ଚନ୍ଦା କୋଚରଙ୍କୁ ସମନ

ନୂଆଦିଲ୍ଲୀ,୭।୨: ଆଇସିଆଇସିଆଇ ବ୍ୟାଙ୍କର ପୂର୍ବତନ ସିଇଓ ଚନ୍ଦା କୋଚରଙ୍କୁ ସ୍ବତନ୍ତ୍ର କୋର୍ଟ ସମନ କରିଛି। ଘରୋଇ କମ୍ପାନୀ ଭିଡିଓକନ ଗ୍ରୁପ୍‌ର ଅଧ୍ୟକ୍ଷ ଭେନୁଗୋପାଳ ଧୂତ୍‌ଙ୍କୁ କୋଚର ଅହେତୁକ ଅନୁକମ୍ପା ଦେଖାଇବା ଘଟଣା ସାମ୍ନାକୁ ଆସିଥିଲା। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏହି ଘଟଣାର ତଦନ୍ତ କରୁଛି। ଏହି ଘଟଣାକୁ ନେଇ ବିିବାଦରେ ରହିଥିବା ଚନ୍ଦା କୋଚର ଓ ଧୂତ୍‌ଙ୍କୁ ଫେବୃୟାରୀ ୧୨ରେ ସ୍ବତନ୍ତ୍ର କୋର୍ଟରେ ହାଜର ହେବାକୁ ସମନ ଜାରି କରାଯାଇଛି। ପ୍ରିଭେନ୍‌ସନ ଅଫ୍‌ ମନିଂ ଲଣ୍ଡରିଂ ଆକ୍ଟ (ପିଏମ୍‌ଏଲ୍‌ଏ)କୁ ଆଧାରକରି ସ୍ବତନ୍ତ୍ର କୋର୍ଟଙ୍କ ପକ୍ଷରୁ ଏହି ସମନ ଜାରି କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରି ବଳାତ୍କାର କଲେ ରାହୁଲ: ଘଟଣା ଜଣାପଡ଼ିବା ପରେ…

ଦେବଗଡ,୨୬।୬(ଶଶାଙ୍କ ଶେଖର ଝାଙ୍କର):ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ଅଭିଯୋଗରେ ଦେବଗଡ ଆଦର୍ଶ ଥାନା ପୋଲିସ କାଲକାଠ ଗ୍ରାମର ଯୋଗେଶ୍ୱର ପାତ୍ରଙ୍କ ପୁଅ ରାହୁଲ ପାତ୍ର (୧୯)କୁ…

କ୍ରିଷ୍ଣା ବିକାଶ ଗ୍ରୁପର ଅଭୂତପୂର୍ବ ସଫଳତା: ଶିକ୍ଷାନୁଷ୍ଠାନ ପାଇଁ ଗୌରବ ଆଣିଲେ ୬୦ଜଣ ଛାତ୍ରୀଛାତ୍ର

ବରଗଡ଼,୨୬୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷ ପ୍ରକାଶିତ କମନ୍‌ ୟୁନିଭର୍ସିଟି ଏଣ୍ଟ୍ରାନ୍ସ ଟେଷ୍ଟ(ସିୟୁଇଟି) ପରୀକ୍ଷାରେ କ୍ରିଷ୍ଣା ବିକାଶ ଗ୍ରୁପ ଅନ୍ତର୍ଗତ ବରଗଡ଼ ସହର ଉପକଣ୍ଠ ବିକାଶ ଆବାସିକ ବିଦ୍ୟାଳୟ ଓ ବିକାଶ…

କେତନଙ୍କ ହତ୍ୟା ପରେ ସିୟାଙ୍କ କଥା ବଖାଣିଲେ ସିକ୍ୟୁରିଟି ଗାର୍ଡ, ଦେଲେ ବିସ୍ଫୋରକ ବୟାନ

ପୁଣେ, ୨୬।୬: ମହାରାଷ୍ଟ୍ର ଲୋହଗଡ଼ ଦୁର୍ଗରେ ୨୬ ବର୍ଷୀୟ କେତନ ଅଗ୍ରୱାଲଙ୍କ ମୃତ୍ୟୁ ପରର ଘଟଣା ବର୍ଣ୍ଣନା କରିଛନ୍ତି ସିକ୍ୟୁରିଟି ଗାର୍ଡ ଧୀରଜ ଯାଦବ। ସେ କହିଛନ୍ତି…

ବଢ଼ିଲା ଉଦ୍ଧବଙ୍କ ଚିନ୍ତା, ପାର୍ଲାମେଣ୍ଟ ଅଫିସ ହରାଇବା ସ୍ଥିତିରେ ଶିବସେନା

ମୁମ୍ବାଇ, ୨୬।୬: ମହାରାଷ୍ଟ୍ର ରାଜନୀତିରେ ଶିବସେନା (ୟୁବିଟି) ଏବଂ ମହା ବିକାଶ ଅଘାଡ଼ି (ଏମ୍‌ଭିଏ) ମେଣ୍ଟର ସଙ୍କଟ ଦିନକୁ ଦିନ ଗଭୀର ହେବାରେ ଲାଗିଛି। ବୁଧବାର ସାରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri