ବିନା ଭକ୍ତରେ ଚତୁର୍ଦ୍ଧାବିଗ୍ରହଙ୍କ ସୁନାବେଶ

ପୁରୀ ଅଫିସ, ୨।୭: ନବଦିନାତ୍ମକ ଯାତ୍ରା ଶେଷକରି ବୁଧବାର ବାହୁଡ଼ି ଆସିଛନ୍ତି ଚତୁର୍ଦ୍ଧାବିଗ୍ରହ। ସିଂହଦ୍ୱାର ସମ୍ମୁଖରେ ରଥାରୂଢ଼ ମହାପ୍ରଭୁଙ୍କର ଗୁରୁବାର ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଛି। ପ୍ରାୟ ୧୩୮ ପ୍ରକାରର ସୁବର୍ଣ୍ଣ ଅଳଙ୍କାରେରେ ସଜ୍ଜିତ ହୋଇଛନ୍ତି ଦାରୁବିଗ୍ରହ। ବିଶ୍ୱନିଅନ୍ତାଙ୍କ ଏହି ଦିବ୍ୟ ବେଶକୁ କିନ୍ତୁ ଦର୍ଶନ କରିପାରୁ ନାହାନ୍ତି ଭକ୍ତ। ମହାମାରୀ କରୋନା ପାଇଁ ରଥଯାତ୍ରା ଓ ବାହୁଡ଼ା ଭଳି ସୁନା ବେଶ ବି ଭକ୍ତଶୂନ୍ୟ ରହିଛି।
ଏହି ସୁନା ବେଶ ପାଇଁ ସକାଳ ସାଢ଼େ ୬ଟାରୁ ତିନି ରଥରେ ମଙ୍ଗଳ ଆଳତି ହୋଇଥିଲା। ପରେ ଅନ୍ୟାନ୍ୟ ନୀତି ବଢ଼ି ଅପରାହ୍ନ ପ୍ରାୟ ସାଢ଼େ ୪ଟା ସୁଦ୍ଧା ମହାପ୍ରଭୁଙ୍କ ସୁନା ବେଶ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri