ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ ପହଞ୍ଚିବେ। ସାତକୋଶିଆ ବନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଏନ୍‌କ୍ଲୋଜରକୁ ଯାଇ ବାଘୁଣୀର ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସୁନ୍ଦରୀକୁ ଅଣାଯାଇଥିଲା। ଦୁଇଦୁଇଥର ମଣିଷ ଶିକାର କରିବା ପରେ ୨୦୧୮ରୁ ସୁନ୍ଦରୀକୁ ଏନ୍‌କ୍ଲୋଜର ଭିତରେ ରଖାଯାଇଛି। ଏବେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ଅଭୟାରଣ୍ୟକୁ ଫେରାଇ ନେବା ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ଅମଳରେ ପଛେଇଗଲା ଓଡ଼ିଶା, ବେକାରୀ ବୃଦ୍ଧି: ବିଜେଡିର ସାଂଘାତିକ ଅଭିଯୋଗ

ଭୁବନେଶ୍ୱର,୨୨।୧୨: ଓଡ଼ିଶାରେ ଶାସନ କରୁଥିବା ଭାଜପା ସରକାରଙ୍କୁ ଅର୍ଥନୈତିକ ବିଫଳତା ପ୍ରସଙ୍ଗରେ ଘେରିଛି ବିରୋଧୀ ବିଜୁ ଜନତା ଦଳ (ବିଜେଡି)। ରାଜ୍ୟର ଅଭିବୃଦ୍ଧି ହାର କମିବା...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ହାଇଦ୍ରାବାଦରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଚିଠି ଏପରି କହିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୨୨।୧୨: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ କମିଶନ (OSCBC) ର ପୁନର୍ଗଠନ ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri