ଭୁବନେଶ୍ୱର,୨୯।୬(ଶର୍ମିଷ୍ଠା ପାଣିଗ୍ରାହୀ) ନମ୍ବର ଗୁଣ୍ଡିଚା ମନ୍ଦିରରୁ ଇସ୍କନ ଅଭିମୁଖେ ରଥ ବାହାରିବା ସମୟରେ ଭକ୍ତଙ୍କ ଭିଡ଼ ଖୁବ୍ ଜମିଥିଲା। ସମସ୍ତେ ହାତଯୋଡ଼ି ନତମସ୍ତକରେ ହରିବୋଲ ଓ ହୁଳହୁଳି ପକାଇ ଦାରୁବ୍ରହ୍ମଙ୍କୁ ମାଉସୀ ମା’ ଘରୁ ବିଦାୟ ଦେଇଛନ୍ତି। ଦିନ୧୨ଟାରୁ ୨ଟା ପର୍ଯ୍ୟନ୍ତ ପହଣ୍ଡିରେ ବାହାରିଲେ ୩ ଦିଅଁ। ୨ଟା ୩୦ରେ ଛେରାପହଁରା କରାଯାଇ ୩ଟା ୩୦ ବେଳକୁ ରଥ ଗଡ଼ିଲା ଇସ୍କନ ଅଭିମୁଖେ। ରଥାରୂଢ଼ ମହାବାହୁଙ୍କୁ ପ୍ରାୟ ୨୦ ମିନିଟ ପର୍ଯ୍ୟନ୍ତ ସା ଆଳତି କରାଗଲା। ରଥଟଣା ଦେଖିବା ପାଇଁ ରାସ୍ତାରେ ଭକ୍ତଙ୍କ ପ୍ରବଳ ସାମାଗମ ଦେଖିବାକୁ ମିଳିଥିଲା। ସା ପ୍ରାୟ ୬ଟା ବେଳକୁ ତିନିଠାକୁର ଇସ୍କନ ଜଗନ୍ନାଥ ମନ୍ଦିରରେ ପହଞ୍ଚିଥିଲେ। ସା ୭ଟା ବେଳକୁ ମନ୍ଦିର ପରିସରରେ ଆଳତି କରାଯାଇଥିଲା। ଗୁରୁବାର ରାତିରେ ୭ଟା ୩୦ରୁ ୧୦ଟା ୩୦ ପର୍ଯ୍ୟନ୍ତ ଠାକୁରଙ୍କ ସୁନାବେଶ ହେବ।
ମୁଖ୍ୟମନ୍ତ୍ରୀ, ମନ୍ତ୍ରୀଙ୍କ କ୍ୱାର୍ଟର୍ସ ନବୀକରଣରେ ପାଇଁ ଏତିକି କୋଟି ଟଙ୍କା ଖର୍ଚ୍ଚ କଲେଣି ସରକାର
ଭୁବନେଶ୍ୱର,୯ା୧୨: ନୂତନ ସରକାର ଗଠନ ପରେ ମୁଖ୍ୟମନ୍ତ୍ରୀ ଏବଂ ମନ୍ତ୍ରୀମାନଙ୍କର ସରକାରୀ କ୍ୱାର୍ଟର୍ସ ମରାମତି ଓ ନବୀକରଣ ବାବଦରେ ମୋଟ ୩.୩୯ କୋଟି ଟଙ୍କା ବ୍ୟୟ...
ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍ରେ ଉଠାଇଥିବା ପାପାରାଜିଙ୍କ ଉପରେ...
ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍ ଇଣ୍ଡିଆର ଟିମ୍ ଘୋଷଣା, ଦଳରେ ଅଛନ୍ତି…
ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...
India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...
ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...
ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା
ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...
ଓଡିଶା ସରକାରଙ୍କ ବଡ ନିଷ୍ପତ୍ତି: ସିଟିଂ ବିଧାୟକଙ୍କ ମୃତ୍ୟୁ ହେଲେ ମିଳିବ ଏତିକି ଲକ୍ଷ ଟଙ୍କା
ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ନିର୍ଦ୍ଧାରିତ ସମୟର ୧୮ ଦିନ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହୋଇଛି। ଏହି ଅଧିବେଶନ ସମୟରେ...
୧୮ ଦିନ ପୂର୍ବରୁ ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ, ମାତ୍ର ୧୧ ଦିନରେ…
ଭୁବନେଶ୍ୱର,୯।୧୨: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ୱାରା ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଡିସେମ୍ବର ୩୧ ତାରିଖ...
Archives


