ଫେରିଯିବ ସୁନ୍ଦରୀ

ଅନୁଗୋଳ ଅଫିସ,୨୧।୩: ଆଜି ମଧ୍ୟପ୍ରଦେଶ ଫେରିଯିବ ସୁନ୍ଦରୀ। ଏଥିପାଇଁ ୬ ଜଣିଆ ବିଶେଷଜ୍ଞ ଦଳ ସାତକୋଶିଆ ଅଭିମୁଖେ ଆସୁଛନ୍ତି। ଅପରାହ୍ନ ସୁଦ୍ଧା ଏହି ଦଳ ଅନୁଗୋଳରେ ପହଞ୍ଚିବେ। ସାତକୋଶିଆ ବନ ଅଧିକାରୀମାନଙ୍କ ସହ ଆଲୋଚନା ପରେ ଏନ୍‌କ୍ଲୋଜରକୁ ଯାଇ ବାଘୁଣୀର ପରିସ୍ଥିତି ଅନୁଧ୍ୟାନ କରିବେ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ସାତକୋଶିଆ ଅଭୟାରଣ୍ୟରେ ବାଘ ବଂଶ ବୃଦ୍ଧି ପାଇଁ ସୁନ୍ଦରୀକୁ ଅଣାଯାଇଥିଲା। ଦୁଇଦୁଇଥର ମଣିଷ ଶିକାର କରିବା ପରେ ୨୦୧୮ରୁ ସୁନ୍ଦରୀକୁ ଏନ୍‌କ୍ଲୋଜର ଭିତରେ ରଖାଯାଇଛି। ଏବେ ମଧ୍ୟପ୍ରଦେଶର କାହ୍ନା ବ୍ୟାଘ୍ର ଅଭୟାରଣ୍ୟକୁ ଫେରାଇ ନେବା ପାଇଁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫.୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଯୁବକ ଗିରଫ

ଖୋର୍ଦ୍ଧା ଅଫିସ,୨୩।୨:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି। ନିର୍ବାଚନ ସମୟରେ ବେଆଇନ ମଦ ଓ ନିଶା କାରବାର ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ରାଜ୍ୟ...

ଦାରିଙ୍ଗବାଡିରେ ୪୯ ମି.ମି. ବର୍ଷା: ୩୫କୁ ଖସିଲା ପାରଦ

ଦାରିଙ୍ଗବାଡି,୨୯।୫(ଡି.ଏନ୍‌.ଏ.)- ଦାରିଙ୍ଗବାଡ ବ୍ଲକ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ କାଳବୈଶାଖୀ ପ୍ରଭାବରେ ପବନ ସହ ବର୍ଷା ହୋଇଛି। ୪୯ ମି.ମି. ବର୍ଷା ହୋଇଥିବା ବ୍ଲକ ପ୍ରଶାସନ...

ମଦ ଦୋକାନ ବନ୍ଦ ପାଇଁ ଜାରି ହୋଇନି ଲିଖିତ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୦।୯: ସ୍ବର୍ଗଦ୍ୱାର ନିକଟରେ ବିଦେଶୀ ମଦ ଦୋକାନ ପ୍ରସଙ୍ଗ କ୍ରମଶଃ ବିବାଦୀୟ ହେବାରେ ଲାଗିଛି। ଏଠାରେ ପ୍ରଶାସନ ମଦ ଦୋକାନ ବନ୍ଦ ପାଇଁ କୁନ୍ଥୁକୁନ୍ଥୁ...

ଜଳିଗଲା ଦଶ ଚକିଆ ହାଇଓ୍ବା

କୁଳିଅଣା,୯।୬(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ ଜାତୀୟ ରାଜପଥ ଗୁରୁବାର ପୂର୍ବାହ୍ନରେ ଦରଖୋଳି ଛକ ନିକଟରେ ଏକ ଦଶ ଚକିଆ ହାଇୱାରେ...

ଛୋଟ ହେଲେ ବି ଅବହେଳିତ

ବଅଁରପାଳ,୨୪ା୩(ଡି.ଏନ.ଏ.) – ଛୋଟିଆ ରାଜସ୍ବ ଗାଁ। ପରିବାର ସଂଖ୍ୟା ମାତ୍ର ୮। ହେଲେ ୩୦ ଲୋକ ରହୁଥିବା ଏହି ଗାଁରେ ଥିବା ସମସ୍ୟାର ସମାଧାନ କରିପାରୁନି...

ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ ଘଟଣା: ୨ କନ୍‌ଷ୍ଟେବଳ ନିଲମ୍ବିତ

ବାରିପଦା ଅଫିସ,୨ା୧୦- ମୟୂରଭଞ୍ଜ ଜିଲା ବାରିପଦା ଟାଉନ ଥାନା ପୋଲିସ ହେପାଜତରେ ଥିବା ଜଣେ ଅଭିଯୁକ୍ତ ରବିବାର ଚମ୍ପଟ ମାରିଥିଲେ। ଏହି ଘଟଣାରେ ଦାୟିତ୍ୱରେ ଅବହେଳା...

୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି ଯୁବକଙ୍କ ଜୀବନ ଗଲା

ଗୁଡ଼ଭେଲା,୧୭।୭(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ମଧ୍ୟମ କ୍ଷୁଦ୍ରଜଳସେଚନ ବିଭାଗ ପକ୍ଷରୁ ତୁଷୁରା ସହରସ୍ଥିତ ସୋନଗଡ଼ ନଦୀରେ ଜଳସ୍ତର ମାପୁ ଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାରରେ ଲାଗି...

‘ମୃତ୍ୟୁ ଘଟଣାକୁ ଚପାଇଦେବା ପାଇଁ ଉଦ୍ୟମ’

ଝାରସୁଗୁଡ଼ା ଅଫିସ,୨୪।୪: ରୋଷେୟା ଲଳିତ କୁମାର ସାହୁ(୨୨)ଙ୍କ ମୃତ୍ୟୁ ଘଟଣାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସମ୍ପୃକ୍ତି ଥିବା ଭାଜପା ଅଭିଯୋଗ କରି ଘଟଣାର ସିବିଆଇ...

Advertisement
Archives

Model This Week