏବଂ ଧାରା ୧୭୧ (ଇ) ଅନୁଯାୟୀ ଏହି ମାମଲା ପଞ୍ଜିକୃତ ହୋଇଛି। ମାପୁସାସ୍ଥିତ ପ୍ରଥମ ଶ୍ରେଣୀ ଜୁଡିସିଆଲ ମାଜିଷ୍ଟ୍ରେଟ ଏହି ସମନ ଜାରି କରିଛନ୍ତି। କେଜରିୱାଲ କୋର୍ଟରେ ହାଜର ହେବାର ଗୋଟିଏ ଦିନ ପୂର୍ବରୁ ଏହି ସମନ ଗ୍ରହଣ କରାଯାଇଛି ବୋଲି ଏଏପି ଗୋଆ ମୁଖ୍ୟ ଅମିତ ପାଲେକର କହିଛନ୍ତି। ସେ କହିଛନ୍ତି, ଲାଗୁଛି ଚାର୍ଜଶିଟ ୨୦୧୮ ରେ ଦାଖଲ ହୋଇଛି। ତେବେ ଆମେ ମାମଲାର ସବିଶେଷ ତଥ୍ୟ ଜାଣି ନାହୁଁ।

ମୁଁ କେଜରିୱାଲଙ୍କ ପକ୍ଷରୁ ବୁଧବାର କୋର୍ଟରେ ହାଜର ହେବି। ସେ କହିଛନ୍ତି ଆମେ ଡକ୍ୟୁମେଣ୍ଟ ହାସଲ କରିବୁ ଏବଂ ତା’ପରେ ହାଇକୋର୍ଟରେ ଚାଲିଥିବା ପ୍ରକ୍ରିୟାକୁ ନେଇ ଚ୍ୟାଲେଞ୍ଜ କରାଯିବ କି ନାହିଁ ତାହା ସ୍ଥିର କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମାତ୍ମକ ଖବର ଯୋଗୁ ଗ୍ୟାସ ସିଲିଣ୍ଡର ପାଇଁ ଆତଙ୍କ, ବଡ଼ ପଦକ୍ଷେପ ନେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୧ା୩: ଦେଶରେ ଏଲପିଜି (LPG) ସଙ୍କଟକୁ ନେଇ ବ୍ୟାପୁଥିବା ଗୁଜବ ଓ ଭ୍ରମାତ୍ମକ ଖବର ଯୋଗୁଁ ଉପଭୋକ୍ତାଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଏହି କାରଣରୁ ଅନେକ ସ୍ଥାନରେ…

ମାଛ ଜାଲରୁ ସାପକୁ ଉଦ୍ଧାର କରିବାବେଳେ ମାରିଲା ଚୋଟ, ଆଉ ତା’ ପରେ…

ଆନନ୍ଦପୁର,୧୧ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା କଲରା ଗଡ଼ିଆ ଗ୍ରାମର ସୁଜିତ ନାଏକ (୪୫)ବିଷଧର ସାପ ଚୋଟରେ ମୃତ୍ୟୁ ଘଟିଛି। ସୂଚନାରୁ…

ଭାଜପାରେ ମିଶିଲେ ବାଲେଶ୍ବରର ପୂର୍ବତନ ଏମପି ରବୀନ୍ଦ୍ର ଜେନା, କାଲି ଛାଡିଥିଲେ ବିଜେଡି

ଭୁବନେଶ୍ବର,୧୧।୩: ବ୍ୟକ୍ତିଗତ କାରଣ ଦର୍ଶାଇ ବିଜେଡିରୁ ଇସ୍ତଫା ଦେଇଥିବା ରବୀନ୍ଦ୍ର ଜେନା ଆଜି ଭାଜପାରେ ମିଶିଛନ୍ତି । ରାଜ୍ୟ ପାର୍ଟି ଅଫିସ ଯାଇ ସେ ଦଳରେ ସାମିଲ…

ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ, ଘୁମୁସରର ରାଜା-ପ୍ରଜାମାନଙ୍କ ପାଇଁ ଆଜି…

ଭଞ୍ଜନଗର,୧୧ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟରେ ବୁଧବାର ଉତ୍କଳୀୟ ସଂସ୍କୃତିରେ ଶ୍ରୀଜଗନ୍ନାଥ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ଅକ୍ଟୋବରରୁ ଚୋରି ହୋଇଥିବା ଟ୍ରାକ୍ଟର ଆନ୍ଧ୍ରରୁ ଉଦ୍ଧାର, ୫ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର,୧୧ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରୁ ଚୋରି ହୋଇଥିବା ଟ୍ରାକ୍ଟରକୁ ଆନ୍ଧ୍ରପ୍ରଦେଶରୁ ଉଦ୍ଧାର କରିଛି ଲୋଇସିଂହା ପୋଲିସ। ବଲାଙ୍ଗୀର ଏସ୍‌ଡିପିଓଙ୍କ କାର୍ଯ୍ୟାଳୟଠାରେ ବୁଧବାର ଏକ ଖବରଦାତା ସମ୍ମିଳନୀ…

ଷ୍ଟ୍ରେଟ୍‌ ଅଫ୍‌ ହୋର୍ମୁଜ୍‌ରେ ଥାଇଲାଣ୍ଡ ଜାହାଜ ଉପରକୁ ଆକ୍ରମଣ, ୨୩ କ୍ରୁ ମେମ୍ବର…

ନୂଆଦିଲ୍ଲୀ,୧୧।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ଦିନକୁ ଦିନ ଉଗ୍ର ହେବାରେ ଲାଗିଛି । ଏହି ସଂଘର୍ଷ ମଧ୍ୟରେ ଇରାନ ହୋର୍ମୁଜ୍ ଷ୍ଟ୍ରେଟ ଉପରେ…

ଯୁଦ୍ଧ ଭିତରେ ଭାରତ ପଠାଇଲା ଓ଼୍ବାର ସିପ୍‌? ଆଲର୍ଟରେ ଇଣ୍ଡିଆନ ନେଭି…

ନୂଆଦିଲ୍ଲୀ,୧୧।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଭୟଙ୍କର ଯୁଦ୍ଧ ଆଉ ମଧ୍ୟପ୍ରାଚ୍ୟରେ ସୀମିତ ନାହିଁ; ଏହା ସିଧାସଳଖ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଏହି ଯୁଦ୍ଧ…

ସ୍ବାମୀଙ୍କଠାରୁ ଛାଡ଼ପତ୍ର ନେଲେ ଆଉ ଜଣେ ଅଭିନେତ୍ରୀ, ବିବାହର ୪ ବର୍ଷ ପରେ…

ମୁମ୍ବାଇ: ଏବେ ସେଲିବ୍ରିଟି ଛାଡ଼ପତ୍ର ତାଲିକାରେ ଯୋଡ଼ି ହୋଇଛନ୍ତି ଆଉ ଜଣେ ଅଭିନେତ୍ରୀ। ସେ ତାଙ୍କ ବ୍ୟବସାୟୀ ସ୍ବାମୀଙ୍କୁ ଛାଡ଼ପତ୍ର ଦେଇଛନ୍ତି। ସେମାନଙ୍କ ବିବାହରେ ଫାଟ ହେବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri