Posted inଖେଳ

ସୁନ୍ଦରଙ୍କ ଚମତ୍କାର ବୋଲିଂ: ଭାରତର ଜବରଦସ୍ତ ବିଜୟ

କାରାରା,୬।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଟି-୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଜବରଦସ୍ତ ବିଜୟ ହାସଲ କରିଛି। ଏହି ବିଜୟ ସହ ଭାରତ ୨-୧ରେ ସିରିଜ୍‌ରେ ଆଗୁଆ ହୋଇଛି।
ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆକୁ ୪୮ ରନ୍‌ରେ ପରାସ୍ତ କରି ୨-୧ର ଅପ୍ରତିଦ୍ୱନ୍ଦ୍ୱୀ ଅଗ୍ରଣୀ ହାସଲ କରିଛି। ଏବେ ଉଭୟ ଦଳ ନଭେମ୍ବର ୮ ତାରିଖରେ ଶେଷ ମ୍ୟାଚ୍‌ରେ ପରସ୍ପରର ସାମ୍ନା କରିବେ । ଏଥିରେ ଭାରତ ୩-୧ରେ ଜିତିବାକୁ ଚାହିଁବ।

ଭାରତ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୮ ଉଇକେଟ୍‌ରେ ୧୬୭ ରନ କରିଥିଲା। ଜବାବରେ ଅଷ୍ଟ୍ରେଲିଆ ୧୮.୨ ଓଭରରେ ୧୧୯ ରନ୍‌ରେ ଅଲଆଉଟ ହୋଇଯାଇଥିଲା। ଭାରତ ପକ୍ଷରୁ ୱାଶିଂଟନ ସୁନ୍ଦର ୩ଟି, ଅକ୍ଷର ପଟେଲ ଏବଂ ଶିବମ ଦୁବେ ଦୁଇଟି ଲେଖାଏ ଉଇକେଟ ନେଇଥିଲେ। ଅର୍ଶଦୀପ ସିଂହ, ଜସପ୍ରୀତ ବୁମରା ଏବଂ ବରୁଣ ଚକ୍ରବର୍ତ୍ତୀ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

କମେଣ୍ଟ୍ରିରୁ ଅବସର ନେଲେ ଶିବରାମ, ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଏବେ…

ନୂଆଦିଲ୍ଲୀ,୨୧ା୩: ଭାରତର ପୂର୍ବତନ କ୍ରିକେଟର ଲକ୍ଷ୍ମଣ ଶିବରାମ କ୍ରିଷ୍ଣନ କମେଣ୍ଟ୍ରିରୁ ଅବସର ଘୋଷଣା କରିଛନ୍ତି। ହେଲେ ସେ ଅବସର ଘୋଷଣା ଲାଗି କରିଥିବା ସୋସିଆଲ ମିଡିଆ ପୋଷ୍ଟକୁ…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଅଷ୍ଟ୍ରେଲିଆକୁ ପରାସ୍ତ କରି ଜାପାନ ଚାମ୍ପିୟନ

ସିଡ୍‌ନୀ,୨୧ା୩: ଚଳିତ ମହିଳା ଏସିଆନ କପ୍‌ ଫୁଟବଲ ଟୁର୍ନାମେଣ୍ଟରେ ଜାପାନ ଚାମ୍ପିୟନ ହୋଇଛି। ଶନିବାର ଷ୍ଟାଡିୟମ ଅଷ୍ଟ୍ରେଲିଆରେ ଅନୁଷ୍ଠିତ ଫାଇନାଲରେ ମାଇକା ହାମାନୋଙ୍କ ଗୋଲ ବଳରେ ଜାପାନ…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri