ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ: ୬ ଗିରଫ, ଖୋଲିଲା ସ୍କୁଲ, କଲେଜ

ସୁନ୍ଦରଗଡ,୧୭।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ରେ ଘଟିଥିବା ୨ ଗୋଷ୍ଠୀ ସଂଘର୍ଷ ଘଟଣାରେ ଟାଉନଥାନା ପୋଲିସ ଶୁକ୍ରବାର ରାତିରେ ଉଭୟ
ପକ୍ଷରୁ ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଗୁରୁବାର ପ୍ରଶାସନ ପକ୍ଷରୁ ଶାନ୍ତି କମିଟି ବୈଠକରେ ହୋଇଥିବା ନିଷ୍ପତ୍ତି କ୍ରମେ ୨୪ଘଣ୍ଟା ପରେ ଜିଲାରେ ଇଣ୍ଟରନେଟ ସେବା ଫେରିଥିବା ବେଳେ ଲାଗୁ ହୋଇଥିବା ୧୬୩ ଧାରାକୁ ପ୍ରତ୍ୟାହାର କରାଯାଇଥିଲା।
ପରେ ଶନିବାର ସକାଳୁ ସୁନ୍ଦରଗଡ଼ ସହରରେ ସ୍ବଭାବିକ ଭାବରେ ଦୋକାନ ବଜାର, ସ୍କୁଲ କଲେଜଗୁଡିକ ଖୋଲିଛି। ଘଟଣା ଘଟିଥିବା
ସୁନ୍ଦରଗଡ଼ ରିଜେଣ୍ଟ ମାର୍କେଟ ସମେତ ସହରର ସମ୍ବେଦନଶୀଳ ସ୍ଥାନଗୁଡିକରେ ସ୍ବତନ୍ତ୍ର ପୋଲିସ ଫୋର୍ସ ମୁତୟନ ଅଛନ୍ତି। ପୋଲିସ ପକ୍ଷରୁ କଡାକଡି ପାଟ୍ରୋଲିଂ ମଧ୍ୟ ଜାରି ରହିଛି। ସହରରେ ୧୯ ପ୍ଲାଟୁନ ପୋଲିସ ଫୋର୍ସ ରହିଛନ୍ତି। ପୋଲିସ ପକ୍ଷରୁ ଏହି ଗୋଷ୍ଠୀ ସଙ୍ଘର୍ଷ ଘଟଣାରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଗିରଫ ପାଇଁ ପୋଲିସ ଚଢାଉ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ ସେମିଫାଇନାଲ ମ୍ୟାଚରେ ବର୍ଷା ହେଲେ କାହାକୁ ମିଳିବ ଫାଇନାଲ ଟିକେଟ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ICC ପୁରୁଷ ଟି-୨୦ ବିଶ୍ୱକପ ୨୦୨୬ର ପ୍ରଥମ ସେମିଫାଇନାଲ ମାର୍ଚ୍ଚ ୪ ତାରିଖରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ…

ଭାରତ ପାଖେ କେତେ ଦିନ ପାଇଁ ଗଚ୍ଛିତ ଅଛି ଅଶୋଧିତ ତୈଳ, ସରିଗଲେ କ’ଣ ପ୍ରଭାବ ପଡିବ, ଜାଣନ୍ତୁ…

ନୂଆଦିଲ୍ଲୀ,୪।୩: ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟ ବଜାର ଅସ୍ଥିରତା ଅନୁଭବ କରୁଛି। ଯୁଦ୍ଧର ପ୍ରଭାବ କେବଳ ଅଶୋଧିତ ତୈଳ ଏବଂ ଶେୟାର…

ମା’ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ, ଏକତ୍ରିତ ହୋଇ ପୂଜାର୍ଚ୍ଚନା କଲେ ଲୋକେ

ଲୋଇସିଂହା,୪।୩( ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଲୁହୁରାପାଲି ମା’ ମାହେଶ୍ୱରୀ ପୀଠରେ ଫଗୁଣ ପୂର୍ଣ୍ଣିମା ଉତ୍ସବ ପାଳିତ ହୋଇଯାଇଛି। ଗ୍ରାମର ଡୁମାଲ ସମ୍ପ୍ରଦାୟର ଲୋକେ…

ସେମିଫାଇନାଲ ଭାରତୀୟ ଦଳର ପ୍ରାକ୍ଟିସ୍‌ ସମୟରେ ଅଚାନକ କରାଗଲା ପରିବର୍ତ୍ତନ, ହଇଚଇ ସୃଷ୍ଟି

ନୂଆଦିଲ୍ଲୀ,୪।୩: ମୁମ୍ବାଇରେ ହେବାକୁ ଥିବା ୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ ପୂର୍ବରୁ, ଭାରତୀୟ ଦଳର ପ୍ରତ୍ୟେକ ଗତିବିଧି ଉପରେ ନଜର ରଖାଯାଇଛି। ପ୍ଲେଇଂ ଇଲେଭେନରୁ ନେଟ ପ୍ରସ୍ତୁତି…

ସେମିଫାଇନାଲରେ ଭାରତ ପାଇଁ ଘାତକ ହେବେ ଏହି ୫ ଇଂଲଣ୍ଡ ଖେଳାଳି! ଭାରତଠୁ ଛଡାଇନେଇପାରନ୍ତି ଫାଇନାଲ ଟିକେଟ୍‌

ନୂଆଦିଲ୍ଲୀ,୪।୩: ବିଶ୍ୱର କୌଣସି ଦଳ ଲଗାତାର ଦୁଇଥର ଟି-୨୦ ବିଶ୍ୱକପ ଜିତି ନାହିଁ। ଭାରତୀୟ କ୍ରିକେଟ ଦଳ ଏହାକୁ ହାସଲ କରିବା ଏବଂ ଇତିହାସ ସୃଷ୍ଟି କରିବାଠାରୁ…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ, ଯାରା ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୪।୩: ଉପସାଗରୀୟ ଦେଶଗୁଡ଼ିକରେ ଯୁଦ୍ଧ ଭଳି ପରିସ୍ଥିତି ବିଶ୍ୱ ଶକ୍ତି ଯୋଗାଣକୁ ବିପଦରେ ପକାଇଛି। ଏହି ସଙ୍କଟ ସମୟରେ, ଭାରତର ଦୀର୍ଘକାଳୀନ ଏବଂ ବିଶ୍ୱସ୍ତ ବନ୍ଧୁ, ରୁଷିଆ…

ଆଜି ରଙ୍ଗର ପର୍ବ ହୋଲି: ସବୁଆଡେ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୪।୩: ଆଜି ରଙ୍ଗର ଉତ୍ସବ ହୋଲି। ସାରା ଦେଶରେ ଉତ୍ସବର ମାହୋଲ। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ…

୪ର୍ଥ ଆସନ ପ୍ରଶ୍ନବାଚୀରେ…

ଭୁବନେଶର,୩।୩( ସୁନିତ ମିଶ୍ର): ଓଡ଼ିଶାରେ ୪ ରାଜ୍ୟ ସଭା ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବାକୁ ଯାଉଛି। କହିବାକୁ ଗଲେ ୩ଟି ଆସନରେ ଭୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri