Posted inଜାତୀୟ

ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ

ଚେନ୍ନାଇ,୯।୧: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ପ୍ରତି ରବିବାର ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରଛନ୍ତି। ଏହି ସମୟରେ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ହେଲେ ପବ୍ଲିକ ଟ୍ରାନ୍ସପୋର୍ଟ ସମ୍ପୂର୍ଣ୍ଣ ବନ୍ଦ ରହିବ । ହୋଟେଲ ଓ ରେଷ୍ଟୁରାଣ୍ଟରୁ ଲୋକେ କେବଳ ପାର୍ସଲ ନେଇ ପାରିବେ। ବିମାନ ଏବଂ ଟ୍ରେନରେ ଆସୁଥିବା ଯାତ୍ରୀ ଟିକେଟ ଦେଖାଇ ଯାଇପାରିବେ । ଲକ୍‌ଡାଉନରେ ପେଟ୍ରୋଲ ପମ୍ପ ଖୋଲା ରହିବ । ଏହା ସହ ରାଜ୍ୟରେ ରାତି ୧୦ଟାରୁ ସକାଳ ୫ଟା ପର୍ଯ୍ୟନ୍ତ ନାଇଟ୍‌ କର୍ଫ୍ୟୁ ଜାରି କରାଯାଇଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ୯୭୮ ନୂଆ ମାମଲା ସାମ୍ନାକୁ ଆସିଛି। ଏହି କଟକଣା ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ପର୍ଯ୍ୟନ୍ତ ଲାଗୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

UPI ଚାର୍ଜ ଉପରେ ରୋକ ଲଗାଇବା ନେଇ ସୁପ୍ରିମକୋର୍ଟ ନେଲେ ଏହି ନିଷ୍ପତ୍ତି: RBI, କେନ୍ଦ୍ରକୁ…

ନୂଆଦିଲ୍ଲୀ,୨୮।୯: ୨ ହଜାର ଟଙ୍କାରୁ ଅଧିକ UPI ପେମେଣ୍ଟ ଉପରେ ୦.୪ ପ୍ରତିଶତ MDR (Merchant Discount Rate) ଲାଗୁ କରାଯିବାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

NDA ସହ ଯିବା ଚର୍ଚ୍ଚା ମଧ୍ୟରେ ବଡ଼ ଘୋଷଣା କଲେ ଶରଦ ପାୱାର: ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୮।୯: ଗତ କିଛି ମାସ ଧରି ରାଜନୈତିକ ମହଲରେ ଚର୍ଚ୍ଚା ଚାଲିଥିଲା ଯେ, ଶରଦ ପାୱାର ବିଜେପି ନେତୃତ୍ୱାଧୀନ ରାଷ୍ଟ୍ରୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ସହ ଯାଇପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?