ସୁନାବେଶରେ ସାଆନ୍ତେଙ୍କୁ ଦର୍ଶନ କରିବାକୁ ଭକ୍ତ ଆତୁର

ପୁରୀ,୫ା୭: ଆଜି ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ବଡ଼ ଏକାଦଶୀ ତିଥି। ମହଣ ମହଣ ସୁନାରେ ଆଭୂଷିତ ହେଉଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଶ୍ରୀଜିଉଙ୍କ ସମସ୍ତ ଚିତ୍ତାକର୍ଷକ ବେଶ ମଧ୍ୟରେ ସୁନାବେଶ ଅର୍ଥାତ ବଡ ତଢାଉ ବେଶ ଅନ୍ୟତମ ।

୧୩୮ ପ୍ରକାରର ସ୍ବର୍ଣ୍ଣ ଅଳଙ୍କାରରେ ଝଲସିବେ ଶ୍ରୀଜିଉ । ଏହି ମନମୁଗ୍ଧକର ବେଶ ବର୍ଷକରେ ଥରେ ରଥ ଉପରେ ଅନୁଷ୍ଠିତ ହେଉଥିବା ବେଳେ ଏହି ବେଶରେ ଦର୍ଶନ କଲେ ଅଶେଷ ପୁଣ୍ୟ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି । ଏନେଇ ବଡ଼ଦାଣ୍ଡ ଲୋକାରଣ୍ୟ ହୋଇଉଠିଛି । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ମାର୍କେଟ ଛକରୁ ବ୍ୟାରିକେଡ଼ କରାଯାଇଛି । ଶ୍ରଦ୍ଧାଳୁ ମାର୍କେଟ ଛକରୁ ବ୍ୟାରିକେଡରେ ଆସି ବେଶ ଦେଖିବା ପରେ ତିନିରଥ ପଛପଟ ରାସ୍ତା ଦେଇ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି ।

ଅନ୍ୟପକ୍ଷେ ସୁନାବେଶ ସାଆନ୍ତେଙ୍କୁ ଦର୍ଶନ କରିବାକୁ ଆତୁର ହୋଇପଡିଛନ୍ତି ଭକ୍ତ। ଶ୍ରୀକ୍ଷେତ୍ର ଆସିବାକୁ ରାସ୍ତାରେ ପଛକୁ ପଛ ଲମ୍ବିଛି ଗାଡ଼ିର ଲମ୍ବା ଲାଇନ। ଅନ୍ୟପକ୍ଷେ ଟ୍ରାଫିକ କଣ୍ଟ୍ରୋଲ ରୁମରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆ। ପୁରୀରେ କେତେ ଗାଡ଼ି ପ୍ରବେଶ କରୁଛି ଏବଂ ବାହାରୁଛି ସବୁ ଉପରେ ନଜର ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri