ନୂଆଁଖାଇ ପାଳିଲେ ସୁନାନୀ ପରିବାର: ଏକାଠି ଖାଇଲେ ୬୦ ପରିବାରର ୩୫୦ରୁ ଊର୍ଦ୍ଧ୍ୱ ସଦସ୍ୟ

ନୂଆପଡ଼ା,୩୦ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଦର୍ଲିପଡା ପଞ୍ଚାୟତ ଡୁମେରପାଣି ଗାଁର ସୁନାନୀ ପରିବାର ସାମୂହିକ ଭାବେ ନୂଆଁଖାଇ ପାଳନ କରିଛନ୍ତି ା ଝାଙ୍କର ଗୌରାଙ୍ଗ ସୁନାନୀ ଓ ଗଜମନ ସୁନାନୀ ଗାଁ ଇଷ୍ଟ ଦେବଦେବୀଙ୍କଠାରେ ନୂଆଁଧାନ ଚୂଡା ଭୋଗ ଭାବରେ ଅର୍ପଣ ପରେ ଗାଁର ୬୦ ପରିବାରର ୩୫୦ରୁ ଊର୍ଦ୍ଧ୍ୱ ସଦସ୍ୟ ଏକାଠି ହୋଇ ନୂଆଁ ଖାଇଥିଲେ ା ଏହା ପରେ ପରସ୍ପର ମଧ୍ୟରେ ଜୁହାର ଭେଟ ଅନୁଷ୍ଠିତ ହୋଇଥିଲା। ପ୍ରଥମଥର ପାଇଁ ଏକାଠି ବସି ନବାନ୍ନ ଭକ୍ଷଣ କରିଥିବାରୁ ସମସ୍ତେ ଖୁସି ବ୍ୟକ୍ତ କରିଥିଲେ। ଗ୍ରାମର ଜଣେ ବୟୋଜ୍ୟୋଷ୍ଠଙ୍କ କହିବା କଥା ନୂଆଁଖାଇରେ ଯିଏ ଯେତେ ଦୂରରେ ଥିଲେ ମଧ୍ୟ ଘରକୁ ଆସି ପରିବାର ସହ ଏକାଠି ବସି ନୂଆଁ ଖାଇଥାନ୍ତି ା ଗାଁର ସୁନାନୀ ପରିବାର ପ୍ରଥମଥର ଏକାଠି ବସି ନୂଆଁଖାଇ ପର୍ବ ପାଳନ କରିଛୁ। ଏହା ଭ୍ରାତୃଭାବ, ସ୍ନେହ, ପ୍ରୀତି ଓ ଏକତାର ପ୍ରତୀକ ବୋଲି ଅନୁଭବ ହେଉଛି। ଏହି ପର୍ବକୁ ସବୁବର୍ଷ ଏକାଠି ପାଳନ କରିବୁ ବୋଲି ସେ ପ୍ରକାଶ କରିଥିଲେ। ଯୋଗେନ୍ଦ୍ର ସୁନାନୀ, ଦୟାନିଧି ସୁନାନୀ, ଲବ ସୁନାନୀ, ଚତୁର୍ଭୁଜ ସୁନାନୀ ପ୍ରମୁଖ ଆୟୋଜନ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri