ରାଉରକେଲାକୁ ଶଟ୍‌ଡାଉନ୍‌ ଘୋଷଣା କଲେ ଜିଲାପାଳ

ସୁନ୍ଦରଗଡ଼,୧୦ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଚାଲିଛି। ଶୁକ୍ରବାର ସୁନ୍ଦରଗଡ଼ ଜିଲାରେ ପୁଣି ୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ପରିଶେଷରେ ରାଉରକେଲା ସହର ଓ କଲୁଙ୍ଗା ଶିଳ୍ପାଞ୍ଚଳକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଶନିବାର ଓ ରବିବାର ଏହି ଅଞ୍ଚଳକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ଏକ ବିଜ୍ଞପ୍ତିରେ ଏହି ଘୋଷଣା କରିଛନ୍ତି। ଶନିବାର ଭୋର୍‌ ୫ଟାରୁ ସୋମବାର ପର୍ଯ୍ୟନ୍ତ ଶଟ୍‌ଡାଉନ୍‌ ହେବ। ଏହା ଜୁଲାଇ ୩୧ ପର୍ଯ୍ୟନ୍ତ ବଳବତ୍ତର ରହିବ। ଶୁକ୍ରବାର ରାତି ୯ଟାରୁ ଭୋର୍‌ ୫ଟା ପର୍ଯ୍ୟନ୍ତ ପୂର୍ବ ଭଳି ରାତ୍ରିକାଳୀନ କର୍ଫ୍ୟୁ ମଧ୍ୟ କଡ଼ାକଡ଼ି ପାଳନ କରାଯିବା ନେଇ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଆଇଟିଆଇରେ ସ୍ପଟ ଆଡ୍‌ମିଶନ ଆରମ୍ଭ

କଟକ ଅଫିସ,୨୫।୯: ୪୯ଟି ସରକାରୀ ଆଇଟିଆଇ ଓ ୪୫୫ଟି ବେସରକାରୀ ଆଇଟିଆଇରେ ଚଳିତ ବର୍ଷ ନାମ ଲେଖା ପ୍ରକ୍ରିୟା ଜାରି ରହିଛି। ଡିଜିଟି ନିର୍ଦ୍ଦେଶନାମା ମୁତାବକ...

୫ କଣ୍ଟେନମେଣ୍ଟ ଜୋନ୍‌ରେ ତନାଘନା

ଭଦ୍ରକ ଅଫିସ, ୨୨ା୪-ଭଦ୍ରକ ଜିଲାରେ ସୋମବାର ୫ କରୋନା ରୋଗୀ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ମୁଣ୍ଡବ୍ୟଥା ବଢିଯାଇଛି। ପ୍ରଶାସନ ପକ୍ଷରୁ ବାସୁଦେବପୁର ବ୍ଲକର...

ଜୁଆର ଭସାଇନେଲା ବ୍ୟବସାୟୀଙ୍କ ପସରା

ପୁରୀ ଅଫିସ, ୪ା୮: ଗତ ଦୁଇଦିନ ହେଲା ପୁରୀ ସମୁଦ୍ର ଅଶାନ୍ତ ହୋଇପଡ଼ିଛି। ବାଲି ଅତଡ଼ା ଧସି ସମୁଦ୍ରରେ ମିଶୁଛି। ଉଚ୍ଚ ଜୁଆର ଆସି କୂଳ...

ଅଣ୍ଟାରେ ଅଟକିଛି ଭଙ୍ଗା ଛୁଞ୍ଚତ୍ ଘଟଣା:ଚିକିତ୍ସା ନ ପାଇ କଟକରୁ ଫେରିଲେ ଶିଶୁ କନ୍ୟା

ଅନୁଗୋଳ ଅଫିସ, ୧୯।୧୦ ଅନୁଗୋଳ ଜିଲା ତାଳଚେର କଣ୍ଢାଳ ପଞ୍ଚାୟତ ବାଲୁଗଁାର ଜଣେ ୫ ବର୍ଷୀୟା ଶିଶୁ କନ୍ୟା ଅଣ୍ଟାରେ ଇଞ୍ଜେକଶନ ଛୁଞ୍ଚତ୍ ଧରି ଶୁକ୍ରବାର...

ପାଣି କାଦୁଅ ଯୋଗୁ ଜମୁନି ବେପାର

ବଅଁରପାଳ,୧୭ା୬(ଡି.ଏନ.ଏ.) କରୋନା କଟକଣା ଯୋଗୁ ବଅଁରପାଳ ସାପ୍ତାହିକ ହାଟକୁ ଦୁଇଭାଗ କରିଦିଆଯାଇଛି। ଗୋଟିଏ ହାଟ ପୁରୁଣା ସ୍ଥାନରେ ବସୁଥିବା ବେଳେ ଅନ୍ୟଟି ବଅଁରପାଳ ହାଇସ୍କୁଲ ପଡିଆରେ...

ଟୁଇଟ୍‌ ପରେ ପ୍ରବାସୀ ଶ୍ରମିକଙ୍କୁ ମିଳିଲା ଆଶ୍ରୟ

ବରଗଡ଼ ଅଫିସ,୬ା୫: ଝାଡ଼ଖଣ୍ଡରୁ ଅତାବିରାରେ ମଙ୍ଗଳବାର ପହଞ୍ଚିଥିବା ଏକ ପ୍ରବାସୀ ଶ୍ରମିକ ପରିବାର ଆଶ୍ରୟ ଟିକିଏ ପାଇଁ ବାରଓଳି ଶୁଣ୍ଢିପିଣ୍ଡା ହୋଇଥିଲେ। ସେମାନେ ପୂର୍ବରୁ ଏକ...

ଗଞ୍ଜାମରେ ଟିଡି ଟିକାର ବ୍ୟବହାର ଆରମ୍ଭ: ୧ଲକ୍ଷ ୭୭ ହଜାର ଜଣଙ୍କୁ ଦିଆଯିବ ଟିକା

ବ୍ରହ୍ମପୁର ଅଫିସ୍‌,୧୨।୬: ଗଞ୍ଜାମ ଜିଲାରେ ଟିଡି (ଟିଟାନସ୍‌ ଏବଂ ଆଡଲଟ୍‌ ଡିପ୍‌ଥେରିଆ) ଟିକାର ବ୍ୟବହାର ଆରମ୍ଭ ହୋଇଛି। ବ୍ରହ୍ମପୁର ସିଟି ହସ୍‌ପିଟାଲ୍‌ ପରିସରରେ ଥିବା ପୋଷ୍ଟପାର୍ଟମ...

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ : ପାସ୍‌ ହାର ୯୨.୨୧%

କେନ୍ଦୁଝର, ୨ା୬(ସ୍ବ.ପ୍ର.)-ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି ା ପାସ ହାର ରହିଛି ୯୨.୨୧% ରହିଥିବା...

Advertisement
Archives

Model This Week