ୟୁରୋପରେ ବେଆଇନ ପ୍ରବାସୀଙ୍କ ଉପରେ ପ୍ରତିବନ୍ଧକ ନେଇ ସୁନକଙ୍କ ଉଦ୍‌ବେଗ

ଲଣ୍ଡନ,୧୭ା୧୨: ୟୁରୋପରେ ବେଆଇନ ପ୍ରବେଶ ନେଇ ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୁନକ କହିଛନ୍ତି, କିଛି ଶତ୍ରୁ ଲୋକଙ୍କର ସ୍ଥାନାନ୍ତରକୁ ଅସ୍ତ୍ର ଭାବରେ ବ୍ୟବହାର କରି ସମାଜକୁ ଅସ୍ଥିର କରିବାକୁ ଚାହୁଁଛନ୍ତି। ସେ କହିଛନ୍ତି, ବଢୁଥିବା ପ୍ରବାସୀ ସଂଖ୍ୟା ୟୁରୋପୀୟ ଦେଶମାନଙ୍କ ଉପରେ ଅଧିକ ଭାରୀ ପଡ଼ିପାରେ।

ଅବାଧ ପ୍ରବାସୀମାନଙ୍କୁ ରୋକିବା ପାଇଁ ବ୍ରିଟେନ ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସୁନକ ଏହି ବିଲକୁ ବର୍ତ୍ତମାନର କଠୋର ବିରୋଧୀ ଆଇନ ବୋଲି ବର୍ଣ୍ଣନା କରିଛନ୍ତି। ନିଜ ଦେଶକୁ କିଏ ଆସିବ ତାହା ସ୍ଥିର କରିବାର ବ୍ରିଟେନ ଲୋକଙ୍କର ଅଧିକାର ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri