ପୂର୍ତ୍ତ ମନ୍ତ୍ରୀଙ୍କ ବଡ଼ ସୂଚନା: ସୁନାପୁର-ଋଷିକୁଲ୍ୟା ମୁହାଣ ହେବ ମେରାଇନ ଡ୍ରାଇଭ

ଛତ୍ରପୁର,୭ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାର ସମୁଦ୍ର ଉପକୂଳ ସୁନାପୁରଠାରୁ ଗୋପାଳପୁର ଦେଇ ଋଷିକୁଲ୍ୟା ମୁହାଣ ପର୍ଯ୍ୟନ୍ତ ମେରାଇନ ଡ୍ରାଇଭ ରାସ୍ତା ନିର୍ମାଣ ହେବ। ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଞ୍ଜାମ ଜିଲା ଗସ୍ତରେ ଆସିଥିବାବେଳେ ଛତ୍ରପୁରଠାରେ ଏହି ସୂଚନା ଦେଇଛନ୍ତି। ଏଥିପାଇଁ ଅତିଶୀଘ୍ର ପୂର୍ଣାଙ୍ଗ ପ୍ରକଳ୍ପ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରାଯିବ ବୋଲି ସେ କହିଛନ୍ତି। ଏହାର ପ୍ରାଥମିକ କାର୍ଯ୍ୟ ଆରମ୍ଭ ହୋଇଥିବା ମଧ୍ୟ ସେ ସୂଚନା ଦେଇଛନ୍ତି। ୩୭ କିଲୋମିଟର ଏହି ଉପକୂଳ ଅଞ୍ଚଳ ସାମୁଦ୍ରିକ ବେଳାଭୂମିରେ ମେରାଇନ ଡ୍ରାଇଭ ନିର୍ମାଣ କରାଯିବ। ଯାହାକି ପର୍ଯ୍ୟଟକଙ୍କୁ ଆକର୍ଷିତ କରିବ। ରାଜ୍ୟ ସରକାର ପର୍ଯ୍ୟଟନ ଶିଳ୍ପକୁ ଗୁରୁତ୍ୱ ଦେଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?