ବିଜେଡିରୁ ଇସ୍ତଫା ଦେବା ପରେ ବିସ୍ଫୋରକ ବୟାନ ଦେଲେ ସୁନନ୍ଦା, କହିଲେ ପାଣ୍ଡିଆନ ଡାକିଥିଲେ କିନ୍ତୁ…

ଭୁବନେଶ୍ୱର,୩୦।୧୦: ବିଜେଡିରୁ ଇସ୍ତଫା ଦେବା ପରେ ସୁନନ୍ଦା ଦାସ ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଅଫିସର ମାନେ ବିଜେଡି ଟିକେଟ ବାଣ୍ଟୁଥିଲେ। ଡିଏସ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଦେଖା କରିବାକୁ କୁହାଯାଇଥିଲା। ମୁଁ ମଧ୍ୟ ସେମାନଙ୍କୁ ଟିକେଟ ପ୍ରସଙ୍ଗରେ ଦେଖା କରିଥିଲି। ପାଣ୍ଡିଆନ ମଧ୍ୟ ଡାକିଥିଲେ, ନବୀନ ନିବାସ ଯାଇଥିଲି। ମୁଁ ଯାଜପୁର ବ୍ୟାପାରରେ ମୁଣ୍ଡ ପୂରାଇଲିନି ବୋଲି ଟିକେଟ କଟିଛି ବୋଲି କହିଥିଲେ।

ସୁନନ୍ଦା ଆହୁରି କହିଛନ୍ତି, ନେତାଙ୍କୁ ଅଣଦେଖାରୁ ବିଜେଡି ହାରିଛି। ନବୀନ ବାବୁ ନିଜେ ଟିକେଟ ବାଣ୍ଟିଥିଲେ ବିଜେଡି ପୁଣି ସରକାର କରିଥାନ୍ତା। ମାତ୍ର ଟିକେଟ ବାଣ୍ଟିବା ବେଳେ ସେମାନେ ସେପରି କଲେ ନାହିଁ। ପ୍ରଭୁ ଜଗନ୍ନାଥ ବିଚାର କରିବେ ବୋଲି ସେତେବେଳେ କହିଥିଲି। ପ୍ରଭୁ ଜଗନ୍ନାଥ ଠିକ ବିଚାର କରିଛନ୍ତି, ମୁଁ ମଧ୍ୟ ଦେଖାକରି ଆସିଛି।

ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ସେ ତାଙ୍କ ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ୫ ମାସ ହେଲା ଦଳରେ ଅଣଦେଖା ହୋଇ ରହିଥିବା ସେ ଅଭିଯୋଗ କରିଛନ୍ତି।

ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଧାୟକ ହୋଇଥିଲେ। ତେବେ ୨୦୨୪ ନିର୍ବଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନ ଥିଲା। ତାଙ୍କ ବଦଳରେ ଭାଜପା ଛାଡି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri