୧୨ ଆଇକନିକ୍‌ ସ୍ଥାନ ମଧ୍ୟରେ ସୂର୍ଯ୍ୟମନ୍ଦିର

ଭୁବନେଶ୍ୱର, ୨୪।୨(ବ୍ୟୁରୋ): ସ୍ବଚ୍ଛ ଭାରତ ସ୍ବତନ୍ତ୍ର ସଫେଇ ଅଭିଯାନର ଚତୁର୍ଥ ପର୍ଯ୍ୟାୟରେ କୋଣାର୍କ ସୂର୍ଯ୍ୟମନ୍ଦିର ସ୍ଥାନ ପାଇଛି। ମଙ୍ଗଳବାର କେନ୍ଦ୍ର ସରକାର ଦେଶର ୧୨ଟି ଆଇକନିକ ସ୍ଥାନର ନାମ ପ୍ରକାଶ କରିଛି। ଏଥିମଧ୍ୟରେ ଓଡ଼ିଶାର ସୂର୍ଯ୍ୟମନ୍ଦିର ରହିଥିବାବେଳେ ମହାରାଷ୍ଟ୍ରର ଅଜନ୍ତା ଗୁମ୍ଫା, ମଧ୍ୟପ୍ରଦେଶ ସାଞ୍ଚତ୍ ସ୍ତୂପ, ରାଜସ୍ଥାନର କୁମ୍ଭଲଗଡ଼ ଦୁର୍ଗ, ଜୈସାଲ୍‌ମେର୍‌ ଦୁର୍ଗ ଓ ରାମଡେବ୍ରା, ତେଲଙ୍ଗାନାର ଗୋଲ୍‌କୋଣ୍ଡା ଦୁର୍ଗ, ଚଣ୍ଡିଗଡ଼ର ରକ୍‌ ଗାର୍ଡେନ, ଜମ୍ମୁ-କଶ୍ମୀରର ଡାଏ ଲେକ୍‌, ଉତ୍ତରପ୍ରଦେଶର ବାଙ୍କେବିହାରୀ ମନ୍ଦିର ଓ ଆଗ୍ରା ଦୁର୍ଗ ଏବଂ ପଶ୍ଚିମବଙ୍ଗର କାଳିଘାଟ ମନ୍ଦିର ରହିଛି। ତେବେ ପୂର୍ବରୁ ଅର୍ଥାତ୍‌ ପ୍ରଥମ ପର୍ଯ୍ୟାୟ ତାଲିକାରେ ପୁରୀର ଜଗନ୍ନାଥ ମନ୍ଦିର ସ୍ଥାନ ପାଇଥିବାବେଳେ ଏବେ ସୂର୍ଯ୍ୟମନ୍ଦିରକୁ ତାଲିକାଭୁକ୍ତ କରାଯାଇଛି। ସ୍ବଚ୍ଛ ଭାରତ ମିଶନ ଅଧୀନରେ ଦେଶର ୧୦୦ଟି ପ୍ରତୀକାତ୍ମକ ଐତିହ୍ୟ, ଆଧ୍ୟାତ୍ମିକ ଓ ସାଂସ୍କୃତିକ ସ୍ଥାନ ଉପରେ ପର୍ଯ୍ୟବସିତ ଏକ ସ୍ବତନ୍ତ୍ର ସଫେଇ କାର୍ଯ୍ୟ କରିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିର୍ଦ୍ଦେଶରେ ଏହି ପଦକ୍ଷେପ ନିଆଯାଉଛି। ନଗର ଉନ୍ନୟନ ମନ୍ତ୍ରଣାଳୟ, ସଂସ୍କୃତି ମନ୍ତ୍ରଣାଳୟ, ପର୍ଯ୍ୟଟନ ମନ୍ତ୍ରଣାଳୟ ଏବଂ ସମ୍ପୃକ୍ତ ରାଜ୍ୟ ସରକାରଙ୍କ ସହଯୋଗରେ ପାନୀୟ ଜଳ ଓ ପରିମଳ ମନ୍ତ୍ରଣାଳୟ ଏହାର ସଂଯୋଜନା କରିବ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri